ଝାରସୁଗୁଡ଼ାରେ ଶଟଡାଉନ କଡ଼ାକଡ଼ି: ଛକ, ବଜାରରେ ଜଗି ରହିଛି ପୋଲିସ

ଝାରସୁଗୁଡ଼ା ଅଫିସ,୪।୭: କରୋନା ସଂକ୍ରମଣ ରୋକିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଜୁଲାଇ ମାସର ପ୍ରତି ସପ୍ତାହ ଶନିବାର ଓ ରବିବାର ଝାରସୁଗୁଡ଼ା ଜିଲାରେ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ଗତ ସପ୍ତାହରେ ୭୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ ହେବାରୁ ଏଭଳି ପଦକ୍ଷେପ ନିଆଯାଇଛି। ଜିଲାର ସମସ୍ତ ଦୋକାନ ବଜାର ବନ୍ଦ ଥିବା ବେଳେ ଯାନବାହନ ଚଳାଚଳ ବନ୍ଦ ରହିଛି। ଜିଲା ତଥା ସହରର ବିଭିନ୍ନ ଛକ ବଜାରରେ ପୋଲିସ କର୍ମଚାରୀମାନେ ଜଗି ରହିଛନ୍ତି। ଏସ୍‌ପି ଆରୁଲ ପିଆର ଖୋଦ ଉପସ୍ଥିତ ରହି ସମସ୍ତ କାର୍ଯ୍ୟ ତଦାରଖ କରୁଛନ୍ତି ଏବଂ ଅମାନିଆଙ୍କ ବରୁିଦ୍ଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟିକ୍‌ଟକ୍‌ରୁ ପ୍ରେମ, ଯୁବତୀଙ୍କ ଅଶ୍ଳୀଳ ଭିଡିଓ ଭାଇରାଲ

ପାଇକମାଳ, ୩।୭: ବରଗଡ଼ ଜିଲା ପାଇକମାଳ ଥାନା ଅଧୀନ ଜାମସେଠ ଅଞ୍ଚଳର ଜଣେ ଯୁବତୀଙ୍କ ଅଶ୍ଳୀଳ ଭିଡିଓ ଏବଂ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା...

୭ ବର୍ଷୀୟା ଝିଅକୁ ମା’ର ନିର୍ଯାତନା

ଖୋର୍ଦ୍ଧା ଅଫିସ,୨୧ା୩: ଖୋର୍ଦ୍ଧା ମଧୁସୂଦନ ନଗର ଅଞ୍ଚଳରେ ଜଣେ ୭ବର୍ଷୀୟା ଝିଅକୁ ମା’ ଅକଥନୀୟ ନିର୍ଯାତନା ଦେଉଥିବା ଘଟଣା ସାମ୍ନାକୁ ଆସିଛି। ଦୀର୍ଘଦିନ ହେଲା ଦ୍ୱିତୀୟ...

ହାଇକୋର୍ଟଙ୍କ ନିର୍ଦ୍ଦେଶ: ‘କୋଭିଡ୍‌ରେ ନିଯୁକ୍ତ ସ୍ବାସ୍ଥ୍ୟକର୍ମୀଙ୍କୁ ବାହାର କରନାହିଁ’

କଟକ ଅଫିସ,୭।୧:ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜାରି ହୋଇଥିବା ବିଜ୍ଞାପନ ଅନୁଯାୟୀ ନିଯୁକ୍ତି ପାଇଥିବା କର୍ମଚାରୀଙ୍କୁ ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ଚାକିରିରୁ ବାହାର କରାଯାଇ ପାରିବ ନାହିଁ...

କୋଭିଡ଼-୧୯ ବିରୋଧରେ ବେଦାନ୍ତର ତୃଣମୂଳ ସ୍ତରରେ ପ୍ରୟାସ

ଝାରସୁଗୁଡା ଅଫିସ,୧୬।୪: ଝାରସୁଗୁଡ଼ାସ୍ଥିତ ବେଦାନ୍ତ କମ୍ପାନୀର ପାରିପାର୍ଶ୍ୱିକ ଗ୍ରାମାଞ୍ଚଳରେ କୋଭିଡ଼-୧୯ ବିରୋଧରେ ଚାଲିଥିବା ଯୁଦ୍ଧରେ ଅଗ୍ନିଶମ ବିଭାଗ ଦ୍ୱାରା ଏହାକୁ ଆହୁରି ସୁଦୃଢ଼ କରାଯାଇଛି। କମ୍ପାନୀର...

ବୀରମହାରାଜପୁର-ଅମରପାଲି ଯୋଗାଯୋଗ ବିଚ୍ଛିନ୍ନ

ଅମରପାଲି,୧୬ା୮(ଡି.ଏନ୍‌.ଏ.): ଶନିବାରଠାରୁ ହେଉଥିବା ଲଗାଣ ବର୍ଷା ଯୋଗୁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳର ନାଳ, ଯୋର ଏବଂ ଜଳାଶୟରେ ପାଣି ଭର୍ତ୍ତି ହୋଇଯାଇଛି। ପ୍ରବଳ ବର୍ଷା...

ଭାଙ୍ଗିଲେ ଗୁଣ୍ଡିଚା ମନ୍ଦିର ରୋଷ ଘର ଚୁଲି

ପୁରୀ ଅଫିସ,୨।୭: ଭାଙ୍ଗିଲେ ପୁରୀ ଗୁଣ୍ଡିଚା ମନ୍ଦିର ରୋଷ ଘର ଚୁଲି। ୨୦ରୁ ଅଧିକ ଚୁଲି କୌଣସି ଦୁର୍ବୃତ୍ତ ଭାଙ୍ଗିଦେଇଥିବା ସୂଚନା ମିଳିଛି। ସୁଆର ମହାସୁଆର...

ଜବାବ ଦାଖଲ ପାଇଁ ଅଧିକ ସମୟ ନେଲେ ସରକାର

କଟକ ଅଫିସ/ପୁରୀ ଅଫିସ,୯ା୯: ପୁରୀ ବଡ଼ଦାଣ୍ଡରେ ଥିବା ବଗଲା ଧର୍ମଶାଳା ଜମି ବିବାଦ ମାମଲାରେ ଗୁରୁବାର ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶକୁ ବଳବତ୍ତର ରଖିଛନ୍ତି। ଏଥିସହ ଜବାବ...

ବିଭିନ୍ନ ଦାବି ନେଇ ଗଣଶିକ୍ଷା ମନ୍ତ୍ରୀଙ୍କୁ ଭେଟିଲା ପ୍ରାଥମିକ ଶିକ୍ଷକ ସଂଘ

ଭବାନୀପାଟଣା,୧୩।୨(ଡି.ଏନ୍‌.ଏ.): ପ୍ରାଥମିକ ଶିକ୍ଷକ ସଂଘ ହରିପୁର ରୋଡ୍‌ ୧ ନଂ. ଶାଖା ପକ୍ଷରୁ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସଙ୍କୁ ବୁଧବାର ଭେଟି ବିଭିନ୍ନ ଦାବି ସମ୍ପର୍କରେ...

Advertisement
Archives

Model This Week