ଯୁକ୍ତ ୩ ନାମଲେଖା ପାଇଁ ପ୍ରକାଶ ପାଇଲା ଦ୍ୱିତୀୟ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କ ତାଲିକା

ଭୁବନେଶ୍ୱର,୨୩ା୯(ବ୍ୟୁରୋ): ଯୁକ୍ତ ୩ ନାମଲେଖା ପାଇଁ ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କ ତାଲିକା ପ୍ରକାଶ ପାଇଛି। ୨ୟ ପର୍ଯ୍ୟାୟ ମେରିଟ ଲିଷ୍ଟ୍‌ରେ ୪୦,୬୧୧ ଛାତ୍ରୀଛାତ୍ର ମନୋନୀତ ହୋଇଛନ୍ତି। ହାୟର ଅପ୍ସନ ଆବେଦନ ୩୬,୬୮୩ ଥିବାବେଳେ ସ୍ଲାଇଡ୍‌ ଅପ୍‌ରେ ୧୫,୨୩୨ ଜଣ ମନୋନୀତ ହୋଇଛନ୍ତି । ୨ୟ ପର୍ଯ୍ୟାୟ ମେରିଟ ଲିଷ୍ଟ କଟ୍‌ ଅଫ୍‌ରେ ବିଜେବି କଲେଜ ଆଗରେ ରହିଛି । ଏଥିରେ ଫିଜିକ୍ସ ୯୫.୧୭%, ଜୁଲୋଜି ୯୫%, କମର୍ସ ୮୮.୮% ଥିବା ବେଳେ କଳା ବିଭାଗ ଜୋଗ୍ରାଫି ଅନର୍ସର କଟ୍‌ ଅଫ୍‌ ୮୯.୩୩% ରହିଛି । ତେବେ ୨୦୨୧-୨୨ ବର୍ଷ ପାଇଁ ମୋଟ୍‌ ୨ ଲକ୍ଷ ୪୪ ହଜାର ୨୫୨ ଛାତ୍ରୀଛାତ୍ର ଆବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ମହିଳାଙ୍କ ଘରେ ପ୍ରବେଶ କରୁଥିଲେଏଏସଆଇ: ଧରିପକାଇ ପିଟିଦେଇଗଲେ ଲୋକେ, ଭିଡିଓ ଭାଇରାଲ୍

ନୟାଗଡ, ୧୧।୭(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ରଣପୁର ଥାନା ଅଞ୍ଚଳରେ ଜଣେ ଏଏସଆଇଙ୍କୁ ଅଟକ ରଖି ମାଡ଼ ମରାଯିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହେବା ପରେ…

ସାପକାମୁଡ଼ାରେ ଛାତ୍ରଙ୍କ ମୃତ୍ୟୁ: ବିଦ୍ୟାଳୟରେ ପଶି ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ଘେରିଲେ ଗ୍ରାମବାସୀ, ପ୍ରଧାନଶିକ୍ଷୟିତ୍ରୀଙ୍କ ନିଲମ୍ବନ ପରେ…

ବୈଶିଙ୍ଗା,୧୧ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ପ୍ରାଥମିକ ବିଦ୍ୟାଳୟର ଜନୈକ ୫ମ ଶ୍ରେଣୀ ଛାତ୍ର ସାପକାମୁଡ଼ାରେ ଗୁରୁତର ହୋଇ କଟକ ବଡ଼ ଡାକ୍ତରଖାନାରେ…

କୋରାପୁଟର ଜ୍ୟୋତିରେଖାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ଉଚ୍ଚ ପ୍ରଶଂସା, କହିଲେ ଆର୍ଥିକ ବିକାଶରେ…

ଜୟପୁର,୧୧ା୭(ଅମିତାଭ ବେହେରା): ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ସକ୍ରିୟ ଅଂଶଗ୍ରହଣ ଓ ଗଠନମୂଳକ ପରାମର୍ଶ ପାଇଁ ଜିଲାସ୍ତରୀୟ ମହାସଂଘର ସଭାପତି ଜ୍ୟୋତିରେଖା ଚେଟ୍ଟୀଙ୍କୁ ଉପମୁଖ୍ୟମନ୍ତ୍ରୀ ତଥା ମହିଳା…

IPL in Australia: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବ IPL ମ୍ୟାଚ? ବିସିସିଆଇକୁ ଖୋଲା ପ୍ରସ୍ତାବ ଦେଲା CA

ନୂଆଦିଲ୍ଲୀ,୧୧।୭: ଆଗାମୀ ବିଗ ବ୍ୟାସ ଲିଗ (BBL) ସିଜିନର ଉଦଘାଟନୀ ମ୍ୟାଚ ଭାରତରେ ଅନୁଷ୍ଠିତ ହେବ ବୋଲି ନିଶ୍ଚିତ ହୋଇଛି। ଏହି ମ୍ୟାଚ ଚେନ୍ନାଇର ଚେପକ କ୍ରିକେଟ…

ବୁଡ଼ିଗଲା ବୋଟ୍‌, ୧୫ ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ

ହାନୋଇ,୧୧ା୭: ଦକ୍ଷିଣ ଭିଏତନାମାର ଫୁ କ୍ୱୋକ୍‌ ଦ୍ୱୀପ ନିକଟରେ ଏକ ସ୍ପିଡ୍‌ ବୋଟ୍‌ ବୁଡ଼ିଯିବାରୁ ଅତି କମ୍‌ରେ ୧୫  ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଛି ବୋଲି ସ୍ଥାନୀୟ…

ଗୁଡ଼ାରୀକୁ ରେଳପଥ ସଂଯୋଗ ପାଇଁ ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ ଏମ୍‌ପି, ଗୋପାଳପୁର-ରାୟଗଡ଼ା…

ଗୁଡ଼ାରୀ,୧୧ା୭(ପ୍ରମୋଦ କୁମାର ପତି): କୋରାପୁଟ ଏମ୍‌ପି ସପ୍ତଗିରି ଉଲାକା ଗୋପାଳପୁର-ରାୟଗଡ଼ା ପ୍ରସ୍ତାବିତ ନୂତନ ରେଳପଥର ଫାଇନାଲ ଲୋକେଶନ ସର୍ଭେ(FLS)ରେ ସାମାନ୍ୟ ପରିବର୍ତ୍ତନ କରି ଗୁଡ଼ାରୀକୁ ରେଳ ସଂଯୋଗ…

ରାତିଅଧରେ ଏଟିଏମ୍‌ ତାଡ଼ି ଥାର୍‌ ଗାଡ଼ିରେ ବାନ୍ଧି ନେଉଥିଲେ ଦୁର୍ବୃତ୍ତ, ଭୁକିଲା କୁକୁର, ଆଉ ତା’ ପରେ…

ଖଇରା,୧୧ା୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ ତୁଡ଼ିଗଡିଆ ବଜାରରେ ଥିବା ଇଣ୍ଡିଆ -୧ ଏଟିଏମ୍‌ ମେଶିନ ତାଡ଼ି ଦୃବୁର୍ତ୍ତମାନେ ଥାର୍‌ ଗାଡ଼ି ପଛରେ ବାନ୍ଧି…

ହଜାରେ କ୍ଷେପଣାସ୍ତ୍ର ଆକ୍ରମଣ କରିବାକୁ ଧମକ ଦେଇଥିଲେ ଡୋନାଲ୍ଡ ଟ୍ରମ୍ପ; ବର୍ତ୍ତମାନ ଇରାନରେ ବଡ଼ ବିସ୍ଫୋରଣ, ପ୍ରତିକ୍ରିୟା ରଖିଲା ତେହରାନ

ତେରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ‘୧,୦୦୦ କ୍ଷେପଣାସ୍ତ୍ର’ ସମ୍ପର୍କରେ ଇରାନକୁ ଚେତାବନୀ ଦେବା ପରେ ଇରାନର ରାଜଧାନୀ ତେହରାନର ପୂର୍ବ ଭାଗରେ ବିସ୍ଫୋରଣର ଶବ୍ଦ ଶୁଣିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri