ଟ୍ରାକ୍ଟର ଧକ୍କାରେ ସ୍କୁଟି ଚାଳକଙ୍କ ଜୀବନ ଗଲା, ଉତ୍ତେଜନା

ଧର୍ମଗଡ଼,୧୫।୧: କଳାହାଣ୍ଡି ଜିଲା ଧର୍ମଗଡ ସହର ମେରଘରା ଛକ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଏକ ଟ୍ରାକ୍ଟର ଧକ୍କାରେ ଜଣେ ସ୍କୁଟି ଚାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଭବାନୀପାଟଣାର ରୁଦ୍ର ନାରାୟଣ ନାଏକ। ସୂଚନା ଯୋଗ୍ୟ, ରୁଦ୍ର ଓ ରଫିସ ନାଏକ ଏକ ସ୍କୁଟି ଯୋଗେ ଧର୍ମଗଡ଼ ସହର ନିକଟସ୍ଥ ସୋସିଆ ଗ୍ରାମକୁ ଆସିଥିଲେ। ସେମାନେ କାମ ସାରି ଘରକୁ ଫେରୁ୍‌ଥିବା ବେଳେ ମେରଘରା ଛକ ନିକଟରେ ଏକ ଟ୍ରାକ୍ଟର ଭାରସାମ୍ୟ ହରାଇ ସ୍କୁଟିକୁ ଧକ୍କା ଦେଇଥିଲା। ଫଳରେ ରୁଦ୍ର ଗୁରୁତର ଆହତ ହୋଇଥିଲେ। ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ରୁଦ୍ରଙ୍କୁ ଉଦ୍ଧାର କରି ଧର୍ମଗଡ଼ ଉପଖଣ୍ଡ ଚିକିତ୍ସାଳୟକୁ ଆଣିଥିଲେ। ସେଠାରେ ଡାକ୍ତର ରୁଦ୍ରଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ଡାକ୍ତରଖାନାରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ଧର୍ମଗଡ଼ ଥାନା ଅଧିକାରୀ ଟୁନା ସେଠି ପହଞ୍ଚି ଲୋକଙ୍କୁ ବୁଝାଶୁଝା ପରେ ପରିସ୍ଥିତି ସ୍ବାଭାବିକ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନବରଙ୍ଗପୁରରେ ରେଡ ଆଲର୍ଟ: ବର୍ଷା ପରିସ୍ଥିତି ଉପରେ ପ୍ରଶାସନର କଡ଼ା ନଜର

ନବରଙ୍ଗପୁର,୨୪।୯(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ନବରଙ୍ଗପୁର ସମେତ ବିଭିନ୍ନ ଜିଲାରେ ମଧ୍ୟମରୁ ପ୍ରବଳ ବର୍ଷା, ଘଡ଼ଘଡ଼ି ଓ ବିଜୁଳି ଚମକିବା ନେଇ ସତର୍କ…

ପୁଣି ଘାଟିରେ ଅଟକିଲା ଭାରୀଯାନ:ବାଲିଗୁଡ଼ାରୁ ବ୍ରହ୍ମପୁର ଯାତାୟାତ ଠପ୍‌

ଦାରିଙ୍ଗବାଡ଼ି, ୨୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦେଇ ଯାଇଥିବା ଗୋପାଳପୁର-ରାୟପୁର ୫୯ ନମ୍ବର ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ପୁଣି ଏକ ମାଲବୋଝେଇ ଟ୍ରକ ଫସି…

ରିଚ ଲିଷ୍ଟ ୨୦୨୬: ନେଟୱର୍ଥ କମିବା ପରେ ତଥାପି ଦେଶର ସବୁଠୁ ଧନୀ ଅଭିନେତା ହେଲେ ଶାହରୁଖ; ଜାଣନ୍ତୁ କେଉଁ ସ୍ଥାନରେ ସଲମାନ-ଅମିତାଭ

ମୁମ୍ବାଇ,୨୪।୯: ହୁରୁନ ଇଣ୍ଡିଆ ରିଚ ଲିଷ୍ଟ ୨୦୨୬ ପ୍ରକାଶ ପାଇଛି। ଗତବର୍ଷ ଭଳି ଏଥର ମଧ୍ୟ ବଲିଉଡର ସବୁଠାରୁ ଧନୀ ଅଭିନେତା ଭାବେ ଶାହରୁଖ ଖାନ ଶୀର୍ଷ…

ମଙ୍ଗଳ-ବୃହସ୍ପତିଙ୍କ ନୀଚଭଙ୍ଗ ରାଜଯୋଗ: ଅକ୍ଟୋବର ପହିଲାରୁ ମାଲାମାଲ ହେବେ କନ୍ୟା ସମେତ ୪ ରାଶି, ଧନଲାଭର ପ୍ରବଳ ଯୋଗ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହମାନଙ୍କ ଚଳନର ବିଶେଷ ପ୍ରଭାବ ରାଶିଚକ୍ର ଉପରେ ପଡ଼ିଥାଏ। ବର୍ତ୍ତମାନ ମଙ୍ଗଳ ନିଜର ନୀଚ ରାଶି କର୍କଟରେ ଗୋଚର କରୁଛନ୍ତି ଏବଂ…

ସଞ୍ଜୁଙ୍କୁ ଛାଡ଼ି ବୈଭବଙ୍କୁ ସୁଯୋଗ ଦେବା ଥିଲା ଗମ୍ଭୀରଙ୍କ ପାଇଁ କଠିନ ନିଷ୍ପତ୍ତି: କହିଲେ- ସେହି ରାତିରେ ମୁଁ…

ନୂଆଦିଲ୍ଲୀ,୨୪।୯: IPL ୨୦୨୬ ପରେ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ଭାରତୀୟ ଟି-୨୦ ଦଳରେ ଲଗାତାର ସୁଯୋଗ ମିଳୁଛି। ପ୍ରଥମେ ଆୟର୍ଲାଣ୍ଡ ବିପକ୍ଷ ୨ ମ୍ୟାଚ୍ର ଟି-୨୦…

ସଚିନଙ୍କ ରେକର୍ଡ ଚୁର୍‌ମାର୍‌: କ୍ରିକେଟ୍‌ର ନୂଆ ବାଦ୍‌ଶାହା ହେଲେ ଏହି ଖେଳାଳି

ନୂଆଦିଲ୍ଲୀ,୨୪।୯: ଇଂଲଣ୍ଡର ଷ୍ଟାର୍‌ ବ୍ୟାଟର୍‌ ଜୋ ରୁଟ ଅନ୍ତର୍ଜାତୀୟ କ୍ରିକେଟରେ ଆଉ ଏକ ବଡ଼ କୀର୍ତ୍ତିମାନ ହାସଲ କରିଛନ୍ତି। ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଦିନିକିଆରେ ରୁଟ ୨୩…

କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ବଡ଼ ଖବର: ଏଥର ଆଗୁଆ ମିଳିବ ଦରମା, ଜାଣନ୍ତୁ କାହିିଁକି

ନୂଆଦିଲ୍ଲୀ୨୪।୯: କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ବଡ଼ ଖବର। ସାଧାରଣତଃ ମାସର ଶେଷ କାର୍ଯ୍ୟଦିବସରେ କର୍ମଚାରୀଙ୍କ ଦରମା ଓ ପେନସନଭୋଗୀଙ୍କ ପେନସନ ଆକାଉଣ୍ଟରେ ଜମା…

ତାୱାରେ ପିଟି ସ୍ତ୍ରୀଙ୍କୁ ହତ୍ୟା: ଦେଢ଼ବର୍ଷ ତଳେ କରିଥିଲେ ପ୍ରେମ ବିବାହ

ଭୁବନେଶ୍ୱର,୨୪।୯ (ପ୍ରସନଜିତ୍‌ ସାହୁ):ରାଜଧାନୀ ଭୁବନେଶ୍ବରରେ ବୁଧବାର ସାରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ନୟାପଲ୍ଲୀ ଗଡ଼ସାହିରେ ତାୱାରେ ପିଟି ଜଣେ ଯୁବକ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ମୃତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?