ଗଣତି ପୂର୍ବର କେନ୍ଦ୍ରର ସ୍ଥିତି ଅନୁଧ୍ୟାନ କଲେ ଏସ୍‌ଡିପିଓ

ଗଞ୍ଜାମ,୨୫।୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଶେଷ ହୋଇଥିବା ବେଳେ ଶନିବାର ପ୍ରତି ବ୍ଲକ ମୁଖ୍ୟାଳୟରେ ସକାଳ ୮ଟା ବେଳେ ଭୋଟ୍‌ ଗଣତି ଆରମ୍ଭ ହେବା। ଏ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଗଞ୍ଜାମ ଜିଲା ଭାରତୀ ବିଦ୍ୟାପୀଠରେ ଭୋଟ ଗଣତି ହେବାକୁ ଥିବା ବେଳେ ଶୁକ୍ରବାର ସାରେ ଛତ୍ରପୁର ଏସ୍‌ଡିପିଓ ଗୌତମ କିଷାନ, ନିର୍ବାଚନ ଅଧିକାରୀ ତଥା ବିଡିଓ ବିଶ୍ୱଜିତ ରାୟ, ଗଞ୍ଜାମ ଥାନା ଆଇଆଇସି ଶୁଭେନ୍ଦୁ କୁମାର ସାହୁ ପ୍ରମୁଖ ଭୋଟ ଗଣତି କେନ୍ଦ୍ର ଭାରତୀ ବିଦ୍ୟାପୀଠ ସ୍କୁଲ ବୁଲି ସ୍ଥିତି ଅନୁଧ୍ୟାନ କରିଥିଲେ। ଗଣତି ବେଳେ ଏଜେଣ୍ଟଙ୍କ ବିନା ଅନ୍ୟ କୌଣସି ବ୍ୟକ୍ତି ସ୍କୁଲ ମଧ୍ୟକୁ ପ୍ରବେଶ ଉପରେ କଟକଣା ଜାରି କରାଯାଇଥିବା ଥାନା ଅଧିକାରୀ ସାହୁ ସୂଚନା ଦେଇଛନ୍ତି । ଏଥିସହ ଆଇନ ଶୃଙ୍ଖଳାକୁ ଦୃଷ୍ଟିରେ ରଖି ବ୍ୟାପକ ପୋଲିସ ମୁତୟନ କରାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଅଶାନ୍ତ ହେଉଛି ହିଞ୍ଜିଳି, ବୁଲିଲା ଖଣ୍ଡା

ହିଞ୍ଜିଳିକାଟୁ, ୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ଦିନକୁ ଦିନ ହିଞ୍ଜିଳି ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ ଗୁଣ୍ଡାଗିରି ବଢୁଛି।...

୪ କୋଟି ଟଙ୍କାର ଗଞ୍ଜେଇ ସହ ୫ ଦେଶୀ ବନ୍ଧୁକ ଜବତ

ବାଲିଗୁଡ଼ା,୨୨ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଲିଗୁଡ଼ା ଥାନା ଗଦ୍ରିଙ୍ଗିଆ ଘାଟି ନିକଟସ୍ଥ ଇର୍ପିଗୁଡ଼ା ଜଙ୍ଗଲରୁ ୪...

ବ୍ଲକ ଅଧ୍ୟକ୍ଷ ପଦବୀରୁ ଦୈତାରୀ ବେହେରାଙ୍କ ଇସ୍ତଫା

ଖଲ୍ଲିକୋଟ,୨୨ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧ୍ୟକ୍ଷ ପଦବୀରୁ ଇସ୍ତଫା ଦେଇଛନ୍ତି ବିଧାୟିକାଙ୍କ ସ୍ବାମୀ ଦୈତାରୀ ବେହେରା। ବ୍ୟକ୍ତିଗତ କାରଣରୁ ସେ ଅଧ୍ୟକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri