୧ରୁ କାର୍ଯ୍ୟକ୍ଷମ ହେବ ବ୍ରହ୍ମପୁରର ଦ୍ୱିତୀୟ ପୋକ୍‌ସୋ କୋର୍ଟ

ବ୍ରହ୍ମପୁର ଅଫିସ,୨୫।୬: ବ୍ରହ୍ମପୁରରେ ଦ୍ୱିତୀୟ ପୋକ୍‌ସୋ କୋର୍ଟ ଆରମ୍ଭ ହେବ। ଜୁଲାଇ ୧ ତାରିଖରେ ଏହି କୋର୍ଟ ଉଦ୍‌ଘାଟିତ ହେବ। ପୂର୍ବରୁ ଗଞ୍ଜାମ ଜିଲାରେ ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ କାର୍ଯ୍ୟକ୍ଷମ ରହିଛି। ପୋକ୍‌ସୋ ମାମଲାର ଶୀଘ୍ର ଶୁଣାଣି ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଦ୍ୱିତୀୟ କୋର୍ଟ ଖୋଲିବା ପାଇଁ ନିଷ୍ପତ୍ତି ହୋଇଛି। ଅବସରପ୍ରାପ୍ତ ଏଡିଜେ ଏସ୍‌.କେ ସାହୁଙ୍କୁ ଜଜ୍‌ ଭାବେ ନିଯୁକ୍ତି ଦିଆଯାଇଛି। ହାଇକୋର୍ଟ ମୁଖ୍ୟ ବିଚାରପତି ନୂତନ କୋର୍ଟର ଭର୍ଚୁଆଲ ମୋଡରେ ଉଦ୍‌ଘାଟନ କରିବେ। ଓଡ଼ିଶାର ବିଭିନ୍ନ ଜିଲାରେ ୫ ଟି ନୂତନ କୋର୍ଟ ଖୋଲିବା ପାଇଁ ନିଷ୍ପତ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ମାଟ୍ରିକ୍‌ ପରୀକ୍ଷା ସୂଚୀ

ଭୁବନେଶ୍ୱର,୧୪।୩(ବ୍ୟୁରୋ): ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ସୋମବାର ମାଟ୍ରିକ୍‌ ପରୀକ୍ଷା ସୂଚୀ ପ୍ରକାଶ ପାଇଛି। ଏପ୍ରିଲ ୨୯ରୁ ପରୀକ୍ଷା ଆରମ୍ଭ ହୋଇ ମେ’୭ ପର୍ଯ୍ୟନ୍ତ ଚାଲିବ।...

ଭଦ୍ରକରେ କରୋନା ସତର୍କତା: ପ୍ରଶାସନ ପକ୍ଷରୁ ଛୁଟି ବାତିଲ

ଭଦ୍ରକ ଅଫିସ, ୧୬।୩: ମହାମାରୀ କରୋନାକୁ ନେଇ ସାରା ବିଶ୍ୱରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଏହାର ମୁକାବିଲା ଲାଗି ପ୍ରଶାସନ ପକ୍ଷରୁ ସୋମବାରଠାରୁ ଭଦ୍ରକ...

ଫୁସ୍‌ଫୁସ୍‌ରେ ପହଞ୍ଚିଲା ବେଳକୁ ଓମିକ୍ରନ୍‌ ଦୁର୍ବଳ

ଭୁବନେଶ୍ୱର, ୧୮।୧(ବ୍ୟୁରୋ): କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଅଧିକ ସଂକ୍ରାମକ। କିନ୍ତୁ ଫୁସ୍‌ଫୁସ୍‌ରେ ପହଞ୍ଚତ୍ଲା ବେଳକୁ ଏହି ଭୂତାଣୁ ଦୁର୍ବଳ ହୋଇଯାଉଛି। ଫଳରେ ଏହା ସାଧାରଣ...

ଅନନ୍ତ ନାୟକ ହେଲେ ଜାତୀୟ ଏସ୍‌ଟି କମିଶନ ସଦସ୍ୟ

କେନ୍ଦୁଝର,୨୦।୨(ସ୍ବ.ପ୍ର.): କେନ୍ଦୁଝର ଜିଲାର ପୂର୍ବତନ ଭାଜପା ଏମ୍‌ପି ଅନନ୍ତ ନାୟକଙ୍କୁ ଜାତୀୟ ଅନୁସୂଚିତ ଜନଜାତି କମିଶନ ଭାବେ ନିଯୁକ୍ତି ମିଳିଛି। ଏହାକୁ ନେଇ ଜିଲାରେ ଖୁସିର...

୧୦ଦିନରେ ଭାଙ୍ଗିଗଲା ମିନି ଷ୍ଟାଡିୟମ ଗ୍ୟାଲେରି

କଟକ ଅଫିସ୍‌/ବାଙ୍କୀ(ସ୍ବ.ପ୍ର.),୨।୪:  କଟକ ଜିଲା ବାଙ୍କୀ ଉପଖଣ୍ଡସ୍ଥିତ ବାଙ୍କୀ ସ୍ବୟଂଶାସିତ ମହାବିଦ୍ୟାଳୟରେ ଗତ କିଛି ଦିନ ତଳେ ଉଦ୍‌ଘାଟିତ ହୋଇଥିବା ମିନି ଷ୍ଟାଡିୟମ ଗ୍ୟାଲେରି ଶନିବାର...

୩ ଦିନିଆ ରିମାଣ୍ଡରେ ଶର୍ମିଷ୍ଠା

ଭୁବନେଶ୍ୱର,୪।୪(ବ୍ୟୁରୋ): ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ପୋଲିସକୁ ସମ୍ପୂର୍ଣ୍ଣ ପ୍ରମାଣ ମିଳିିନାହିଁ। ତେବେ କ୍ରାଇମବ୍ରାଞ୍ଚ ସୋମବାରଠୁ ଶର୍ମିଷ୍ଠା ଓ ଝୁନା ଭୋଇଙ୍କୁ ୩...

୧୬ ନଂ. ଏନ୍‌ଏଚ୍‌ରେ ଲାଗିବ ଇଣ୍ଟେଲିଜେନ୍ସ କ୍ୟାମେରା

ଭୁବନେଶ୍ୱର,୧୯।୧(ବ୍ୟୁରୋ): ସୋମବାରଠାରୁ ଆରମ୍ଭ ହୋଇଛି ସଡ଼କ ସୁରକ୍ଷା ମାସ। ପୂର୍ବରୁ ସପ୍ତାହେ ବ୍ୟାପୀ ଚାଲୁଥିବା ଏହି କାର୍ଯ୍ୟକ୍ରମ ଏଥର ମାସେ ଯାଏ ଚାଲିବ। ରାଜ୍ୟରେ ଯାନବାହନ...

ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଚିକିତ୍ସା କରିଥିବା ଡାକ୍ତର, ସହଯୋଗୀଙ୍କୁ ଜେରା

ପାରଳାଖେମୁଣ୍ଡି,୧୮।୮: ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ପାରଳାଖେମୁଣ୍ଡିରେ ପହଞ୍ଚିବାକୁ ୫ ଦିନ ହୋଇଗଲାଣି। ତଦନ୍ତ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ସହ ମାରାଥନ...

Advertisement
Archives

Model This Week