ଖୋଲିଲା ଶ୍ରୀମନ୍ଦିର

ପୁରୀ ଅଫିସ,୨୩ା୮: ଦୀର୍ଘ ୪ ମାସର ବ୍ୟବଧାନ ପରେ ସୋମବାରଠାରୁ ସର୍ବସାଧାରଣଙ୍କ ଲାଗି ଶ୍ରୀମନ୍ଦିର ଖୋଲିଛି। କୋଭିଡ୍‌ଗାଇଡ୍‌ ଲାଇନ୍‌ ଅନୁଯାୟୀ ଶ୍ରଦ୍ଧାଳୁମାନେ ମନ୍ଦିର ଭିତରେ ଶ୍ରୀଜିଉଙ୍କୁ ଦର୍ଶନ କରୁଛନ୍ତି।

ଆର୍‌ଟିପିସିଆର ନେଗେଟିଭ୍‌ ରିପୋର୍ଟ ଏବଂ ଦୁଇଟି ଡୋଜ୍‌ ଟିକାକରଣ ରିପୋର୍ଟ ସହ ଆଧାର କାର୍ଡ ପ୍ରମାଣପତ୍ର ଦେଖାଇ ଶ୍ରୀମନ୍ଦିର ଭିତରକୁ ଦର୍ଶନ ପାଇଁ ଯାଉଛନ୍ତି ଶ୍ରଦ୍ଧାଳୁ। ଶୃଙ୍ଖଳିତ ଦର୍ଶନ ପାଇଁ ସ୍ବତନ୍ତ୍ର ବ୍ୟାରିକେଡ୍‌ ଓ ୮ଟି କିଓସ୍କୋ ସ୍ଥାପନ କରାଯାଇଥିବା ବେଳେ ସୁରକ୍ଷା ପାଇଁ ୧୦ ପ୍ଲାଟୁନ୍‌ରୁ ଅଧିକ ପୋଲିସ ଫୋର୍ସ ମୁତୟନ ରହିଛନ୍ତି।

ଶ୍ରଦ୍ଧାଳୁମାନେ ଦର୍ଶନ ପାଇଁ ସିଂହଦ୍ୱାର ଦେଇ ପ୍ରବେଶ କରୁଛନ୍ତି ଏବଂ ଉତ୍ତର ଦ୍ୱାର ଦେଇ ପ୍ରସ୍ଥାନ କରୁଛନ୍ତି। ସକାଳ ୭ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଦର୍ଶନ ବ୍ୟବସ୍ଥା କରାଯାଇଛି। ତେବେ ପୂର୍ବରୁ ପୁରୀ ଜିଲାବାସୀଙ୍କୁ ଦର୍ଶନର ସୁଯୋଗ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମାଟ୍ରିକ୍‌ ପରୀକ୍ଷାଫଳ

କଟକ ଅଫିସ, ୬ା୭: ମାଟ୍ରିକ୍‌ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇବ। ମଧ୍ୟମା ଓ ମୁକ୍ତ ବିଦ୍ୟାଳୟର ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ। ଛାତ୍ରୀଛାତ୍ରମାନେ ମାଧ୍ୟମିକ...

ଛାତ୍ର ସଂସଦ ନିର୍ବାଚନ ବାତିଲ: କଲେଜ, ବିଶ୍ୱବିଦ୍ୟାଳୟକୁ ଜଣାଇଲା ଉଚ୍ଚଶିକ୍ଷା ବିଭାଗ

ଭୁବନେଶ୍ୱର,୨୨।୮(ବ୍ୟୁରୋ)-ଚଳିତ ବର୍ଷ ରାଜ୍ୟରେ ଥିବା କଲେଜ ଓ ବିଶ୍ୱବିଦ୍ୟାଳୟଗୁଡିକରେ ଛାତ୍ର ସଂସଦ ନିର୍ବାଚନ ହେବ ନାହିଁ। ଏ ନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଗୁରୁବାର...

ହୀରାକୁଦର ତଳିଆ ଅଞ୍ଚଳକୁ ସତର୍କ କରାଇଲେ ଜିଲାପାଳ

ସମ୍ବଲପୁର, ୧୨।୮(ବ୍ୟୁରୋ): ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦରେ ମୋଟ୍‌ ୨୦ଟି ଗେଟ୍‌ ଦେଇ ଜଳ ନିଷ୍କାସନ ହେଉଛି। ଯାହା ଫଳରେ ତଳିଆ ଅଞ୍ଚଳକୁ ଜଳ...

ରାତିରେ କବାଟ କିଳି ଶୋଇପଡ଼ିଲେ ଦିଦି: ସୁରକ୍ଷାକର୍ମୀ ଦେଲେ ଚିକିତ୍ସା ପରାମର୍ଶ

ଅନୁଗୋଳ ଅଫିସ, ୨୮।୭ – ମୃତଦେହରୁ ଆଖି ଗାଏବ ଚର୍ଚ୍ଚାର ଅନ୍ତ ନ ହେଉଣୁ ପୁଣି ବିବାଦରେ ପଡ଼ିଛି ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ। ଶୁକ୍ରବାର...

କିନ୍ନର ପାଳିଲେ ସାବିତ୍ରୀ ବ୍ରତ

ଢେଙ୍କାନାଳ ଅଫିସ/ଅନୁଗୋଳ ଅଫିସ, ୩୧ା୫ ଢେଙ୍କାନାଳ ସହର ୯ନଂ. ୱାର୍ଡ କଣ୍ଟାନାଳୀ ବାଇପାସ୍‌ ନିକଟ ହିମାଳୟ ବସ୍ତିରେ ରହୁଥିବା କିନ୍ନରମାନେ ସୋମବାର ସାବିତ୍ରୀ ବ୍ରତକୁ ମହାସମାରୋହରେ...

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ହିଞ୍ଜିଳିକାଟୁ,୧୮ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ବଗାଁ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ଜଣଙ୍କ ହେଲେ ସଂପୃକ୍ତ ଗ୍ରାମ...

ମିଳୁନି ପାଣି, ଲୋକେ ହନ୍ତସନ୍ତ

ବେଗୁନିଆ,୭ା୩(ଡି.ଏନ୍‌.ଏ.): ଗତ କିଛିଦିନ ଧରି ପ୍ରଚଣ୍ଡ ତାତି ଯୋଗୁ ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅଞ୍ଚଳରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ଫଳରେ ଲୋକେ ପାଣି...

ଭିଜିଲାନ୍ସ ଜାଲରେ କନିଷ୍ଠଯନ୍ତ୍ରୀ, ଚଢ଼ାଉ ଜାରି

ଝାରସୁଗୁଡ଼ା ଅଫିସ,୫।୮: ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ୍‌ରେ କାର୍ଯ୍ୟରତ କନିଷ୍ଠଯନ୍ତ୍ରୀ ଟିକନାଥ ଭଇଁସାଲ ଜଣେ ଭେଣ୍ଡରଙ୍କ ନିକଟରୁ ୨୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗୁରୁବାର...

Advertisement
Archives

Model This Week