ଦାଉ ସାଧୁଛି କରୋନା: ମିନି ଷ୍ଟାଡିୟମକୁ ଘୁଞ୍ଚିଲା ଦୋକାନ

ଗଞ୍ଜାମ,୨୭।୪(ଡି.ଏନ୍‌.ଏ.): ଗଞ୍ଜାମରେ ଦିନକୁ ଦିନ କରୋନା ମହାମାରୀ ପରିସ୍ଥିତି ସଙ୍ଗିନ ହେବାରେ ଲାଗିଛି। ଗୋଟିଏ ଦିନରେ ୩୨୩ କରୋନା ଆକ୍ରାନ୍ତ ଚି଼ହ୍ନଟ ହେବା ପରେ ଚିନ୍ତା ବଢ଼ିଯାଇଛି l ଏ ନେଇ ଜିଲାକୁ ରେଡ୍‌ ଜୋନ ମଧ୍ୟ ଘୋଷଣା କରାଯାଇଛିି। ପ୍ରତେକ ସ୍ତରରେ ଏହାର ମୁକାବିଲା ନିମନ୍ତେ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି l ଗଞ୍ଜାମ ସହରକୁ ଦୈନନ୍ଦିନ ପରିବା ବିକ୍ରି କରିବାକୁ ଆସୁଥିବା ଉଠା ପରିବା ଦୋକାନଗୁଡିକୁ ଭାରତୀ ବିଦ୍ୟା ପୀଠ ମିନିଷ୍ଟାଡିୟମକୁ ଘୁଞ୍ଚାଇ ଦିଆଯାଇଛି। କରୋନା ବ୍ୟାପିବା ଆଶଙ୍କାରେ ପୋଲିସ ଓ ଏନ୍‌ଏସି ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି ବୋଲି ଏନ୍‌ଏସି କାର୍ଯ୍ୟର୍ନିବାହୀ ଅଧିକାରୀ ରୋନିତ କୁମାର ସୂଚନା ଦେଇଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ତାଣ୍ଡବ ରଚିଲା କାଳବୈଶାଖୀ: ଉଡିଲା ଘର ଛପର, ଭାଙ୍ଗିଲା ବଡ଼ ବଡ଼ ଗଛ

ତୁମୁଡିବନ୍ଧ,୭।୪ (ଦୀପକ କୁମାର ପରାସେଠା): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୁର୍ତମଗଡ ପଞ୍ଚାୟତ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚାଇଥିବାର ଗତକାଲି ଦେଖିବାକୁ ମିଳିଛି l ସୂଚନା ଅନୁସାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri