ହାଇଓ୍ବା ଧକ୍କାରେ ସୁରକ୍ଷାକର୍ମୀଙ୍କ ଜୀବନ ଗଲା

ବଡ଼ବିଲ,୧୬ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଲାଣି ଓ ବଡ଼ବିଲ ଥାନା ସୀମା ମନ୍ଦିର ହଟିଂ ଛକ ନିକଟ ଆମ୍ବବାଗାନଠାରେ ବୁଧବାର ଏକ ୧୬ ଚକିଆ ହାଇଓ୍ବା ଟ୍ରକ୍‌ ଜଣେ ବ୍ୟକ୍ତିଙ୍କୁ ଧକ୍କାଦେଇ ଫେରାର ହୋଇଯାଇଛି। ଘଟଣାସ୍ଥଳରେ ବ୍ୟକ୍ତି ଜଣକଙ୍କର ମୃତ୍ୟୁ ଘଟିଛି। ଉକ୍ତ ବ୍ୟକ୍ତି ଜଣକ ଜଣେ ସୁରକ୍ଷାକର୍ମୀ ବୋଲି କୁହାଯାଉଛି। ତେବେ ଘଟଣାସ୍ଥଳରେ ପହଞ୍ଚି ପୋଲିସ ତଦନ୍ତ ଜାରି ରଖିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ ଚଳଚଞ୍ଚଳ: ସଭାପତି ପଦ ପାଇଁ ୪ ପ୍ରାର୍ଥୀ, ଏବିଭିପିର ପ୍ରଚାର ଜୋରଦାର

ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲା ସ୍ୱାମପାଟଣା ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ପ୍ରଚାର ଜୋରଦାର ହୋଇଛି। ଆସନ୍ତା ୧୫ ତାରିଖରେ…

ଗ୍ରୋସରୀ ଦୋକାନରୁ ଦେଢ଼ ଲକ୍ଷ ଟଙ୍କା ଲୁଟ୍‌, ଜଣେ ଗିରଫ

ହାଟଡିହୀ/ଛେନାପଦୀ, ୧୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ-ଜଳକଳଙ୍ଗ ବଜାରରେ ବ୍ୟାଙ୍କ ନିକଟରେ ଥିବା ଏକ ଗ୍ରୋସରୀ ଦୋକାନରୁ ଦେଢ଼ ଲକ୍ଷ ଟଙ୍କା ଲୁଟ୍‌ ହୋଇଥିବା…

ସେବା ସେତୁରେ ଲୋକଙ୍କ ଗୁହାରି ଶୁଣିଲା ପ୍ରଶାସନ, ସମାଧାନର ଭରସା ଦେଲେ ଅଧିକାରୀ

ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ ଅନ୍ତର୍ଗତ ଖିରେଇଟାଙ୍ଗିରୀ ପଞ୍ଚାୟତ ପରିସରରେ ସୋମବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ…

ଘସିପୁରାରେ ମହିଳାଙ୍କୁ ହତ୍ୟା ଉଦ୍ୟମ : ବାପା-ପୁଅ ଗିରଫ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୨ା୧୦(ଶୁଭକାନ୍ତ ନାୟକ/ଶ୍ରୀଧର ମହାରଣା/ନିରାକାର ପରିଡା): କେନ୍ଦୁଝର ଜିଲା ଘସିପୁରା ଅଞ୍ଚଳର ଜଣେ ମହିଳାଙ୍କୁ କିଛି ଲୋକ ମିଳିମିଶି ଅଟକାଇବା, ଅଶ୍ଳୀଳ ଭାଷାରେ ଗାଳି ଦେବା ସହିତ ହତ୍ୟା…

ଗାଁକୁ ବ୍ୟାପିଲାଣି କ୍ୟାମ୍ପସ ରାଜନୀତି; ମହାବିଦ୍ୟାଳୟ ଛାଡି ଗାଁରେ ପ୍ରଚାର କରୁଛନ୍ତି ପ୍ରାର୍ଥୀ

ବଞ୍ଚୋ,୧୧।୧୦(ପ୍ରଦୋଷ ବିଶ୍ୱାଳ ): କ୍ୟାମ୍ପସରୁ ଗାଁ ମୁହାଁ ହେଲାଣି ଛାତ୍ର ସଂସଦ ନିର୍ବାଚନର ତାତି । ମହାବିଦ୍ୟାଳୟ ପରିସରରେ ସୀମିତ ରହିନାହିଁ ଛାତ୍ର ରାଜନୀତି । ଏବେ…

ଚେକିଂ ବେଳେ ଧରାପଡ଼ିଲେ ବାପ-ପୁଅ, ୨ ଦେଶୀ ବନ୍ଧୁକ ସହ ବିପୁଳ ଗୁଳି ଜବତ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୧ା୧୦(ଶୁଭକାନ୍ତ ନାୟକ/ ଶ୍ରୀଧର ମହାରଣା/ ନିରାକାର ପରିଡ଼ା): ପାର୍ବଣକୁ ଦୃଷ୍ଟିରେ ରଖି କେନ୍ଦୁଝର ପୋଲିସ କଡ଼ା ପଦକ୍ଷେପ ନେଇଛି। ଆନନ୍ଦପୁର ଉପଖଣ୍ଡରେ ପ୍ରଥମଥର ପାଇଁ ପୋଲିସ ଏକ…

ସ୍ୱାମପାଟଣା ଅଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ସରଗରମ: ସଭାପତି ପଦ ପାଇଁ ଚତୁର୍ମୁଖୀ ଲଢ଼େଇ, ୨୧ ପ୍ରାର୍ଥିପତ୍ର କାଏମ

ପାଟଣା,୧୦।୧୦ (ବୀର କିଶୋର ଦାଶ): ସ୍ୱାମପାଟଣା ସ୍ଥିତ ଅଞ୍ଚଳିକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷର ଛାତ୍ର ସଂସଦ ନିର୍ବାଚନ ପାଇଁ ପାରଦ ବଢ଼ିବାରେ ଲାଗିଛି। ଯାଞ୍ଚ ପରେ ମୋଟ…

ସଂଗଠନ ସୁଦୃଢ଼ କରିବାକୁ ଭାଜପାର ଆହ୍ୱାନ: ଚିନାମାଳିପଶି ହାଟ ପଡ଼ିଆରେ …

ପାଟଣା, ୧୦।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ୍‌ ଅନ୍ତର୍ଗତ ଚିନାମାଳିପଶି ହାଟ ପଡ଼ିଆଠାରେ ଶନିବାର ଭାରତୀୟ ଜନତା ପାର୍ଟି ( ଭାଜପା)ର ପାଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?