ପ୍ରତ୍ୟେକ ରବିବାର ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ ଅଫିସ,୩।୪: ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ି ଚାଲିଛି। ଏହାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୂଆ ଏସ୍‌ଓପି ଜାରି କରାଯାଇଛି। ଏଣିକି ଭକ୍ତଙ୍କ ପାଇଁ ପ୍ରତ୍ୟେକ ରବିବାର ଶ୍ରୀମନ୍ଦିର ବନ୍ଦ ରହିବ। ସପ୍ତାହକୁ ୨ ଦିନ ରାତ୍ରିକାଳୀନ ସାନିଟାଇଜ୍‌ ବ୍ୟବସ୍ଥା ମଧ୍ୟ କରାଯିବ। ଏଥିସହିତ ମନ୍ଦିର ଭିତରେ କୋଭିଡ୍‌ ଗାଇଡ୍‌ଲାଇନ୍‌ କଡ଼ାକଡ଼ି ଭାବେ ପାଳନ କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କମିଲା ବନ୍ୟାଜଳ ପ୍ରବେଶର ପରିମାଣ, ହୀରାକୁଦ ବନ୍ଦ କଲା ୪ ଗେଟ୍‌

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରୁବାର ରାତିରେ ୨ ଓ ଶୁକ୍ରବାର ସକାଳେ ପୁଣି ୪ଟି…

ବିବାଦ ପାଇଁ ଶବ ସତ୍କାର କରାଇ ଦେଉନାହାନ୍ତି ଗ୍ରାମବାସୀ, ୩ ଦିନ ହେଲା ଶାଶୁଙ୍କ ଶବକୁ ଜଗିବସିଛନ୍ତି ବୋହୂ

ରାଜନଗର,୨୧ା୮(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ସାମୁଦ୍ରିକ ଥାନା ଅନ୍ତର୍ଗତ ବୀରଭଞ୍ଜପୁର ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନା ଆସିଛି। ଯେଉଁଠି ହଜିଯାଇଛି ମାନବିକତା।…

ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର,୨୧ା୮: ଓଡ଼ିଆ ସଙ୍ଗୀତ ଜଗତର ସୁନାମଧନ୍ୟ ତଥା ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଶୁକ୍ରବାର ପୂର୍ବାହ୍ନରେ ପରଲୋକ ଘଟିଛି।…

ସ୍ବାମୀଙ୍କ ହାତଗୋଡ଼ ବାନ୍ଧି ସ୍ତ୍ରୀଙ୍କ କାନ ଛିଣ୍ଡାଇ ସୁନାଫୁଲ ଝାମ୍ପିନେଲେ ଦୁର୍ବୃତ୍ତ, ନଗଦ ଟଙ୍କା ସହ ଆହୁରି…

ନବରଙ୍ଗପୁର,୨୧ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଅନ୍ତର୍ଗତ ଦହଣା ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଉମେଶ ଚନ୍ଦ୍ର ରଥଙ୍କ ଘରେ ସଶସ୍ତ୍ର ଡକାୟତି ହୋଇଛି। ଲକ୍ଷାଧିକ…

ଜମିରୁ ୩୬ ଘନଫୁଟ ଶାଗୁଆନ କାଠ ଜବତ: ଆନୁମାନିକ ମୂଲ୍ୟ ହେବ…

ଭଞ୍ଜନଗର, ୨୦।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କେନ୍ଦ୍ରୀୟ ବନାଞ୍ଚଳର ପାଲାସପଲ୍ଲୀ ଗାଁ ନିକଟସ୍ଥ ଏକ ଜମିରୁ ପ୍ରାୟ ୩୬ ଘନଫୁଟ ଶାଗୁଆନ…

Amarpali Nodal UP School: ୭ ଦିନରେ ଜଣେ ଶିକ୍ଷକଙ୍କ ଅବସର, ୨ ବଦଳି, ନିଯୁକ୍ତି ଦାବିରେ ଆନ୍ଦୋଳନ ଚେତାବନୀ

ଅମରପାଲି,୨୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଅନ୍ତର୍ଗତ ବୀରମହାରାଜପୁର ବ୍ଲକର ଏକ ପ୍ରତିଷ୍ଠିତ ଶିକ୍ଷାନୁଷ୍ଠାନ ଅମରପାଲି ନୋଡାଲ ୟୁପି ସ୍କୁଲ। ଏହି ସ୍କୁଲ ଏବେ ଶିକ୍ଷକ ଅଭାବରେ ଘାଣ୍ଟି…

୨ ଜାହାଜ ହାଇଜ୍ୟାକ୍‌: ଥିଲେ ୨୨ ଭାରତୀୟ ନାଗରିକ

ନୂଆଦିଲ୍ଲୀ,୨୧।୮: ୟେମେନ ଏବଂ ସୋମାଲିଆ ଉପକୂଳ ନିକଟରେ ଦୁଇଟି ପୃଥକ ଘଟଣାରେ ଜଳଦସ୍ୟୁମାନେ ମୋଟ ୨୨ ଜଣ ଭାରତୀୟ ନାଗରିକଙ୍କୁ ନେଇ ଦୁଇଟି ବାଣିଜି୍ୟକ ଜାହାଜକୁ ଅପହରଣ…

ସୁନା ୪୩୦୦-ରୁପା ୧୦ହଜାର ମହଙ୍ଗା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୨୧।୮: ସୁନା ଓ ରୁପା ଦରରେ ଆଜି ବଡ଼ ଧରଣର ବୃଦ୍ଧି ଦେଖିବାକୁ ମିଳିଛି । ୨୪ କ୍ୟାରେଟ୍ ଶୁଦ୍ଧ ସୁନା ଦର ୪,୩୦୦ ଟଙ୍କା ବଢ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri