Categories: ବାଣିଜ୍ୟ

୧୧୪୮ ପଏଣ୍ଟ ବଢ଼ିଲା ସେନ୍‌ସେକ୍ସ

ମୁମ୍ବାଇ: ଲଗାତାର ତୃତୀୟ ସେସନ ଲାଗି ଭାରତୀୟ ପୁଞ୍ଜି ବଜାରରେ ବୃଦ୍ଧି ପରିଲକ୍ଷିତ ହୋଇଛି। ବୁଧବାର ବମ୍ବେ ଷ୍ଟକ ଏକ୍ସଚେଞ୍ଜ (ବିଏସ୍‌ଇ) ୧୧୪୮ ପଏଣ୍ଟ ବଢିବା ଯୋଗୁ ୫୧,୪୪୫ ପଏଣ୍ଟ ସ୍ତରରେ ବନ୍ଦ ହୋଇଛି। ସେହିଭଳି ନିଫ୍ଟି ୩୨୭ ପଏଣ୍ଟ ଉର୍ଦ୍ଧ୍ୱରେ ରହି ୧୫,୨୪୬ ପଏଣ୍ଟ ସ୍ତରରେ ରହିଛି।

Share