Posted inଜାତୀୟ

ଆକ୍ରମଣ ପରେ ଓଓ୍ବାଇସିଙ୍କ ସୁରକ୍ଷା ବଢିଲା

ନୂଆଦିଲ୍ଲୀ,୪।୨: ହାଇଦ୍ରାବାଦ ଏମ୍‌ପି ତଥା ଏଆଇଏମଆଇଏ ସୁପ୍ରିମୋ ଅସଦୁଦ୍ଦିନ ଓଓ୍ବାଇସିଙ୍କ ଉପରକୁ ଆକ୍ରମଣ ପ୍ରରେ ତାଙ୍କ ସୁରକ୍ଷା ବଢାଇ ଦିଆଯାଇଛି। ତାଙ୍କୁ ତୁରନ୍ତ ଜେଡ୍‌ ବର୍ଗର ସୁରକ୍ଷା ଦିଆଯାଇଥିବା ସୂଚନା ମିଳିଛି। ଗୁରୁବାର ସେ ଉତ୍ତର ପ୍ରଦେଶରୁ ନିର୍ବାାଚନ ରାଲି ସାରି ଫେରୁଥିବା ବେଳେ ତାଙ୍କ ଗାଡି ଉପରକୁ ୩ରୁ ୪ ରାଉଣ୍ଡ ଗୁଳି ମାଡ ହୋଇଥିଲା। ଗୁଳି ମାଡରେ ତାଙ୍କ ଗାଡି ସାମାନ୍ୟ କ୍ଷତିଗ୍ରସ୍ତ ହୋଇଥିବା ବେଳେ ସେ କିନ୍ତୁ ସୁରକ୍ଷିତ ଦିଲ୍ଲୀ ଫେରି ପାରିଛନ୍ତି। ଏହି ଘଟଣାରେ ପୋଲିସ୨ ଜଣଙ୍କ ଗିରଫ କରିଛି। ଗୁଳିମାଡରେ ଓଓ୍ବାଇସଙ୍କ ଗାଡି ଚକା ଫାଟି ଯାଇଥିବା ବେଳେ ଗାଡିରେ ମଧ୍ୟ ଦୁଇଟି ଗୁଳିର ଦାଗ ଥିବା ଭଳି ଫଟୋ ସାମ୍ନାକୁ ଆସିଛି। ଦିଲ୍ଲୀ-ମୀରଟ ହାଇୱେରେ ଏପରି ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଏହି ୪ ଔଷଧ ବିକ୍ରି ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୫ା୮: ଭାରତର ସର୍ବୋଚ୍ଚ ଔଷଧ ନିୟନ୍ତ୍ରକ ୪ଟି ଲୋକପ୍ରିୟ କେନ୍ଦ୍ରୀୟ ସ୍ନାୟୁ ପ୍ରଣାଳୀ (ସିଏନ୍‌ଏସ୍‌) ଔଷଧ ବିକ୍ରି ଉପରେ ନିୟନ୍ତ୍ରଣକୁ କଡ଼ାକଡ଼ି କରିଛନ୍ତି । ଏହି ଔଷଧଗୁଡ଼ିକୁ…

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri