ଦ୍ୱିତୀୟ ରନର୍ସଅପ୍‌ ହେଲେ ସ୍ବପ୍ନା

ଢେଙ୍କାନାଳ ଅଫିସ,୨୬।୧୦: ଢେଙ୍କାନାଳର ଝିଅ ସ୍ବପ୍ନା ପ୍ରିୟଦର୍ଶିନୀ(୧୯) ଏମ୍‌ଟିଭି ରିଆଲିଟି ଶୋ ମଡେଲ ପ୍ରତିଯୋଗିତାରେ ଦ୍ୱିତୀୟ ରନର୍ସଅପ୍‌ ହୋଇଛନ୍ତି। ରବିବାର ତାଙ୍କ ବାପା ବିଶ୍ୱଜିତ ରାଉତରାୟ ଫୋନ୍‌ ଯୋଗେ ଏହି ସୂଚନା ଦେଇଛନ୍ତି। ଏହି ପ୍ରତିଯୋଗିତାରେ ଅରୁଣାଚଳପ୍ରଦେଶର ରୋଶନୀ ଡାଡା ଚାମ୍ପିୟନ ହୋଇଛନ୍ତି। ଫାଇନାଲରେ ସ୍ବପ୍ନାଙ୍କ ସମେତ ୩ଜଣ ପ୍ରତିଯୋଗୀ ରହିଥିଲେ। ସ୍ବପ୍ନା ଭାଇକମ୍‌-୧୮ ପ୍ରଯୋଜନା ସଂସ୍ଥା ଦ୍ୱାରା ଏମ୍‌ଟିଭି ଚ୍ୟାନେଲର ସୁପର ମଡେଲ ଅଫ୍‌ ଦି ଇୟର ସିଜିନ୍‌-୨ ପ୍ରତିଯୋଗିତା ପାଇଁ ଚୟନ ହୋଇଥିବା ୧୫ଜଣ ପ୍ରତିଯୋଗୀଙ୍କ ମଧ୍ୟରେ ଏକମାତ୍ର ଓଡ଼ିଆ ଥିଲେ। ପ୍ରତିଯୋଗିତାର ବିଭିନ୍ନ ସ୍ତର ପରେ ସେ ୩ଜଣ ଫାଇନାଲିଷ୍ଟଙ୍କ ମଧ୍ୟରେ ରହିଥିଲେ। ସ୍ବପ୍ନା ଢେଙ୍କାନାଳ ସହର କୁଞ୍ଜକାନ୍ତ ଅଞ୍ଚଳରେ ରହୁଥିବା ତଥା ମୁମ୍ବାଇ ପଶ୍ଚିମ ସର୍କଲ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କର ମୁଖ୍ୟ ପରିଚାଳକ ବିଶ୍ୱଜିତ ରାଉତରାୟ ଓ ମାତା ମଧୁମିତା ରାଉତରାୟଙ୍କ କନ୍ୟା।


Enter your email to get our daily news in your inbox.

All Right Reserved By Dharitri.Com

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ଅଡବା ପୋଲିସକୁ ବଡ଼ ସଫଳତା: ୭୨.୫ ଲିଟର ବେଆଇନ ମଦ ଜବତ, ଜଣେ ଗିରଫ

ମୋହନା, ୯।୭(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ପୋଲିସକୁ ବେଆଇନ ମଦ କାରବାର ବିରୋଧରେ ଏକ ବଡ଼ ସଫଳତା ମିଳିଛି। ଥାନା ଅନ୍ତର୍ଗତ ପଟୁମା ଗାଁରେ…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri