୬୬୧ ପଏଣ୍ଟ ଖସିଲା ସେନ୍‌ସେକ୍ସ

ମୁମ୍ବାଇ,୧୫।୭: ମଙ୍ଗଳବାର ଦେଶର ପୁଞ୍ଜିବଜାର କାରବାର ପ୍ରଭାବିତ ସ୍ଥିତିରେ ରହିଛି। ଏହି ସମୟରେ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜର ସୂଚକାଙ୍କ ୬୬୧ ପଏଣ୍ଟ ଖସିଥିବା ଜଣାପଡିଛି। ବିଶ୍ୱ ପ୍ରଭାବରେ ଶେୟାର କାରବାର ପ୍ରଭାବିତ ରହିବା ଯୋଗୁ ବ୍ୟାଙ୍କିଙ୍ଗ୍‌ ଏବଂ ଫାଇନାନ୍ସ ଷ୍ଟକ୍‌ କାରବାର କ୍ଷତି ସହିଛି। ୩୦ ଶେୟାର ବିଶିଷ୍ଟ ବିଏସ୍‌ଇ ସୂଚକାଙ୍କ ୬୬୧ ପଏଣ୍ଟ ବା ୧.୮୦% ଖସିବା ଯୋଗୁ ୩୬,୦୩୩ ପଏଣ୍ଟ ସ୍ତରରେ କାରବାର ବନ୍ଦ ହୋଇଛି। ଏହି ସମୟରେ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ ବା ନିଫ୍ଟି କାରବାର ୧୯୫ ପଏଣ୍ଟ ବା ୧.୮୧% ଖସିବା ଯୋଗୁ ୧୦,୬୦୭ ପଏଣ୍ଟରେ ବନ୍ଦ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

କଟିପାରେ ଏଲପିଜି କନେକ୍ସନ୍, କାଲିଠୁ ବଦଳିବ ବୁକିଂ ନିୟମ…

ନୂଆଦିଲ୍ଲୀ,୩୦।୬: ସିଲିଣ୍ଡର ମୂଲ୍ୟ, ଯୋଗାଣ ଏବଂ ରିଫିଲିଂ ସହିତ ଜଡିତ ନିୟମରେ ବଡ଼ ପରିବର୍ତ୍ତନ ଆଶା କରାଯାଉଛି। ତେଲ କମ୍ପାନୀଗୁଡ଼ିକ ଜୁଲାଇ ୧ରେ ସିଲିଣ୍ଡର ମୂଲ୍ୟରେ ରିହାତି…

୧ ଜୁଲାଇରୁ ବନ୍ଦ ହୋଇଯିବ ୧୦, ୨୦, ୫୦ ଓ ୧୦୦ ଟଙ୍କିଆ ନୋଟ୍‌? ଜାଣନ୍ତୁ କଣ କହିଲେ ସରକାର

ନୂଆଦିଲ୍ଲୀ,୨୯।୬: ସୋସିଆଲ ମିଡିଆରେ ଏବେ ଏକ ପୋଷ୍ଟ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଏକ ପୋଷ୍ଟର ସେୟାର କରାଯାଇଛି। ଏହି ପୋଷ୍ଟରରେ ‘ବ୍ୟାଙ୍କ ଅଫ୍ ମହାରାଷ୍ଟ୍ର’ର ଲୋଗୋ…

୧୦ବର୍ଷ ପରେ ଭରିଏ ସୁନା ନେବ କେତେ ଟଙ୍କା? ଜାଣିଲେ ତାଜୁବ ହେବେ…

ନୂଆଦିଲ୍ଲୀ,୨୯।୬: ଆଜି ସୁନା ଦରରେ ପୁଣି ଥରେ ହ୍ରାସ ଦେଖିବାକୁ ମିଳିଛି। ଗ୍ଲୋବାଲ୍ COMEX ମାର୍କେଟରେ ସୁନା ମୂଲ୍ୟ ୦.୩୬% କମିଯାଇଛି। ସ୍ୱଳ୍ପ ଅବଧିର ଏହି ହ୍ରାସ ସତ୍ତ୍ୱେ…

୧ ଜୁଲାଇରୁ ଝଟ୍‌କା! ସିଧାସଳଖ ଆପଣଙ୍କ ପକେଟ୍ ଉପରେ ପଡ଼ିବ ପ୍ରଭାବ; ଆଧାର, ଆଇଟିଆର୍ ଏବଂ ବ୍ୟାଙ୍କରେ…

ନୂଆଦିଲ୍ଲୀ,୨୯।୬: ୧ ଜୁଲାଇ ୨୦୨୬ରୁ ଅନେକ ଗୁରୁତ୍ୱପୂର୍ଣ୍ଣ ଆର୍ଥିକ ପରିବର୍ତ୍ତନ ଲାଗୁ ହେବାକୁ ଯାଉଛି। ଏହାର ପ୍ରଭାବ ଟ୍ୟାକ୍ସପେୟର (କରଦାତା), ବ୍ୟାଙ୍କ ଗ୍ରାହକ, କ୍ରେଡିଟ୍ କାର୍ଡ ବ୍ୟବହାରକାରୀ,…

RBIର ନୂଆ ପ୍ଲାନ! ଅନଲାଇନରେ ଟଙ୍କା ପଠାଇବା ନିୟମରେ ହେବ ପରିବର୍ତ୍ତନ, ଲାଗିବ….

ନୂଆଦିଲ୍ଲୀ,୨୯।୬: ଡିଜିଟାଲ୍ ପେମେଣ୍ଟର ବର୍ଦ୍ଧିତ ଧାରା ମଧ୍ୟରେ, ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଅନଲାଇନ୍ ଠକେଇକୁ ରୋକିବା ପାଇଁ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛି। RBI…

ଏଲପିଜି ଗ୍ରାହକ ସାବଧାନ! ଆଉ ମାତ୍ର ୪୮ ଘଣ୍ଟା, ବନ୍ଦ ହୋଇଯିବ ଏହି ଜରୁରୀ ସେବା…

ନୂଆଦିଲ୍ଲୀ,୨୯।୬: ଯଦି ଆପଣଙ୍କ ଘରେ ମଧ୍ୟ ଇଣ୍ଡେନ୍ (Indane), ଏଚପି (HP) କିମ୍ବା ଭାରତ ଗ୍ୟାସ୍ (Bharat Gas) ର ଏଲପିଜି କନେକ୍ସନ ଅଛି, ତେବେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri