ଆଜି ବସିବ ଶ୍ରୀମନ୍ଦିର ଛତିଶାନିଯୋଗ ବୈଠକ

ପୁରୀ ଅଫିସ,୧୦।୧୨: ଶ୍ରୀମନ୍ଦିର ଛତିଶାନିଯୋଗ ବୈଠକ ଶୁକ୍ରବାର ବସିବ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରୀଶନ କୁମାରଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ସାଢେ ୪ଟା ବେଳେ ନିଳାଦ୍ରୀ ଭକ୍ତ ନିବାସରେ ବୈଠକ ବସିବା ନେଇ ସୂଚନା ରହିଛି । ଜିଲାପାଳ, ଏସ୍‌ପି ଓ ପ୍ରଶାସନିକ ଅଧିକାରୀମାନଙ୍କ ସହ ବିଭିନ୍ନ ସେବାୟତ ପ୍ରତିନିଧି ଏହି ବୈଠକରେ ଯୋଗ ଦେବେ।

ବୈଠକରେ ୧୬ରୁ ୧୩ ଜାନୁୟାରୀ ପର୍ଯ୍ୟନ୍ତ ପହିଲି ଭୋଗ ନୀତି, ୧୪ ରେ ମକର ସଂକ୍ରାନ୍ତି, ୧୭ରେ ଦେବାଭିଷେକ ନେଇ ନୀତି ନିର୍ଘଣ୍ଟ ହେବ । ଏହି ନୀତି ସବୁ କିପରି ଶୃଙ୍ଖଳିତ ଭାବରେ କରାଯିବ ସେଥିପ୍ରତି ଧ୍ୟାନ ଦିଆଯିବ । ସେପଟେ ସାଢେ ୧୨ଟାରେ ସେବାୟତ ଓ ସେବାୟତଙ୍କ ପରିବାର ପାଇଁ ମାଗଣା ସ୍ବାସ୍ଥ୍ୟ ଶିବିର ଶୁଭାରମ୍ଭ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ୩୬ ହଜାର ଲୋକ ପାଇଛନ୍ତି ସେବା

ଛତ୍ରପୁର, ୧୬ା୯(ଡି.ଏନ.ଏ.)-ଗଞ୍ଜାମ ଜିଲା ଆଇନ ସେବା ପ୍ରାଧିକରଣ ଏବଂ ଜିଲା ପ୍ରଶାସନ ପକ୍ଷରୁ ମିଳିତ ଭାବେ ରବିବାର ଛତ୍ରପୁର ମିନି ଷ୍ଟାଡିୟମରେ ମେଗା ଆଇନ ସେବା...

ଅଡିଟ ପରେ ଗଞ୍ଜାମରେ ବଢୁଛି ମୃତ୍ୟୁ ସଂଖ୍ୟା

ଛତ୍ରପୁର,୧୨।୭(ଡି.ଏନ୍‌.ଏ.): ଅଡିଟ ପରେ ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ପୁଣି ଜିଲାରୁ ଆଉ ୫ ଜଣଙ୍କ କରୋନାରେ ମୃତ୍ୟୁ ଘଟିଥିବା...

ନିରାଡମ୍ବରରେ ସମ୍ପନ୍ନ ହେଲା ବାଲୁଙ୍କେଶ୍ୱରଙ୍କ ପତରପେଡିଁ

ସମ୍ବଲପୁର, ୨୩।୫ (ବ୍ୟୁରୋ)-କରୋନା କଟକଣାକୁ ଦୃଷ୍ଟିରେ ରଖି ଶନିବାର ନିରାଡମ୍ବର ଭାବେ ନନ୍ଦପଡା ବମ୍‌ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ପତରପେଡିଁ (ନିର୍ବନ୍ଧ) ଶେଷ ହୋଇଛି। ଏଥିସହ...

ପିଲାଙ୍କୁ ସ୍ମାର୍ଟ କରିବ ସ୍ମାର୍ଟକ୍ଲାସ୍‌

ଢେଙ୍କାନାଳ ଅଫିସ, ୧୩ା୯-ସ୍ଥାନୀୟ ସୁଲକ୍ଷଣା ଦେବୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଗୁରୁବାରଠାରୁ ସ୍ମାର୍ଟକ୍ଲାସ ଆରମ୍ଭ ହୋଇଛି। ଏହି ସ୍ମାର୍ଟକ୍ଲାସରେ ୯ମ ଓ ୧୦ମ ଶ୍ରେଣୀର...

ଶ୍ରମିକ ଦିବସ ପାଳିଲା ବିଦ୍ୟୁତ୍‌ କର୍ମଚାରୀ ସଂଘ

ବାରିପଦା ଅଫିସ, ୩ା୫- ନେସ୍କୋ ପାୱାର ଏମ୍ପ୍ଲଇଜ ୟୁନିୟନ ବାରିପଦା ପକ୍ଷରୁ ବିଶ୍ୱ ଶ୍ରମିକ ଦିବସ ପାଳିତ ହୋଇଯାଇଛି। ବିଶ୍ୱବ୍ୟାପୀ କରୋନା ମହାମାରୀ ହେତୁ ସରକାରଙ୍କ...

ଲଗାଣ ବର୍ଷା, ସମସ୍ତ ଅଞ୍ଚଳ ଜଳମୟ: ଜେସିବି ଯୋଗେ ଗ୍ରାମବାସୀ ନିର୍ମାଣ କଲେ ଡ୍ରେନ୍‌

କୃଷ୍ଣପ୍ରସାଦ,୮ା୮(ଡି.ଏନ.ଏ.): କୃଷ୍ଣପ୍ରସାଦ ବ୍ଲକରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁ ସମସ୍ତ ଅଞ୍ଚଳ ଜଳମୟ ହୋଇଉଠିଛି। ବର୍ଷା ପାଣିରେ ଗାଁ ଦାଣ୍ଡ ଉବୁଟୁବୁ...

ଟ୍ରେନ୍‌ ବାତିଲ ଓ ସାମୟିକ ସମୟ ପରିବର୍ତ୍ତନ

ଭୁବନେଶ୍ୱର,୫।୮: ହାଓ୍ବାଡ଼ା-ଚେନ୍ନାଇ ମୁଖ୍ୟ ରେଳଲାଇନରେ ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ପଲାସା-କୋଟାଭାଲାସା ରେଳସେକ୍ସନର ବିଜୟ ନଗରମ ଓ କୋରୁକୋଣ୍ଡା ଷ୍ଟେସନ ସହିତ ପୁଣ୍ଡୁରୀ ଓ ଦୁସି...

ନିଆଁ ଲଗାଇ ପୋଡ଼ିଦେଲେ

ଲାଠୋର,୧୭।୨(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ତୁରେକେଲା ଥାନା ଅଧୀନ ଗଇନ୍ଦିମାଲ ଗ୍ରାମର ସତ୍ୟ ପସାୟତଙ୍କ ଘରେ କିଛି ଦୁର୍ବୃତ୍ତ ନିଆଁ ଲଗାଇ ପୋଡ଼ି ଦେଇଛନ୍ତି। ଫଳରେ ଘରେ...

Advertisement
Archives

Model This Week