ରାଷ୍ଟ୍ରପତିଙ୍କୁ ଧାନରେ ନିର୍ମିତ କୋଣାର୍କ ମନ୍ଦିର ଉପହାର ଦେଲେ ଶିଳ୍ପୀ

ମହାକାଳପଡ଼ା,୧୨।୨(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ପେଟଛେଲାଠାରେ ଥିବା ଏକ ସିମେଣ୍ଟ ପ୍ରଡକ୍ଟ କାରଖାନରେ ଜଣେ ମିସ୍ତ୍ରୀ ଭାବେ କାମ କରନ୍ତି ଯଶୋବନ୍ତ ମଲ୍ଲିକ ା ବୟସ ୩୦ ା ତାଙ୍କ ନିଜ ଘର ଯାଜପୁର ା ତେବେ ବିନା ତାଲିମରେ ସେ ବିଭିନ୍ନ କଳାକୃତି ତିଆରି କରିବାରେ ବେଶ୍‌ ପାରଙ୍ଗମ ା ଶୁକ୍ରବାର ଯଶୋବନ୍ତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭୁବନେଶ୍ୱର ରାଜଭବନରେ ଭେଟି ନିଜ ହାତ ତିଆରି ୩ଫୁଟ ଉଚ୍ଚର ଦେଶୀ ପାଟେଣି ଧାନରେ ନିର୍ମିତ ଏକ କୋଣାର୍କ ମନ୍ଦିର ଉପରେ ଦେଇଛନ୍ତି ା ରାଷ୍ଟ୍ରପତି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ଶିଳ୍ପୀ ଯଶୋବନ୍ତଙ୍କ ଏହି ଉପହାର ତାଙ୍କୁ ଖୁସି ଦେଇଛି ବୋଲି ରାଷ୍ଟ୍ରପତି କହିଛନ୍ତି ା ବିନା ତାଲିମରେ ଯଶୋବନ୍ତଙ୍କ ଏହି କଳାକୃତି ଦେଖି ରାଷ୍ଟ୍ରପତି ତାଙ୍କୁ ଖୁବ୍‌ ପ୍ରଶଂସା କରିବା ସହ ଭଲମନ୍ଦ ପଚାରି ବୁଝିଥିଲେ ା ରାଷ୍ଟ୍ରପତିଙ୍କୁ ଭେଟିବା ପାଇଁ ତାଙ୍କୁ ୧ ମିନିଟ ସମୟ ମିଳିଥିଲା ା ସେହି ସ୍ବଳ୍ପ ସମୟ ଯଶୋବନ୍ତ ରାଷ୍ଟ୍ରପତିଙ୍କ ପାଖରେ ବସି ୨ ପଦ କଥା ହେବା ସହିତ ଉପହାର ପ୍ରଦାନ କରିଥିଲେ ା ଏହା ତାଙ୍କ ପାଇଁ ଏକ ଅଭୁଲା ସ୍ମୃତି ହୋଇ ରହିବ ବୋଲି ସେ କହିଛନ୍ତି ା ଓଡ଼ିଶାର ଚିତ୍ରକଳାକୁ ବିଶ୍ୱ ଦରବାରରେ ପହଞ୍ଚାଇବା ପାଇଁ ରାଷ୍ଟ୍ରପତି ତାଙ୍କୁ ପରାମର୍ଶ ଦେଇଥିଲେ ବୋଲି ଯଶୋବନ୍ତ କହିଛନ୍ତି ା ଏଥି ସହିତ ରାଷ୍ଟ୍ରପତି ଭବନ ଆସିବାକୁ ରାଷ୍ଟ୍ରପତି ଯଶୋବନ୍ତଙ୍କୁ ନିମନ୍ତ୍ରଣ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

କର୍ଲାମୁଣ୍ଡା ଉତ୍ସବମୁଖର: ଆରମ୍ଭ ହେଲା ମା’ ଦୁର୍ଗାଙ୍କ ଶାରଦୀୟ ନବରାତ୍ର ପୂଜା, ୨୨ରେ ଭସାଣି

କର୍ଲାମୁଣ୍ଡା,୧୧ା୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାସ୍ଥିତ ଦୁର୍ଗା ମଣ୍ଡପଠାରେ ଡୁକେରମାଲ ଦୁର୍ଗାପୂଜା କମିଟି ପକ୍ଷରୁ ରବିବାରଠାରୁ ସାର୍ବଜନୀନ ଶାରଦୀୟ ନବରାତ୍ର ପୂଜା…

ହସାଇ ହସାଇ ବେଦମ କରୁଛି ବିକ୍ଷୋଭ ସମୟରେ ଆରଏଏଫ (RAF) ଯବାନ ଗୋଡ଼ାଇ ଗୋଡ଼ାଇ ଧରିଥିବା ସବୁଠାରୁ ଛୋଟ ‘କକରୋଚ’ର Video

ନୂଆଦିଲ୍ଲୀ,୧୧।୧୦: ଅକ୍ଟୋବର ୧୦ ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ‘କକରୋଚ ଜନତା ପାର୍ଟି’ (CJP)ର ଏକ ବିକ୍ଷୋଭ ପ୍ରଦର୍ଶନ ସମୟରେ ଏପରି ଏକ ଦୃଶ୍ୟ ଦେଖିବାକୁ…

ଭାରତ ବିପକ୍ଷରେ ନୂଆ ରୂପରେ ନଜର ଆସିବେ କିୱି ଖେଳାଳି

ନୂଆଦିଲ୍ଲୀ,୧୧।୧୦: ଭାରତ ବିପକ୍ଷ ODI ସିରିଜ ସମୟରେ ନ୍ୟୁଜିଲ୍ୟାଣ୍ଡ ଦଳ ଏକ ସ୍ବତନ୍ତ୍ର ଜର୍ସି ପିନ୍ଧିବ। ନ୍ୟୁଜିଲ୍ୟାଣ୍ଡ ନିକଟରେ ଏହି ODI ସିରିଜ ପାଇଁ ନିଜ ଦଳ…

ଆସିଲା କଡ଼ା ନିୟମ: ସୋସିଆଲ ମିଡିଆକୁ ମନଇଚ୍ଛା କରିପାରିବେନି ବ୍ୟବହାର, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୧୧ା୧୦: ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ ଆଣିଛି ନ୍ୟାଶନାଲ ମେଡିକାଲ କମିଶନ(NMC)। ଏନ୍‌ଏମ୍‌ସି ଦ୍ୱାରା ଜାରି ହୋଇଥିବା କଡ଼ା ନିୟମ ଅନୁଯାୟୀ, ଦେଶର ଡାକ୍ତର…

କିଏ ସେହି ଖେଳାଳି ଯାହାଙ୍କୁ ନେଇ ବୀରେନ୍ଦ୍ର ସେହୱାଗ କହିଲେ ଏତେ ବଡ଼ କଥା; ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୧୦: ଭାରତୀୟ କ୍ରିକେଟରେ ଏପରି କେତେଜଣ ବ୍ୟାଟର ଅଛନ୍ତି ଯେଉଁମାନେ ପଡ଼ିଆରେ ପାଦ ଦେବା ମାତ୍ରେ ବୋଲରଙ୍କୁ ଚ୍ୟାଲେଞ୍ଜ ଦେବା ଆରମ୍ଭ କରନ୍ତି। ନିଜର ସମ୍ପୂର୍ଣ୍ଣ କ୍ୟାରିୟର…

‘ମୋତେ ଗିରଫ ନୁହେଁ ଅପହରଣ କରାଯାଇଥିଲା…’ ମୁକୁଳିବା ପରେ ପାର୍ସପୋର୍ଟ ଦେଖାଇ ବଡ଼ କଥା କହିଲେ…

ନୂଆଦିଲ୍ଲୀ: ‘କକ୍ରୋଚ୍ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନରେ ଯୋଗଦେବାକୁ ଆସିଥିବା ୟୁଟ୍ୟୁବର୍ ଧ୍ରୁବ ରାଠୀଙ୍କୁ ପୋଲିସ ହାଜତରୁ ଛାଡ଼ିଦିଆଯାଇଛି। ଗତକାଲି ବିଳମ୍ବିତ ରାତିରେ ପୋଲିସ…

ଗାଧୋଇବାକୁ ଯାଇ ଘାଇରେ ବୁଡ଼ିଗଲେ ଯୁବକ, ଦୀର୍ଘ ୮ ଘଣ୍ଟାର କସରତ ପରେ…

ମୋହନା,୧୧ା୧୦(ମନ୍ମଥ ମିଶ୍ର): ଗାଧୋଇବାକୁ ଯାଇ ଘାଇରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର ଉଦୟଗିରି ଥାନା ଅନ୍ତର୍ଗତ…

ବଡ଼ ସର୍ତ୍ତ ସହ ଅଭିଜିତ ଦୀପକେ, ସୌରଭ ଦାସ,ଆଶୁତୋଷ ରଙ୍କାଙ୍କୁ ମୁକ୍ତ କରାଯାଇଛି, ଜାଣନ୍ତୁ ଏହା କ’ଣ

ନୂଆଦିଲ୍ଲୀ,୧୧।୧୦: ‘କକରୋଚ ଜନତା ପାର୍ଟି’ (CJP)ର ନେତା ଅଭିଜିତ ଦୀପକେ, ସୌରଭ ଦାସ ଏବଂ ଆଶୁତୋଷ ରଙ୍କାଙ୍କୁ ମୁକ୍ତ କରାଯାଇଛି। ତେବେ, ସେମାନଙ୍କ ମୁକ୍ତି ଏକ ସର୍ତ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?