ଆଜିଠୁ ଦ୍ୱିତୀୟ ପର୍ଯ୍ୟାୟ ପଞ୍ଜୀକରଣ ଆରମ୍ଭ

ଭୁବନେଶ୍ୱର,୧୯।୨(ବ୍ୟୁରୋ): ରାଜ୍ୟରେ ଏମବିବିଏସ ଓ ବିଡିଏସ ନାମଲେଖା ପାଇଁ ଶନିବାରଠୁ ଦ୍ୱିତୀୟ ପର୍ଯ୍ୟାୟ ପଞ୍ଜୀକରଣ ଆରମ୍ଭ ହେବ । ପ୍ରଥମ ପର୍ଯ୍ୟାୟ ପରେ ବଳକା ସିଟ୍‌ଗୁଡିକରେ ନାମ ଲେଖିବା ପାଇଁ ଛାତ୍ରୀଛାତ୍ର ଆସନ୍ତା ୨୧ ତାରିଖ ଯାଏ ଆବେଦନ କରିବେ । ଆସନ୍ତା ୨୬ ତାରିଖ ଅପରାହ୍ଣ ୫ଟାରେ ପ୍ରୋଭିଜନାଲ ମେଧା ତାଲିକା ଓ ୨୮ରେ ଚୂଡାନ୍ତ ମେଧା ତାଲିକା ବାହାରିବ ।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

କଣ୍ଟାମାଳ ପୋଲିସ-ଜନତା ଖଣ୍ଡଯୁଦ୍ଧ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏସ୍‌ପିଙ୍କ ତଦନ୍ତ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କଣ୍ଟାମାଳ ଗ୍ରାମରେ ଘଟିଥିବା ବହୁଚର୍ଚ୍ଚିତ ପୋଲିସ-ଜନତା ସଂଘର୍ଷ ଘଟଣାରେ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ମାନ୍ୟବର ହାଇକୋର୍ଟଙ୍କ…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ପାଣି ଡ୍ରମ ଭିତରେ କୁଣ୍ଡଳୀ ମାରି ବସିଥିଲା ବିରାଟକାୟ ଅଜଗର, ପରିବାର ଲୋକଙ୍କ ମଧ୍ୟରେ ଖେଳିଗଲା ଆତଙ୍କ, ତା’ ପରେ…

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ଅଞ୍ଚଳରେ ଏକ ବିଶାଳ ଅଜଗର ସାପ ଉଦ୍ଧାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri