Posted inଖେଳ

ଦ୍ୱିତୀୟଥର ବାପା ହେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨୮।୧୨: ପୂର୍ବତନ ଟିମ ଇଣ୍ଡିଆର ଅଲରାଉଣ୍ଡର ଇରଫାନ ପଠାନ ଦ୍ୱିତୀୟ ଥର ବାପା ହୋଇଛନ୍ତି। ଶିଶୁର ଏକ ଫଟୋ ଶେୟାର କରି ସେ ତାଙ୍କ ପ୍ରଶଂସକଙ୍କୁ ଏହି ଖୁସି ଖବର ଦେଇଛନ୍ତି। ସେ କହିଛନ୍ତି, ସଫା ଏବଂ ମୁଁ ଆମର ପୁତ୍ର ସନ୍ତାନ ସୁଲେମାନ ଖାନ୍‌ଙ୍କୁ ସ୍ବାଗତ କରୁଛୁ। ଇରଫାନଙ୍କର ପୂର୍ବରୁ ଇମ୍ରାନ ଖାନ ନାମରେ ଏକ ପୁଅ ଅଛି। ଇରଫାନ ୨୦୧୬ରେ ମଡେଲ ସଫା ବାଗଙ୍କୁ ବିବାହ କରିଥିଲେ। ସଫାଙ୍କ ବାପା ସାଉଦି ଆରବରେ ଜଣେ ବ୍ୟବସାୟୀ। ସେ ମକ୍କାରେ ବିବାହ କରିଥିଲେ। ଏଥିରେ କେବଳ ଘନିଷ୍ଠ ବନ୍ଧୁ ଏବଂ ସମ୍ପର୍କୀୟମାନେ ଉପସ୍ଥିତ ଥିଲେ। ସଫାଙ୍କ ପରିବାର ମୂଳତଃ ହାଇଦ୍ରାବାଦର। କିନ୍ତୁ ତାଙ୍କ ପିତା ମିର୍ଜା ଫାରୁକ ବାଗ ବ୍ୟବସାୟ ସଂପର୍କରେ ସାଉଦି ଆରବ ଯାଇଥିଲେ। ସଫାର ପ୍ରାଥମିକ ଶିକ୍ଷା ସେଠାରେ ହୋଇଥିଲା। ସଫା ୨୮ ଫେବୃୟାରୀ ୧୯୯୪ ରେ ଜନ୍ମଗ୍ରହଣ କରିଥିଲେ। ସେ ଇରଫାନଙ୍କଠାରୁ ୧୦ ବର୍ଷ ସାନ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭିନ୍ନ କ୍ରୀଡ଼ାରେ ଭାଗ୍ୟ ପରୀକ୍ଷା କରୁଛନ୍ତି ଧୋନୀ

ନୂଆଦିଲ୍ଲୀ,୩୦।୮: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ(ମାହି)ଙ୍କୁ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ ସିରିଜ୍‌ ଲାଗି ଘୋଷିତ ଜାତୀୟ ଦଳରେ ସ୍ଥାନ ମିଳି ନାହିଁ।...

ଦୀନେଶ କାର୍ତ୍ତିକଙ୍କୁ କାରଣ ଦର୍ଶାଅ ନୋଟିସ

ନୂଆଦିଲ୍ଲୀ, ୭ା୯ (ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) କ୍ରିକେଟର ଦୀନେଶ କାର୍ତ୍ତିକଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛି। ଦୀନେଶ ବଲିଉଡ ସୁପର...

୫ ବର୍ଷ ପରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଲା ଶାହରୁଖ ଖାନଙ୍କ ଦଳ

ଆବୁଧାବି, ୮।୧୦: ଚଳିତ ଆଇପିଏଲ୍‌ର ୨୧ତମ ମ୍ୟାଚ୍‌ରେ ବୁଧବାର କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌)ର ମୁକାବିଲା ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର୍‌ କିଙ୍ଗ୍ସ...

କାତାରରେ କ୍ଲବ ବିଶ୍ୱକପ୍

ପ୍ୟାରିସ, ୪୬(ଏଏଫ୍ପି)- ଫିଫା ବିଶ୍ୱକପ୍ର ପରବର୍ତ୍ତୀ ସଂସ୍କରଣ ୨୦୨୨ରେ କାତାରରେ ଅନୁଷ୍ଠିତ ହେବ ତେବେ ଏଥତ୍ପୂର୍ବରୁ ୨୦୧୯ ଓ ୨୦୨୦ କ୍ଲବ ବିଶ୍ୱକପ୍ କାତାରରେ ଅାୟୋଜିତ...

କ୍ରିକେଟ ଅଷ୍ଟ୍ରେଲିଆ ସିଇଓ କେଭିନଙ୍କ ଇସ୍ତଫା

ମେଲବୋର୍ନ, ୧୬ା୬ (ପି.ଟି.)-କ୍ରିକେଟ ଅଷ୍ଟ୍ରେଲିଆ (ସିଏ)ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) କେଭିନ ରବଟର୍‌ସ ମଙ୍ଗଳବାର ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସ୍ଥାନରେ ଆଇସିସି...

ଦୁଇ ଘଣ୍ଟାରୁ କମ୍‌ ସମୟରେ ମାରାଥନ ଦୌଡ଼ିଲେ କିପଚୋଗେ

ଭିଏନା,୧୩।୧୦(ଏଏଫ୍‌ପି)- କେନିଆର ଅଭିଜ୍ଞ ଧାବକ ଇଲିଉଡ କିପଚୋଗେ ଇତିହାସ ସୃଷ୍ଟି କରିଛନ୍ତି। ଶନିବାର ଦୁଇ ଘଣ୍ଟାରୁ କମ୍‌ ସମୟ ନେଇ ସେ ମାରାଥନ (୪୨.୨ କି.ମି.)...

ଅତିସହଜରେ ରୟାଲ ଲଢ଼େଇ ଜିତିଲା ଆର୍‌ସିବି

ମୁମ୍ବାଇ,୨୨।୪ : ପ୍ରଥମେ ବୋଲିଂ ଓ ତା’ ପରେ ଦେବଦତ୍ତ ପାଡିକଲ ଏବଂ ବିରାଟ କୋହଲିଙ୍କ ଓପନିଂ ଭାଗିଦାରୀ ଯୋଗୁ ୧୦ ଉଇକେଟରେ ବିଜୟ ହାସଲ...

ଇରିଶ ପାରା-ବ୍ୟାଡ୍‌ମିଣ୍ଟନ: ଓଡ଼ିଶାର ପ୍ରମୋଦଙ୍କୁ ଡବଲ୍‌ ସ୍ବର୍ଣ୍ଣ

ଭୁବନେଶ୍ୱର, ୨୪।୬(ସ୍ପୋଟର୍‌ସ ବ୍ୟୁରୋ)- ଆୟର୍ଲାଣ୍ଡର ଡବ୍‌ଲିନଠାରେ ଶେଷ ହୋଇଥିବା ଇରିଶ ପାରା-ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାରେ ଓଡ଼ିଆ ତାରକା ପ୍ରମୋଦ ଭଗତ ୨ଟି ସ୍ବର୍ଣ୍ଣ ପଦକ ଜିତିଛନ୍ତି। ଡବ୍‌ଲିନର...

Advertisement
Archives

Model This Week