ପୋଲିସ ବାହିନୀର ସେବା, ତ୍ୟାଗ ଅତୁଳନୀୟ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡିଆରେ ୯୦ତମ ଓଡିଶା ପୋଲିସ ପ୍ରତିଷ୍ଠା ଉତ୍ସବ ମଙ୍ଗଳବାର ପାଳିତ ହୋଇଛି । ମୁଖ୍ୟଅତିଥି ଭାବେ ଯୋଗଦେଇ ଏସ୍‌ପି ଅଭିଳାଷ ଜି. ପୋଲିସ ପେରେଡର ଅଭିବାଦନ ଗ୍ରହଣ କରିଥିଲେ। ଏହି ଅବସରରେ ଓଡିଶା ପୋଲିସ ପ୍ରତିଷ୍ଠା ଉତ୍ସବରେ ଅଭିନନ୍ଦନ ଜଣାଇ ଓଡିଶା ପୋଲିସର ଅତୁଳନୀୟ ସେବା, ଅବଦାନ ଏବଂ ତ୍ୟାଗ ସମ୍ପର୍କରେ କହିଥିଲେ l ଉତ୍ତମ ସେବା ଯୋଗାଇ କାର୍ଯ୍ୟ କରିଥିବା ପୋଲିସ୍ ଅଧିକାରୀ ଓ କର୍ମଚାରୀଙ୍କୁ ମାନପତ୍ର ଦେଇ ସମ୍ବର୍ଦ୍ଧନା ଦିଆଯାଇଥିଲା l


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ଲଗାଣ ବର୍ଷାରେ କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କଲେ କେନ୍ଦୁଝର MP, ପୀଡ଼ିତଙ୍କୁ ଶୀଘ୍ର…

ବଞ୍ଚୋ, ୧।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ହୋଇଥିବା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିବା ପାଇଁ କେନ୍ଦୁଝର MP ଅନନ୍ତ ନାୟକ…

ରାଧାରାଣୀଙ୍କୁ ଝୁରୁଛି ଗାଁ ମାଟି: ଅବଦାନ-ସଂଗ୍ରାମୀ ଭୂମିକାକୁ ମନେ ପକାଇଲେ…

ଦିଗପହଣ୍ଡି, ୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟସ୍ଥ ରୋହି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ରାଧାରାଣୀ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶନିବାର…

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

ଆନନ୍ଦପୁର ରିଙ୍ଗ୍ ବନ୍ଧ ଘାଇ ହୋଇ ବନ୍ୟା ବିପର୍ଯ୍ୟୟ: ସରକାର-ଜଳସମ୍ପଦ ବିଭାଗ ଉପରେ ବର୍ଷିଲେ ଜୟଦେବ ଜେନା

ଆନନ୍ଦପୁର, ୧।୮(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍ ବନ୍ଧରେ ଘାଇ ସୃଷ୍ଟି ହୋଇ ବନ୍ୟା ବିପର୍ଯ୍ୟୟ ଘଟିବା ପରେ ଶନିବାର ଆନନ୍ଦପୁରରେ କଂଗ୍ରେସ ପକ୍ଷରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri