ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପ୍ରଚାର ଶେଷ

ନୂଆଦିଲ୍ଲୀ,୧୨ା୨: ଉତ୍ତରପ୍ରଦେଶର ଦ୍ୱିତୀୟ ପର୍ଯ୍ୟାୟ, ଉତ୍ତରାଖଣ୍ଡ ଏବଂ ଗୋଆ ବିଧାନସଭା ନିର୍ବାଚନ ପାଇଁ ଶନିବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ଏହି ପର୍ଯ୍ୟାୟରେ ଉତ୍ତରପ୍ରଦେଶର ୯ଟି ଜିଲାର ୫୫ ନିର୍ବାଚନମଣ୍ଡଳୀରେ ଆସନ୍ତା ଚଳିତମାସ ୧୪ରେ ଭୋଟ ଗ୍ରହଣ ହେବ। ଏହି ନିର୍ବାଚନରେ ୫୮୬ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଣ୍ଣୟ କରିବେ ଭୋଟର।

ସେହିପରି ଉତ୍ତରାଖଣ୍ଡରେ ବିଧାନସଭାର ୭୦ଟି ଆସନ ନିମନ୍ତେ ୬୩୨ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ୪୦ ଆସନ ବିଶିଷ୍ଟ ଗୋଆ ବିଧାନସଭା ପାଇଁ ମଧ୍ୟ ୧୪ରେ ଭୋଟ୍‌ ଗ୍ରହଣ କରାଯିବ। ମୋଟ୍‌ ୩୦୧ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

ଖୁସି ଖବର: ଭାରତ ପହଞ୍ଚିଲା ଆମେରିକାର LPG ଜାହାଜ, ପ୍ରଥମେ ରୁଷିଆ ତେଲ ଟ୍ୟାଙ୍କର ଆଉ ଏବେ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପରେ, ବିଶ୍ୱ ତୈଳ ସଙ୍କଟ ଆହୁରି ଘନିଷ୍ଠ ହୋଇଛି। ଇରାନର ହର୍ମୁଜ ପ୍ରଣାଳୀ ଉପରେ ପହରାଦେବା ଜାହାଜଗୁଡ଼ିକୁ ସମୁଦ୍ରରେ ରହିବାକୁ ବାଧ୍ୟ କରିଛି।…

ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା, ଜାଣିରଖନ୍ତୁ ନୂଆ ନିୟମ, ନଚେତ…

ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…

କ୍ୟୁବାରେ ଘୋଟିଗଲା ଘନ ଅନ୍ଧାର, ଦେଶବ୍ୟାପୀ ବ୍ଲାକ ଆଉଟ, ଏଥିପାଇଁ ଟ୍ରମ୍ପ ଦାୟୀ?

ହାଭାନା,୨୨।୩: ଶନିବାର ଦିନ, କ୍ୟୁବାର ସମ୍ପୂର୍ଣ୍ଣ ବିଦ୍ୟୁତ ଗ୍ରୀଡ ପୁଣି ଥରେ ଭାଙ୍ଗି ପଡ଼ିଲା, ଯାହା ଫଳରେ ସାରା ଦେଶରେ ପ୍ରାୟ ୧୧ ନିୟୁତ ଲୋକ ଅନ୍ଧାରରେ…

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

ଆରବ ସାଗରରେ ପରମାଣୁ ବୁଡ଼ାଜାହାଜ ମୁତୟନ କଲା ବ୍ରିଟେନ, ସାରା ବିଶ୍ୱର ବଢିଲା ଚିନ୍ତା!

ଲଣ୍ଡନ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ତିନି ସପ୍ତାହ ଧରି ସଂଘର୍ଷ ଜାରି ରହିଛି। ପ୍ରତିଶୋଧ ସ୍ବରୂପ, ଇରାନ ମଧ୍ୟପ୍ରାଚ୍ୟର ଦେଶଗୁଡ଼ିକୁ, ବିଶେଷକରି ୟୁଏଇକୁ ଟାର୍ଗେଟ…

ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri