ସପ୍ତାହ ପାଇଁ ସଟ୍‌ଡାଉନ ହେଲା କଲେଜ

ଦେବଗଡ଼,୧୨।୪: ଦେବଗଡ଼ ଜିଲାରେ ସମ୍ପ୍ରତ୍ତି କରୋନାର ଦ୍ୱିତୀୟ ଲହର କାୟା ବିସ୍ତାର କରିବାରେ ଲାଗିଛି। ଏହି କ୍ରମରେ ଇତିମଧ୍ୟରେ ଦେବଗଡ଼ କଲେଜର ୪ଜଣ ଅଧ୍ୟାପକ ଓ କର୍ମଚାରୀ ଆକା୍ରନ୍ତ ହୋଇଥିବା ଜଣାପଡିବା ପରେ କଲେଜ କର୍ତ୍ତୃପକ୍ଷ ଆଗାମୀ ଏକ ସପ୍ତାହ ଅର୍ଥାତ୍‌ ୧୩ ରୁ ୧୯ ତାରିଖ ପର୍ଯ୍ୟନ୍ତ କଲେଜକୁ ସଟ୍‌ଡାଉନ ଘୋଷଣା କରିଛନ୍ତି। କଲେଜ ଅଧ୍ୟକ୍ଷ ଚିଠି ନଂ.୦୭୧/ ତା୧୨।୪।୨୦୨୧ରିଖରେ କଲେଜକୁ ସଟ୍‌ଡାଉନ ଘୋଷଣା କରିବା ସହ ସମୟ ସାରଣୀ ଅନୁଯାୟୀ ଅନ୍‌ଲାଇନ ଯୋଗେ ପାଠପଢା ହେବ ବୋଲି ସୂଚନା ଦେଇଛନ୍ତି। ସେହିପରି କର୍ମଚାରୀମାନେ ମୁଖ୍ୟାଳୟରେ ରହିବା ସହ ଆବଶ୍ୟକ ସ୍ଥଳେ ଫୋନ ଯୋଗେ କାର୍ଯ୍ୟ ତୁଲାଇବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପାଣିରେ ବଗି ନଦୀ କେନାଲ ଭାଙ୍ଗିଲା

ପାତ୍ରପୁର,୧୨ା୯(ଡି.ଏନ.ଏ.): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ଲଗାଣ ବର୍ଷା ଜାରି ରହିଛି। ଲଗାଣ ବର୍ଷାରେ ଚାଷି କୁଳ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା...

ହଟ୍‌ସ୍ପଟ୍‌ରେ ଏସ୍‌ସିବି ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟ, ଆଜି ୧୦ ପଜିଟିଭ୍‌ ଚିହ୍ନଟ

କଟକ ଅଫିସ,୨୦ା୮: ଏସ୍‌ସିବି ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟରୁ ବୁଧବାର ପ୍ରଥମ କରି ୩ ଜଣ ଷ୍ଟାଫ୍‌ଙ୍କ ରିପୋର୍ଟ କରୋନା ପଜିଟିଭ୍‌ ଆସିଥିଲା। ତେବେ ଗୁରୁବାର ସକାଳେ ଆଉ...

ଭତାରୁ ବଁଚିତ୍‌ ଦୁଇ ଦିବ୍ୟାଙ୍ଗ ବହେନ୍‌

ଲାଠୋର, ୨୨।୧୧(ଡି.ଏନ୍‌.ଏ.)-ସରକାର ବୁଢ଼ାବୁଢ଼ି, ବିଧବା, ଦିବ୍ୟାଙ୍ଗମାନକୁ ମାସିକ ୫ଶହରୁ ୭ଶହ ଟଁକା ତକ୍‌ ଭତା ଯୁଗେଇ ଦେଉଛନ୍‌। ହେଲେ ବିଭାଗୀୟ ଅଧ୍‌କାରୀ, କରମ୍‌ଚାରୀକର ଅବହେଲାରୁ ଅନେକ୍‌...

ଦାମୀ କାର୍‌ରେ ଚାଲାଣ ହେଉଥିଲା ବିପୁଳ ପରିମାଣର ଗଞ୍ଜେଇ, ଧରିଲା ଅବକାରୀ

ବ୍ରହ୍ମପୁର ଅଫିସ,୨୧ା୯: ଅବକାରୀ ଗୋଇନ୍ଦା ପୋଲିସ ବୁଧବାର ଭୋର୍‌ରୁ ୧୫ ଲକ୍ଷର ଦାମୀ କାର୍‌ ସହ ୧୨୦ କେଜି ଗଞ୍ଜେଇ ଜବତ କରିଛି। ଅବକାରୀ ପୋଲିସ...

କାଳିଆପାଣି ଖଣି ଅଞ୍ଚଳରେ ବଢୁଛି ନୀଳପଥର ଚୋରାଚାଲାଣ

କାଳିଆପାଣି,୨୪ା୪(ଡି.ଏନ.ଏ.): ଯାଜପୁର ଜିଲା କାଳିଆପାଣି ଖଣି ଅଞ୍ଚଳରେ କ୍ରୋମାଇଟ୍‌, ଆଇରନ ଓ ପାରାସନାଇଟ ନୀଳପଥର ଆଦି ରହିଥିବା ବେଳେ ୯୫ ପ୍ରତିଶତ କ୍ରୋମାଇଟ ରହିଛି। ତେବେ...

ଟ୍ରକ୍‌ ପଛରେ ଧକ୍କା ଦେଲା ଆମ୍ବୁଲାନ୍ସ

ଆନନ୍ଦପୁର,୨୦ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ନିକଟସ୍ଥ ବାଲିଯୋଡ଼ି ନିକଟରେ ଏକ ଟ୍ରକ୍‌ ପଛରେ ୧୦୮ ଆମ୍ବୁଲାନ୍ସ ଧକ୍କା ଦେଇଛି। ଦୁର୍ଘଟଣାରେ ଜଣେ ଆହତ ହୋଇଥିବା ବେଳେ...

ଗଞ୍ଜାମର ସମସ୍ତ ପ୍ରବେଶ ପଥରେ ଲାଗିବ ସିସି କ୍ୟାମେରା, ମୁତୟନ ହେବେ ମାଜିଷ୍ଟ୍ରେଟ

ଛତ୍ରପୁର,୧୦ା୪(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାର ସମସ୍ତ ପ୍ରବେଶ ପଥରେ ସିସି କ୍ୟାମେରା ଲାଗିବ ଓ ମାଜିଷ୍ଟ୍ରେଟ ମୁତୟନ ହେବେ। ସମସ୍ତ ଯାନ ବାହାନ ଯାଞ୍ଚ କରାଯିବ। ମାଲବାହୀ...

ରାଜ୍ୟରେ ଆରମ୍ଭ ହେବ ସ୍ବଚ୍ଛ ସର୍ବେକ୍ଷଣ ଲିଗ୍‌

ଭୁବନେଶ୍ୱର,୬ା୧(ବ୍ୟୁରୋ): ଓଡ଼ିଶାର ସହରାଞ୍ଚଳଗୁଡିକ କେତେ ସଫାସୁତୁରା ରହିଛି ତାହା ଜାଣିବା ଲାଗି ପ୍ରଥମଥର ସାରା ରାଜ୍ୟରେ ସ୍ବଚ୍ଛ ସର୍ବେକ୍ଷଣ (ଏସ୍‌ଏସ୍‌) ଲିଗ୍‌ ୨୦୨୦ ଆରମ୍ଭ ହେବ।...

Advertisement
Archives

Model This Week