ଖୁବ୍‌ଶୀଘ୍ର ଆରମ୍ଭ ହେବ ‘କବୀର ସିଂ’ର ସିକ୍ୱେଲ!

ବଲିଉଡ୍‌ ଅଭିନେତା ସାହିଦ କପୁର ଲୁକ୍‌ ଏବଂ ଅଭିନୟକୁ ନେଇ ଚର୍ଚ୍ଚାରେ ରୁହନ୍ତି। ଫିଲ୍ମ‘ କବୀର ସିଂ’ ପରେ ତାଙ୍କର ଲୋକପ୍ରିୟ ଆହୁରି ବଢି ଯାଇଥିଲା। ଫିଲ୍ମଟି ବକ୍ସ ଅଫିସରେ ଧମାଲ କରବା ପରେ ୨୫୦ କୋଟିର କ୍ଲବରେ ସାମିଲ ହୋଇଥିଲା।
ଏହା ସାଉଥ୍‌ ଫିଲ୍ମ ‘ଅର୍ଜୁନ ରେଡ୍ଡୀ’ର ଅଫିସିଆଲ ରିମେକ୍‌ ଥିଲା। ନିକଟରେ ଏକ ସାକ୍ଷାତକାରରେ ଟି-ସିରିଜ ନିର୍ମାତା ଭୂଷଣ କୁମାରଙ୍କୁ ପଚରାଯାଇଥିଲା ଯେ, ତାଙ୍କର କେଉଁ ଫିଲ୍ମ ଫ୍ରାଞ୍ଚାଇଜରେ ପରିଣତ ହେବା ଉଚିତ, ସେ ହସି ହସି କହିଥିଲେ ଯେ ଫିଲ୍ମ ‘କବୀର ସିଂ’। କାରଣ କବୀର ସିଂ ଏପରି ଏକ ଚରିତ୍ର, ଯାହାକୁ ଲୋକମାନେ ବହୁତ ପସନ୍ଦ କରିଥିଲେ । ଏପରି ପରିସ୍ଥିତିରେ ଏହି ଫିଲ୍ମର ସିକ୍ୱେଲ ବିଷୟରେ ଚିନ୍ତା କରାଯାଇପାରେ। ଖୁବ୍‌ଶୀଘ୍ର ‘କବୀର ସିଂ ୨’ର କାହାଣୀ ଉପରେ କାମ ଆରମ୍ଭ କରିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri