ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାର ଶେଷ

ଭୁବନେଶ୍ୱର,୧୭ା୨(ବ୍ୟୁରୋ):ଚଳିତ ପଞ୍ଚାୟତ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାର କାର୍ଯ୍ୟ ବୁଧବାର ଶେଷ ହୋଇଛି। ନିର୍ବାଚନ ହେବାକୁ ଥିବା ଅଞ୍ଚଳରୁ ପ୍ରଚାର କାର୍ଯ୍ୟରେ ଯୋଗ ଦେଇଥିବା ନେତା ଓ କର୍ମୀମାନଙ୍କୁ ସନ୍ଧ୍ୟା ୭ଟା ସୁଦ୍ଧା ସମ୍ପୃକ୍ତ ଅଞ୍ଚଳ ଛାଡ଼ିବାକୁ ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆସନ୍ତା ଶୁକ୍ରବାର ଅନୁଷ୍ଠିତ ହେବ। ଏହି ପର୍ଯ୍ୟାୟରେ ୩୦ ଜିଲାର ୬୮ ବ୍ଲକର ୧୮୬ଟି ଜିଲା ପରିଷଦ ଜୋନ୍‌ର ୧୫୧୪ ପଞ୍ଚାୟତରେ ନିର୍ବାଚନ ହେବ। ମୋଟ ୨୦,୪୩୬ ବୁଥ୍‌ରେ ପ୍ରାୟ ୬୨.୧୦ଲକ୍ଷ ଭୋଟର ମତାଧିକାର ସାବ୍ୟସ୍ତ କରିବେ।
ନିର୍ବାଚନ ପ୍ରଚାର ଶେଷ ହୋଇଥିବା ବେଳେ ପ୍ରାର୍ଥୀମାନେ ଆଉ ଖୋଲାଖୋଲି ମତଦାତାଙ୍କୁ ଭୋଟ ଦେବାକୁ ପ୍ରବର୍ତ୍ତାଇ ପାରିବେ ନାହିଁ। ଏଥିପାଇଁ ପ୍ରାର୍ଥୀ ଓ ସମର୍ଥକ ଗୁପ୍ତଭାବେ ଭୋଟରଙ୍କୁ ନିଜ ସପକ୍ଷରେ ନେବା ପାଇଁ ଯୋଗାଡ଼ରେ ଲାଗି ପଡ଼ିବେ। ଏହି ସମୟରେ ଭୋଟରଙ୍କୁ ପ୍ରଲୋଭନ ଦେବା ଭଳି ବିଭିନ୍ନ ପ୍ରକାର ବେଆଇନ କାର୍ଯ୍ୟକଳାପ ବୃଦ୍ଧି ପାଇବା ଆଶଙ୍କା ରହିଛି। ଏପରିକି ନିର୍ବାଚନ ଆଦର୍ଶ ଆଚରଣବିଧି ଉଲ୍ଲଂଘନ ହେବାର ସମ୍ଭାବନା ରହିଛି। ବେଆଇନ କାର୍ଯ୍ୟକୁ ପ୍ରତିହତ କରିବାକୁ ରାଜ୍ୟ ନିର୍ବାଚନ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲାପାଳ ଓ ଏସପିଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri