ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଗଞ୍ଜାମ,୨୨ା୧୦(ଡି.ଏନ୍‌.ଏ.): ପାଣିପାଗ ବିଭାଗ ପକ୍ଷରୁ ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷା ନେଇ ସୂଚନା ଦେବା ପରେ ତହସିଲ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି l ଏନେଇ ଶନିବାର ତହସିଲଦାର ଅରୁଣ କୁମାର ନାୟକ ଏବଂ ରମ୍ଭା ଥାନାଧିକାରୀ ପି ସ୍ବରୂପ କିଷାନ ସମୁଦ୍ର କୂଳ ନିକଟବର୍ତ୍ତୀ ଅଞ୍ଚଳ ଯାଇ ସମୁଦ୍ର ମଧ୍ୟକୁ ନ ଯିବା ଲାଗି ସ୍ଥାନୀୟ ମତ୍ସ୍ୟଜୀବୀଙ୍କୁ ଡାକଯନ୍ତ୍ର ଦ୍ୱାରା ବାରଣ କରିଛନ୍ତି l ଏଥିସହ ସେମାନଙ୍କ ଜାଲ ଓ ଡଙ୍ଗା ସୁରକ୍ଷିତ ସ୍ଥାନରେ ରଖିବା ପାଇଁ ତହସିଲଦାର ନାୟକ ପରାମର୍ଶ ଦେଇଛନ୍ତି l

ପ୍ରକାଶଯୋଗ୍ୟ, ପ୍ରତିବର୍ଷ ଅକ୍ଟୋବରରେ କିଛି ନା କିଛି ପ୍ରାକୃତିକ ବିପର୍ଯ୍ୟୟ ତଥା ବାତ୍ୟା ଆସୁଥିବା ନେଇ ଭୟଭୀତ ରହୁଛନ୍ତି ସମୁଦ୍ର ଉପକୂଳବାସୀ। ଭୟଭୀତ ନ ହେବା ଲାଗି ପ୍ରଶାସନ ପକ୍ଷରୁ ସେମାନଙ୍କୁ କୁହାଯାଇଛି। ଅନ୍ୟପଟେ ବାତ୍ୟା ହେବ ନ ହେବ କିନ୍ତୁ ପ୍ରବଳ ବର୍ଷା ହେବ ବୋଲି ବ୍ଲକ ପ୍ରଶାସନ ପକ୍ଷରୁ ସୂଚନା ମିଳିଛି l


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମଶାଳା ABEOଙ୍କ ସମ୍ପତ୍ତି ଦେଖି ତାଜୁବ୍! ୧୯ଟି ପ୍ଲଟ୍‌, ୩ଟି ବହୁତଳ କୋଠା ଠାବ

ଭୁବନେଶ୍ୱର,ଧର୍ମଶାଳା୧୨।୧୦(ଶିବପ୍ରସାଦ ମହାନ୍ତି): ଧର୍ମଶାଳାର ସହକାରୀ ବ୍ଲକ୍ ଶିକ୍ଷା ଅଧିକାରୀ (ABEO) ଜୟଦେବ ଜେନାଙ୍କ ସମ୍ପତ୍ତି ଯାଞ୍ଚ ବେଳେ ୧୯ଟି ପ୍ଲଟ୍‌ ଠାବ ହୋଇଥିବା ସୂଚନା ମିଳିଛି। ଏହା…

ଯୁବପିଢ଼ିଙ୍କୁ ସଶକ୍ତ କରିବ ପ୍ରଯୁକ୍ତିବିଦ୍ୟା: ରାଜ୍ୟପାଳ

ଅତାବିରା,୧୨।୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ନୂଆଁ ଖଇରପାଲି କୋଶଲ ସ୍କୁଲକୁ ରବିବାର ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପତି ଗସ୍ତ କରିଥିଲେ। ଏହି ଅବସରରେ…

୨୫୨ ଟଙ୍କା ମହଙ୍ଗା ହେଲା LPG ଗ୍ୟାସ, ଜାଣନ୍ତୁ କେତେ ରହିଛି ଦାମ୍

ଢାକା,୧୨।୧୦: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଏବେ ଘରୋଇ LPG ଗ୍ୟାସ୍‌ର ଦାମ୍‌କୁ ନେଇ ଉପଭୋକ୍ତା ଚିନ୍ତାରେ ରହିଛନ୍ତି । ଗ୍ୟାସ୍‌ର ଯୋଗାଣ ହ୍ରାସ ପାଇଥିବାରୁ ବଜାରରେ…

ସଫଳତାର ଶୀର୍ଷରେ ପହଞ୍ଚିବା ପାଇଁ ପାଳନ କରନ୍ତୁ ଚାଣକ୍ୟ ଏହି ୪ କଥା…

ଆଚାର୍ଯ୍ୟ ଚାଣକ୍ୟ ଜଣେ ପ୍ରାଚୀନ ଭାରତୀୟ ଶିକ୍ଷକ, ଦାର୍ଶନିକ ତଥା ରାଜ ପରାମର୍ଶଦାତା ଥିଲେ। ତାଙ୍କୁ ‘ଅର୍ଥଶାସ୍ତ୍ର’ର ରଚୟିତା ଭାବରେ ଜଣାଯାଏ। ଯିଏ କି ଅର୍ଥନୀତି, ରାଜନୀତି…

ପ୍ରଧାନମନ୍ତ୍ରୀଙ୍କ ସହ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ହତ୍ୟା ଷଡ଼ଯନ୍ତ୍ର ପଣ୍ଡ; ଜଣେ ସନ୍ଦିଗ୍ଧଙ୍କୁ ଗିରଫ କରିଛି ପୋଲିସ

ୱାର୍ସା,୧୨।୧୦: ପୋଲାଣ୍ଡର ପ୍ରଧାନମନ୍ତ୍ରୀ ଡୋନାଲ୍ଡ ଟସ୍କ ଏବଂ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ହତ୍ୟା କରିବା ପାଇଁ ଷଡଯନ୍ତ୍ର ରଚିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଅଟକ ରଖାଯାଇଛି। ସମ୍ଭାବ୍ୟ ବିପଦ…

ବିଲକୁ ଯାଇ ଘରକୁ ଫେରି ନ ଥିଲେ ଯୁବକ, ଆଜି ମିଳିଲା ମୃତଦେହ, ହତ୍ୟା ଅଭିଯୋଗ ଆଣି…

ପାଟଣାଗଡ଼,୧୨ା୧୦(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୋଏଲପିଟା ଗାଁର ଜାମଜୋର ନଦୀ ପାର୍ଶ୍ୱରୁ ସୋମବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ବାୟାବାବା କଲେଜ ନିର୍ବାଚନ: ବିସିଜେଡି-ଏବିଭିପି କଡ଼ା ଟକ୍କର, ଭୋଟ୍‌ ହାତେଇବାକୁ ଆପଣାଉଛନ୍ତି ଏହି…

ମହାକାଳପଡ଼ା, ୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଛାତ୍ର ସଂସଦ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ସଦର ମହକୁମାସ୍ଥିତ ବାୟା ବାବା କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଛି। ସଂସଦ…

ବଡ଼ ଖୁଲାସା କଲେ ପୂର୍ବତନ କ୍ରିକେଟର, ବିରାଟଙ୍କ ଟେଷ୍ଟ ସନ୍ନ୍ୟାସ ପଛରେ ଥିଲା ଏହି ବ୍ୟକ୍ତିଙ୍କ ହାତ

ନୂଆଦିଲ୍ଲୀ,୧୨।୧୦: ଭାରତୀୟ କ୍ରିକେଟ୍‌ର ଦୁଇ ଅଭିଜ୍ଞ ଖେଳାଳି ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ଟେଷ୍ଟ କ୍ରିକେଟ୍‌ରୁ ଅବସର ଘୋଷଣା ଏବେ ବି କ୍ରିକେଟ୍‌ପ୍ରେମୀଙ୍କ ମନରେ ରହିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?