ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଗଞ୍ଜାମ,୨୨ା୧୦(ଡି.ଏନ୍‌.ଏ.): ପାଣିପାଗ ବିଭାଗ ପକ୍ଷରୁ ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷା ନେଇ ସୂଚନା ଦେବା ପରେ ତହସିଲ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି l ଏନେଇ ଶନିବାର ତହସିଲଦାର ଅରୁଣ କୁମାର ନାୟକ ଏବଂ ରମ୍ଭା ଥାନାଧିକାରୀ ପି ସ୍ବରୂପ କିଷାନ ସମୁଦ୍ର କୂଳ ନିକଟବର୍ତ୍ତୀ ଅଞ୍ଚଳ ଯାଇ ସମୁଦ୍ର ମଧ୍ୟକୁ ନ ଯିବା ଲାଗି ସ୍ଥାନୀୟ ମତ୍ସ୍ୟଜୀବୀଙ୍କୁ ଡାକଯନ୍ତ୍ର ଦ୍ୱାରା ବାରଣ କରିଛନ୍ତି l ଏଥିସହ ସେମାନଙ୍କ ଜାଲ ଓ ଡଙ୍ଗା ସୁରକ୍ଷିତ ସ୍ଥାନରେ ରଖିବା ପାଇଁ ତହସିଲଦାର ନାୟକ ପରାମର୍ଶ ଦେଇଛନ୍ତି l

ପ୍ରକାଶଯୋଗ୍ୟ, ପ୍ରତିବର୍ଷ ଅକ୍ଟୋବରରେ କିଛି ନା କିଛି ପ୍ରାକୃତିକ ବିପର୍ଯ୍ୟୟ ତଥା ବାତ୍ୟା ଆସୁଥିବା ନେଇ ଭୟଭୀତ ରହୁଛନ୍ତି ସମୁଦ୍ର ଉପକୂଳବାସୀ। ଭୟଭୀତ ନ ହେବା ଲାଗି ପ୍ରଶାସନ ପକ୍ଷରୁ ସେମାନଙ୍କୁ କୁହାଯାଇଛି। ଅନ୍ୟପଟେ ବାତ୍ୟା ହେବ ନ ହେବ କିନ୍ତୁ ପ୍ରବଳ ବର୍ଷା ହେବ ବୋଲି ବ୍ଲକ ପ୍ରଶାସନ ପକ୍ଷରୁ ସୂଚନା ମିଳିଛି l


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri