ସେନ୍‌ସେକ୍ସ ୧୯ ପଏଣ୍ଟ ଖସିଲା

ନୂଆଦିଲ୍ଲୀ: ଗତ ୬ ସେସନ ହେବ ଭାରତୀୟ ପୁଞ୍ଜିବଜାରର କାରବାର ଊର୍ଦ୍ଧ୍ୱଗାମୀ ହୋଇ ଚାଲିଥିବା ବେଳେ ମଙ୍ଗଳବାର ଏଥିରେ ସାମାନ୍ୟ ପ୍ରଭାବ ପଡିଛି। ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ(ବିଏସ୍‌ଇ)ର ସେନ୍‌ସେକ୍ସ ୧୯.୬୯ ପଏଣ୍ଟ(୦.୦୪%) ନିମ୍ନରେ ରହିବା ଯୋଗୁ ଏହା ୫୧,୩୨୯ ପଏଣ୍ଟ ସ୍ତରକୁ ଖସିଛି। ସୋମବାର ମଧ୍ୟରେ କାରବାର ୪୮୭ ପଏଣ୍ଟ ବଢିବା ଯୋଗୁ ୩୦ ଶେୟାର ବିଶିଷ୍ଟ ସେନ୍‌ସେକ୍ସ ୫୧,୮୩୫.୮୬ ପଏଣ୍ଟ ସ୍ତର ଛୁଇଁଥିଲା। ହେଲେ କାରବାର ଶେଷ ବେଳକୁ ଏଥିରେ ୧୯.୬୯% ହ୍ରାସ ହୋଇଛି। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ(ଏନ୍‌ଏସ୍‌ଇ)ର ନିଫ୍ଟି ୬.୫୦ ପଏଣ୍ଟ(୦.୦୪%) ନିମ୍ନରେ ରହିବା ଯୋଗୁ ୧୫,୧୦୯.୩୦ ପଏଣ୍ଟରେ କାରବାର ବନ୍ଦ ହୋଇଛି। ସୋମବାର ନିଫ୍ଟି କାରବାର ୧୫,୨୫୭. ୧୦ ପଏଣ୍ଟ ସ୍ତରରେ ପହଞ୍ଚିଥିଲା। କାରବାର ଶେଷ ବେଳକୁ ଏଥିରେ ପ୍ରଭାବ ପରିଲକ୍ଷିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ପମ୍ପରେ ତେଲ ବଳିଥିବାବେଳେ ଯଦି ଦାମ୍ ବଢ଼େ; ତେବେ କାହା ପକେଟ୍‌କୁ ଯାଏ ବର୍ଦ୍ଧିତ ଟଙ୍କା, ମାଲିକ ନା କମ୍ପାନୀ?

ନୂଆଦିଲ୍‌ଲୀ,୨୭।୫: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଉତ୍ତେଜନା ଯୋଗୁଁ ଗତ କିଛି ଦିନ ହେବ ପେଟ୍ରୋଲ ଏବଂ ଡିଜେଲ ଦର ଅନେକ ଥର ବୃଦ୍ଧି ପାଇଛି। ନିକଟରେ ପେଟ୍ରୋଲ ଲିଟର…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଗୋଟିଏ ଦିନରେ କେତେ ତେଲ ବିକ୍ରି କରିପାରିବ ପେଟ୍ରୋଲ ପମ୍ପ? ଜାଣନ୍ତୁ କଣ ରହିଛି କୋଟା ଓ ସରକାରୀ ନିୟମ

ନୂଆଦିଲ୍ଲୀ,୨୬।୫: ଦେଶରେ ପେଟ୍ରୋଲ ଓ ଡିଜେଲର ବଢୁଥିବା ଦର ମଧ୍ୟରେ ପେଟ୍ରୋଲ ପମ୍ପଗୁଡ଼ିକର ବିକ୍ରି କ୍ଷମତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଆସନ୍ତୁ ଜାଣିବା ଜଣେ ପେଟ୍ରୋଲ…

ଖାଇବା ତେଲ ଉପରେ ସରକାରଙ୍କ ନଜର; ଜାଣନ୍ତୁ କ’ଣ ହେବ ନୂଆ ନିୟମ?

ନୂଆଦିଲ୍‌ଲୀ,୨୬।୫: ବଜାରରେ ବର୍ତ୍ତମାନ ଖାଦ୍ୟ ତେଲ ପ୍ୟାକେଟଗୁଡ଼ିକ ବିଭିନ୍ନ ଆକାରରେ ବିକ୍ରି ହେଉଛି ଯେପରିକି 650 ଗ୍ରାମ, 700 ଗ୍ରାମ, 810 ଗ୍ରାମ ଏବଂ 850 ଗ୍ରାମ।…

ଗଙ୍ଗା ଦଶହରାରେ କମିଲା ସୁନା-ରୂପା ଦର, ଏକାଥରେ ୪ହଜାର…..

ନୂଆଦିଲ୍ଲୀ,୨୬।୫: ସୁନା ଏବଂ ରୂପା ମୂଲ୍ୟରେ ଏକ ବଡ଼ ହ୍ରାସ ପରିଲକ୍ଷିତ ହୋଇଥିଲା। ରୂପା ମୂଲ୍ୟ ୪,୩୦୦ଟଙ୍କାରୁ ଅଧିକ ହ୍ରାସ ପାଇଛି । ସୁନା ମଧ୍ୟ ପ୍ରାୟ ୯୦୦…

ବିଶେଷଜ୍ଞଙ୍କ ବଡ଼ ଆକଳନ, ଅନ୍ତର୍ଜାତୀୟ ବଜାର ଦର ହ୍ରାସ ସତ୍ତ୍ୱେ କମି ନ ପାରେ ପେଟ୍ରୋଲ ମୂଲ୍ୟ

ନୂଆଦିଲ୍ଲୀ,୨୬।୫: ଇତିମଧ୍ୟରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟ ହ୍ରାସ ପାଇଛି। ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ବୁଝାମଣା ସହ ବହୁଚର୍ଚ୍ଚିିତ ହର୍ମୁଜ୍‌ ପ୍ରଣାଳୀକୁ ମୁକ୍ତ…

ଶୀଘ୍ର ଭରିଦିଅନ୍ତୁ ପେଟ୍ରୋଲ-ଡିଜେଲ, ପ୍ରତି ଲିଟର ପିଛା ବଢିଯିବ ଏତେ ଟଙ୍କା! ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ, ୨୫।୫: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଶାନ୍ତି ଆଲୋଚନାରେ ସକାରାତ୍ମକ ଅଗ୍ରଗତି ହୋଇଛି। ଏହା ବଜାରରେ ଆଶା ସୃଷ୍ଟି କରିଛି ଯେ ଗତ ତିନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri