ପୋଡ଼ିଗଲା ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

ଖଡ଼ିଆଳ,୧୦।୩(ଡି.ଏନ.ଏ.): ନୂଆପଡା ଜିଲା ଖଡିଆଳ ଥାନା ତୁକୁଲା ଗାଁର କିରାନା ଦୋକାନରେ ହଠାତ ନିଅଁା ଲାଗି ପୋଡ଼ିଯାଇଛି। ଗୁରୁବାର ରାତିରେ ତୁକୁଲା ଗାଁର ବଲ୍ଲଭ ମେହେର କିରାନା ଦୋକାନ ପ୍ରତିଦିନ ଭଳି ବନ୍ଦ କରି ମାଲପଡା ଘରକୁ ଚାଲିଯାଇଥିଲେ। ରାତିରେ ଦୋକାନରେ ସଟସର୍କିଟ ହୋଇ ପ୍ରଥମେ ଭିତରେ ଥିବା ଲୁନା ଗାଡି ପୋଡି ଯାଇଥିଲା। ଏହାପରେ ତଳ ଓ ଉପର ମହଲାରେ ଥିବା ସାମଗ୍ରୀ ପୋଡି ଯାଇଛି। ଖବର ପାଇ ଖଡ଼ିଆଳ, କୋମନା ଓ ପଡୋଶୀ ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡାରୁ ଦମକଳ ବାହିନୀ ପହଞ୍ଚତ୍ ନିଆକୁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲେ ହେଁ ଦୋକାନ ସମ୍ପୂର୍ଣ୍ଣ ପୋଡି ନଷ୍ଟ ହୋଇଛି। ଏଥିରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ନଷ୍ଟ ହୋଇଯାଇଛି। ଉଦ୍ଧାର କାର୍ଯ୍ୟରେ ଓଆଇସି ଚିନ୍ତାମଣି ଜଟି, ହାବିଲଦାର ରାଜେଶ ସେଠି, ଆଗ୍ନିକ ଚୂଡ଼ାମଣି ସାହୁ, ମୁକେଶ କୁମାର ସାଆନ୍ତ, ସଞ୍ଜୀବ ମହାନ୍ତି, ସୁରେନ୍ଦ୍ର କୁମାର ଭୋଇ, ମନୋଜ କୁମାର ଭୋଇ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାଗା ମିଶନରୁ ବଢୁଛି ଜବରଦଖଲ

ନୟାଗଡ଼ ଅଫିସ,୨୮।୧୧: ଜବରଦଖଲକୁ ଜାଗା ମିଶନ ଯୋଜନା ପ୍ରୋତ୍ସାହିତ କରିଛି। ଏହି ଯୋଜନାରେ ୫ ଥର ପଟ୍ଟା ମିଳିବା ପରେ ନୟାଗଡ଼ ସଦର ମହକୁମାରେ ଜବରଦଖଲ...

ହକି ଟର୍ଫ

ରାଜ୍ୟ ସରକାର ହକି ଖେଳାଳିମାନଙ୍କୁ ପ୍ରୋତ୍ସାହନ ଦେବା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି। ଗ୍ରାମାଞ୍ଚଳରେ ମିନି ଷ୍ଟାଡିୟମ ଓ ଖେଳ ପଡିଆ ଉନ୍ନତୀକରଣ କରାଯାଉଛି।...

ବରଗଡ଼ ଧନୁଯାତ୍ରା: ଏଥର ଗୋପପୁର ଦୃଶ୍ୟାଭିନୟ ହେବ ଅଧିକ ଆକର୍ଷଣୀୟ

ବରଗଡ଼ ଅଫିସ,୧୨ା୧୦: ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ରେ ଧନୁଯାତ୍ରା ଆସନ୍ତା ଡିସେମ୍ବର ୨୭ରୁ ଆରମ୍ଭ ହେବ। ଏହି ଧନୁଯାତ୍ରା ମହୋତ୍ସବର ଗୋପପୁର ଯାତ୍ରାର ଆକର୍ଷଣ ନିଆରା।...

ଅଧ୍ୟାପିକାଙ୍କୁ ଅଧ୍ୟକ୍ଷଙ୍କ ଅସଦାଚରଣ ଘଟଣା: ମହାବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇଲେ ଗ୍ରାମବାସୀ

ଉଦଳା,୨୪ା୭(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳରେ ଥିବା ଏକ ମହାବିଦ୍ୟାଳୟର ଅଧ୍ୟକ୍ଷ ଜଣେ ଅଧ୍ୟାପିକାଙ୍କୁ ଅସଦାଚରଣ କରିବା ଘଟଣାକୁ ନେଇ ସ୍ଥାନୀୟ ଗ୍ରାମବାସୀ ପ୍ରତିକ୍ରିୟା ପ୍ରକାଶ...

ବଣିଆବନ୍ଧ ସଂରକ୍ଷିତ ଜଙ୍ଗଲରେ ହାତୀ ଶାବକର ମୃତ୍ୟୁ

ଖୁଣ୍ଟୁଣି,୨୨।୯(ଡି.ଏନ୍‌.ଏ.): କଟକ ଜିଲା ଖୁଣ୍ଟୁଣି ବନାଞ୍ଚଳ ଅଧୀନ ବଣିଆବନ୍ଧ ସଂରକ୍ଷିତ ଜଙ୍ଗଲରେ ରବିବାର ଏକ ହାତୀ ଶାବକର ମୃତ୍ୟୁ ଘଟିଛି। ହାତୀ ଶାବକ ମୃତଦେହ ପଡିଥିବା...

ସ୍ବର୍ଗଦ୍ୱାରରୁ ବିଜୁ ପଟ୍ଟନାୟକଙ୍କ ସମାଧି ହଟିବା ଘଟଣା: ଶ୍ରେୟ ପାଇଁ ପ୍ରତିଯୋଗିତା, ଦ୍ୱନ୍ଦ୍ୱରେ ଲୋକେ

ପୁରୀ ଅଫିସ, ୩।୧୧: ସ୍ବର୍ଗଦ୍ୱାରରୁ ହଟିବ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ସମାଧି ସ୍ଥଳ। ସ୍ମାରକୀ ଭାବେ କେବଳ ସ୍ମୃତି ଫଳକ ହିଁ ରହିବ। ଶୁକ୍ରବାର...

ନକଟିଗୁଡାରେ ବିପିଏଲ ଲାଇଟର ଶୁଭାରମ୍ଭ: ଉପକୃତ ହେବେ ୧୧୬ ପରିବାର

ଜୁନାଗଡ,୧୫।୬(ଡି.ଏନ୍‌.ଏ)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ନକଟିଗୁଡା ପଞ୍ଚାୟତରେ ସୋମବାର ବିପିଏଲ ଲାଇଟର ଶୁଭାରମ୍ଭ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଜୁନାଗଡ ବିଧାୟକ ତଥା ଶକ୍ତିମନ୍ତ୍ରୀ କ୍ୟାପ୍‌ଟେନ ଦିବ୍ୟଶଙ୍କର...

ପ୍ରାୟଶ୍ଚିତ୍ତ ପାଇଁ ପୁରୀରେ ବରଗଡ଼ କଂସ

ପୁରୀ ଅଫିସ,୧୧।୧: ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ଶୁକ୍ରବାର ଶେଷ ହୋଇଛି। ଏଥିରେ କଂସ ଭୂମିକାରେ ଅଭିନୟ କରିଥିବା ଭୁବନେଶ୍ୱର ପ୍ରଧାନ ପ୍ରାୟଶ୍ଚିତ୍ତ ପାଇଁ ଶନିବାର...

Advertisement
Archives

Model This Week