ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପ୍ରଚାର ଶେଷ

ନୂଆଦିଲ୍ଲୀ,୧୨ା୨: ଉତ୍ତରପ୍ରଦେଶର ଦ୍ୱିତୀୟ ପର୍ଯ୍ୟାୟ, ଉତ୍ତରାଖଣ୍ଡ ଏବଂ ଗୋଆ ବିଧାନସଭା ନିର୍ବାଚନ ପାଇଁ ଶନିବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ଏହି ପର୍ଯ୍ୟାୟରେ ଉତ୍ତରପ୍ରଦେଶର ୯ଟି ଜିଲାର ୫୫ ନିର୍ବାଚନମଣ୍ଡଳୀରେ ଆସନ୍ତା ଚଳିତମାସ ୧୪ରେ ଭୋଟ ଗ୍ରହଣ ହେବ। ଏହି ନିର୍ବାଚନରେ ୫୮୬ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଣ୍ଣୟ କରିବେ ଭୋଟର।

ସେହିପରି ଉତ୍ତରାଖଣ୍ଡରେ ବିଧାନସଭାର ୭୦ଟି ଆସନ ନିମନ୍ତେ ୬୩୨ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ୪୦ ଆସନ ବିଶିଷ୍ଟ ଗୋଆ ବିଧାନସଭା ପାଇଁ ମଧ୍ୟ ୧୪ରେ ଭୋଟ୍‌ ଗ୍ରହଣ କରାଯିବ। ମୋଟ୍‌ ୩୦୧ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶାହରୁଖ ଖାଁଙ୍କୁ ମିଳିଲା ହତ୍ୟା ଧମକ, ଆଗରୁ ଟାର୍ଗେଟରେ ଅଛନ୍ତି ସଲମାନ

ମୁମ୍ବାଇ,୭ା୧୧: ବଲିଉଡ ବାଦଶାହ ଶାହରୁଖ ଖାଁଙ୍କୁ ମିଳିଛି ହତ୍ୟା ଧମକ। ଏନେଇ ମୁମ୍ବାଇର ବାନ୍ଦ୍ରା ପୋଲିସ ନିକଟରେ ଅଭିଯୋଗ ହୋଇଛି।

ମନ ଇଚ୍ଛା ବଦଳାଇ ପାରିବେନି ସରକାରୀ ଚାକିରିର ନିୟମ, ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୭।୧୧: ସରକାରୀ ଚାକିରି ପାଇଁ ନିଯୁକ୍ତି ପ୍ରକ୍ରିୟାର ନିୟମରେ ସୁପ୍ରିମକୋର୍ଟ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାରୀ ଚାକିରି ପ୍ରକ୍ରିୟା ଆରମ୍ଭ ହେବା ପରେ ନିୟମ...

ଭାରତର ଗୋଟିଏ ରାଜ୍ୟ ଚାହୁଁଥିଲା ଟ୍ରମ୍ପ୍‌ଙ୍କ ପରାଜୟ, ଜାଣନ୍ତୁ…

ନୂଆଦିଲ୍ଲୀ,୭।୧୧: ବିଶ୍ବର ଶକ୍ତିଶାଳୀ ରାଷ୍ଟ୍ର ଆମେରିକାରେ ହୋଇଛି ପଟ୍ଟ ପରିବର୍ତ୍ତନ। ହ୍ବାଇଟ ହାଉସ ଉପରେ କବଜା କରିଛନ୍ତି ରିପବ୍ଲିକାନ ଡୋନାଲ୍ଡ ଟ୍ରମ୍ପ । ଡେମୋକ୍ରାଟକି କମଲା...

ପୁଣି ୩୭୦କୁ ନେଇ ଜମ୍ମୁ କଶ୍ମୀର ବିଧାନସଭାରେ ବଡ଼ ହଙ୍ଗାମା, ବିଧାୟକ ମୁହାଁମୁହିଁ

ନୂଆଦିଲ୍ଲୀ, ୭।୧୧: ଗୁରୁବାର ଜମ୍ମୁ କଶ୍ମୀର ବିଧାନସଭାରେ ବହୁ ଅପ୍ରୀତିକର ପରିସ୍ଥିତି ଦେଖିବାକୁ ମିଳିଛି। ବିଧାନସଭାରେ ଧାରା ୩୭୦ ସମ୍ବନ୍ଧରେ ସରକାରୀ ଦଳର ବିଧାୟକ ଏବଂ...

ବିଜୟ ପରେ ମୋଦିଙ୍କୁ ପ୍ରଶଂସାରେ ପୋତିଲେ ଟ୍ରମ୍ପ; କହିଲେ ସମଗ୍ର ବିଶ୍ୱ…

ନୂଆଦିଲ୍ଲୀ, ୭।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଆମେରିକାର ରାଷ୍ଟ୍ରପତି ନିର୍ବାଚିତ ଡୋନାଲ୍ଡ ଟ୍ରମ୍ପଙ୍କୁ କଲ୍ କରି ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ​​ଚମତ୍କାର ବିଜୟ ପାଇଁ...

‘ତମକୁ ଦେଖିନବୁ’

କୋଲକାତା, ୭।୧୧: ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କର ଅଡ଼ୁଆ ବଢ଼ିଛି। ଗତ ମାସ ୨୭ ତାରିଖରେ ପଶ୍ଚିମବଙ୍ଗର ଉତ୍ତର ୨୪ ପ୍ରଗଣା ଜିଲାରେ...

ଏଲ୍‌ଏମ୍‌ଭି ଲାଇସେନ୍ସଧାରୀ ପରିବହନ ଗାଡ଼ି ଚଳାଇପାରିବେ

ନୂଆଦିଲ୍ଲୀ,୭ା୧୧: ବ୍ୟବସାୟିକ ଯାନର ଡ୍ରାଇଭରମାନଙ୍କ ପାଇଁ ସୁପ୍ରିମକୋର୍ଟ ଆଶ୍ୱସ୍ତି ଆଣିଛନ୍ତି। ହାଲୁକା ମୋଟରଯାନ (ଏଲ୍‌ଏମ୍‌ଭି) ଡ୍ରାଇଭିଂ ଲାଇସେନ୍ସଧାରୀମାନେ ବିନା ଲୋଡିଂରେ ପରିବହନ ଯାନ ଚଳାଇପାରିବେ ବୋଲି...

ମହିଳାଙ୍କୁ ପ୍ରତି ମାସରେ ୩୦୦୦ ଟଙ୍କା, କୃଷକଙ୍କୁ ଋଣ ଛାଡ଼ ଘୋଷଣା

ମୁମ୍ବାଇ,୬ା୧୧: ମହାରାଷ୍ଟ୍ରରେ ମହାବିକାଶ ଅଗାଡ଼ି ଭୋଟରଙ୍କୁ ଆକୃଷ୍ଟ କରିବାକୁ କିଛି ନିର୍ବାଚନୀ ପ୍ରତିଶ୍ରୁତି ଦେଇଛି। ଯେଉଁଥିରେ ମହିଳା, କୃଷକ ଏବଂ ଯୁବ ପିଢ଼ିଙ୍କୁ ଗୁରୁତ୍ୱ ଦିଆଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri