Posted inରାଜ୍ୟ

ରତ୍ନଭଣ୍ଡାର ଖୋଲିବା ନେଇ ସେବାୟତଙ୍କ ବଡ଼ ବୟାନ, ଘରେ ସାଆନ୍ତ ନାହାନ୍ତି ଖୋଲନି ନହେଲେ..

ଭୁବନେଶ୍ୱର,୧୩।୭: ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଖୋଲିବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ବରିଷ୍ଠ ସେବାୟତ ଦାମୋଦର ମହାସୁଆର । ସେ କହିଛନ୍ତି, ୧୪ ନୁହେଁ ୨୪ରେ ରତ୍ନଭଣ୍ଡାର ଖୋଲିବା ଉଚିତ। ମହାପ୍ରଭୁଙ୍କ ଫେରିବା ବାଟକୁ ଅପେକ୍ଷା କର । କାରଣ ଘରେ ମୁରବୀ ନାହାନ୍ତି, ସେ ନ ଥିବା ସମୟରେ ତାଙ୍କ ଘରେ ପଶିବାଟା ଠିକ ନୁହେଁ । ଆଉ ଯଦି ଧୈର୍ଯ୍ୟର ସହ ଅପେକ୍ଷା ନ କରି ରତ୍ନଭଣ୍ଡାର ଖୋଲାଯାଏଁ ତେବେ ପରିସ୍ଥିତି ଭଲ ହେବନି ।
ଆଗକୁ ନିଶ୍ଚୟ ବଡ଼ ବିପଦ ମାଡି ଆସିବ ।

ସୂଚନାଥାଉ କି, ରବିବାର ଖୋଲିପାରେ ଜଗନ୍ନାଥଙ୍କ ରତ୍ନଭଣ୍ଡାର । ତେବେ କେମିତି ଖୋଲିବ ରତ୍ନଭଣ୍ଡାର, କିଏ ଯିବେ ଭିତରକୁ ସେନେଇ ଆଜି ଏସଓପି ଆସିବା ପରେ ସ୍ପଷ୍ଟ ହେବ। ଗତ ୯ ତାରିଖରେ ରତ୍ନ ଭଣ୍ଡାର ଯାଞ୍ଚ କମିଟିର ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଯେଉଁଥିରେ ୧୪ ତାରିଖରେ ରତ୍ନ ଭଣ୍ଡାର ଖୋଲାଯାଇପାରେ ବୋଲି ସୂଚନା ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଆହୁରି ୧୮ଟଙ୍କା ବଢିଯିବ LPG ସିଲିଣ୍ଡର! ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୬।୮: ଭାରତରେ ଆଗାମୀ ଦିନରେ ଘରୋଇ ଏଲପିଜି (LPG) ସିଲିଣ୍ଡର ପିଛା ଦାମ୍ ପ୍ରାୟ ୧୮ ଟଙ୍କା ବୃଦ୍ଧି ହୋଇପାରେ। ଏହାସହିତ ପେଟ୍ରୋଲ-ଡିଜେଲ ଏବଂ ସିଏନ୍‌ଜି (CNG)ର…

ପୁଣି ହଜାର ହଜାର ଟଙ୍କା ବଢିଲା ସୁନା ଦର: ରୁପା ମୂଲ୍ୟରେ ମଧ୍ୟ…

ନୂଆଦିଲ୍ଲୀ,୬।୮: ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୨,୮୯୦ ବୃଦ୍ଧି ପାଇଛି। ରୁପା ମୂଲ୍ୟରେ ମଧ୍ୟ ଏକ…

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ମଝି ଆକାଶରେ ଟ୍ରମ୍ପଙ୍କ ହେଲିକପ୍ଟର ନିକଟକୁ ହଠାତ୍‌ ଚାଲିଆସିଲା ଯାତ୍ରୀବାହୀ ବିମାନ, ଆଉ ତା’ପରେ…

ୱାଶିଂଟନ, ୬।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ସେତେବେଳେ ଆଶ୍ଚର୍ଯ୍ୟଚକିତ ହୋଇଯାଇଥିଲେ, ଯେତେବେଳେ ତାଙ୍କୁ ନେଇଯାଉଥିବା ସାମରିକ ହେଲିକପ୍ଟର ‘ମେରିନ ୱାନ’ କଥିତ ଭାବେ ୱାଶିଂଟନ…

ବିଜେଡି, କଂଗ୍ରେସ ପୋଛିନେଲେ ସମସ୍ତ ୧୧ ଆସନ: ନିର୍ବାଚନରୁ ଦୁରେଇ ରହିଲା ଭାଜପା

ସୋନପୁର,୬।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଯୋଜନା କମିଟିରେ ଖାଲିଥିବା ୧୧ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଜିଲାର ନିର୍ବାଚିତ ଜିଲା ପରିଷଦ ସଭ୍ୟାସଭ୍ୟ ଏହି ନିର୍ବାଚନରେ…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୦୦୦କୁ ବୃଦ୍ଧି ପାଇବ ଡାକ୍ତରୀ ସିଟ୍‌

ଭୁବନେଶ୍ୱର, ୬ା୮(ରବିନାରାୟଣ ଜେନା): ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟତ୍ତର କରିବା ଏବଂ ଡାକ୍ତର ଅଭାବ ପୂରଣ କରିବାକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ଭାଜପା ସରକାର…

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri