ଟିକା ପ୍ରମାଣପତ୍ର ନ ଲଗାଇଲେ ଏଥର ଖୋଲିବନି ଦୋକାନ

ଛତ୍ରପୁର,୨୨।୬(ଡି.ଏନ୍‌.ଏ.): କୋଭିଡର ତୃତୀୟ ଲହରଠାରୁ ବର୍ତ୍ତିବା ପାଇଁ ସମସ୍ତ ଗଞ୍ଜାମ ଜିଲାବାସୀଙ୍କ ଟିକାକରଣ ଜରୁରୀ। ତେଣୁ ଟିକାକରଣ କାର୍ଯ୍ୟକ୍ରମର ସଫଳ ଓ ସଠିକ ପରିଚାଳନା ହେବା ଆବଶ୍ୟକ । ଦୈନିକ ଟିକାକରଣ ଲକ୍ଷ୍ୟ ପୂରଣ ଦିଗରେ ସମସ୍ତ ଅଧିକାରୀ, କର୍ମଚାରୀ ପ୍ରଚେଷ୍ଟା କରିବା ଆବଶ୍ୟକ। ଏହି ଦିଗରେ ଗୁରୁତ୍ୱ ଦେବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ନିର୍ଦ୍ଦେଶ ଦେଇଛନ୍ତି। ଦୋକାନୀମାନଙ୍କୁ ମଧ୍ୟ ଗୁରୁତ୍ୱ ଦିଆଯାଇ ଟିକା ପ୍ରଦାନ କରାଯିବ । ବ୍ୟବସାୟୀଗଣ ନିଜେ ଟିକା ଗ୍ରହଣ କରିବା ସହ ସେମାନଙ୍କ ଦୋକାନରେ କାର୍ଯ୍ୟରତ କର୍ମଚାରୀଙ୍କୁ ଟିକା ନେବାକୁ ପରାମର୍ଶ ଦେବେ। ଏହାର ପ୍ରମାଣପତ୍ର ନିଜ ଦୋକାନ ସମ୍ମୁଖରେ ଦର୍ଶାଇବେ ଯେପରି ଗ୍ରାହକ ଦୋକାନୀ ଟିକା ନେଇଥିବା ଜାଣିପାରିବେ । ଯଦି ଦୋକାନୀ ଟିକା ଗ୍ରହଣ କରିଥିବା ପ୍ରମାଣ ପତ୍ର ନିଜ ଦୋକାନ ସମ୍ମୁଖରେ ଲଗାନ୍ତି ନାହିଁ ତେବେ ସେହି ଦୋକାନ ଖୋଲିବାକୁ ଅନୁମତି ଦିଆଯିବ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ବାଲିଯାତ୍ରାରେ ରକ୍ତପାତ: ଛୁରାମାଡ଼ରେ ଜଣେ ମୃତ, ଅନ୍ୟଜଣେ ଗୁରୁତର

କଲ୍ୟାଣସିଂହପୁର, ୯।୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିଖରପାଇ ବାଲିଯାତ୍ରାରେ ଘଟିଛି ଏକ ଅଭାବନୀୟ ଘଟଣା। ସାମାନ୍ୟ ବଚସାକୁ କେନ୍ଦ୍ର କରି…

କେତେ ପଢ଼ିଛନ୍ତି ଫେମସ ୟୁଟ୍ୟୁବର ଧ୍ରୁବ ରାଠୀ? ନେଟ୍ ୱର୍ଥ ଶୁଣିଲେ ଉଡ଼ିଯିବ ହୋସ୍

ଗତ କିଛି ବର୍ଷ ମଧ୍ୟରେ ଧ୍ରୁବ ରାଠିଙ୍କ ନାମ ଭାରତୀୟ ସୋସିଆଲ ମିଡିଆ ଜଗତରେ ଅଧିକ ଲୋକପ୍ରିୟ ହୋଇଛି। ପ୍ରାରମ୍ଭିକ ଦିନରେ ଟ୍ରାଭେଲ ଭିଡିଓ ଯୋଗୁଁ ଫେମସ…

ସୌରାଷ୍ଟ୍ରରୁ ଖେଳିବେ ଜାଡେଜା

ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

LPG New Connection: ମିଳୁନି ନୂଆ ଗ୍ୟାସ କନେକ୍ସନ; ଆସିଲା ବଡ଼ ଅପଡେଟ୍‌, ଏମିତି କରିପାରିବେ ବୁକିଂ…

ନୂଆଦିଲ୍ଲୀ,୯।୧୦: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ୨୦୨୬ ମସିହାର ପ୍ରଥମ ତ୍ରୈମାସିକରେ ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ଏକ ବଡ଼ ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?