ସୁଖମୟ ଦାମ୍ପତ୍ୟ ଜୀବନ ପାଇଁ ଆପଣାନ୍ତୁ ଏହି ୩ ଉପାୟ

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ଅନେକ ନୀତି ସମ୍ପର୍କରେ ଉଲ୍ଲେଖ କରିଛନ୍ତି। ସୁଖମୟ ଦାମ୍ପତ୍ୟ ଜୀବନ ପାଇଁ ଉଭୟ ସ୍ବାମୀ-ସ୍ତ୍ରୀ ୩ ବିଷୟ ଉପରେ ଧ୍ୟାନ ଦେବା ଆବଶ୍ୟକ। ଯାହା ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ଉଲ୍ଲେଖ କରିଛନ୍ତି। ତେବେ ଆସନ୍ତୁ ଜାଣିବା ସେଗୁଡିକ କଣ…

ଦୃଢ ବିଶ୍ୱାସ ରହିବା ଆବଶ୍ୟକ
କୌଣସି ସମ୍ପର୍କର ପ୍ରଥମ ସର୍ତ୍ତ ହେଉଛି ବିଶ୍ୱାସ। ଯେ ପର୍ଯ୍ୟନ୍ତ କୌଣସି ସମ୍ପର୍କରେ ବିଶ୍ୱାସ ରହିବ ନାହିଁ ସେ ସମ୍ପର୍କ ବେଶି ଦିନ ତିଷ୍ଠି ପାରିବ ନାହିଁ। ତେଣୁ ଉଭୟ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଦୃଢ ବିଶ୍ୱାସ ରହିବା ଆବଶ୍ୟକ ବୋଲି ଚାଣକ୍ୟ କହିଛନ୍ତି।

ଉଭୟ ଉଭୟଙ୍କୁ ସମ୍ମାନ ଦେବା ଆବଶ୍ୟକ
ସ୍ବାମୀ-ସ୍ତ୍ରୀ ପରସ୍ପର ପ୍ରତି ବିଶ୍ୱସ୍ତ ରହିବା ଉଚିତ। ସେହିପରି ଉଭୟ ଉଭୟଙ୍କୁ ସମ୍ମାନ ଦେବା ଉଚିତ୍‌। ତେଣୁ ସମ୍ମାନ ଦ୍ୱାରା ଦାମ୍ପତ୍ୟ ଜୀବନ ସୁଖମୟ ହୋଇଥାଏ ବୋଲି ଚାଣକ୍ୟ କହିଛନ୍ତି।

ପରସ୍ପରକୁ ସାହାଯ୍ୟ କରିବା ଉଚିତ୍‌
ସ୍ବାମୀ-ସ୍ତ୍ରୀ ପରସ୍ପରର ଶକ୍ତି ହେବା ଉଚିତ୍‌। ଯେତେ କଠିନ ପରିସ୍ଥିତି ଆସିଲେ ବି ଉଭୟେ ଉଭୟଙ୍କୁ ସାହାଯ୍ୟ କରିବା ଉଚିତ୍‌। ସେହିପରି ଅସୁବିଧା ସମୟରେ ମଧ୍ୟ ସ୍ବାମୀ-ସ୍ତ୍ରୀ ପରସ୍ପରକୁ ସାହାଯ୍ୟ କରିବା ଆବଶ୍ୟକ। ଫଳରେ ଦାମ୍ପତ୍ୟ ଜୀବନ ସର୍ବଦା ସୁଖମୟ ହୋଇଥାଏ ବୋଲି ଚାଣକ୍ୟ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri