Posted inଜାତୀୟ

ଇନସ୍ପେକ୍ଟରଙ୍କୁ ଗୁଳି କରି ଆତ୍ମହତ୍ୟା କଲେ ଏସ୍‌ଆଇ

ନୂଆଦିଲ୍ଲୀ, ୨୫।୭:  ନୂଆଦିଲ୍ଲୀର ୧୨୨ ସିଆର୍‌ପିଏଫ୍‌ ବାଟାଲିୟନ୍‌ରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ସବ୍‌ ଇନସ୍ପେକ୍ଟର(ଏସ୍‌ଆଇ) କରନେଲ୍‌ ସିଂ ବରିଷ୍ଠ ଇନସ୍ପେକ୍ଟର ଦଶରଥ ସିଂଙ୍କୁ ଗୁଳି କରି ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା କରିଛନ୍ତି। ଶୁକ୍ରବାର ରାତିରେ ଦୁଇଜଣଙ୍କ ମଧ୍ୟରେ କୌଣସି କାରଣରୁ ଝଗଡ଼ା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ କରନେଲ୍‌ ଦଶରଥଙ୍କୁ ଗୁଳି କରିଥିଲେ। ଏହାପରେ ସେ ନିଜେ ଗୁଳିକରି ଆତ୍ମହତ୍ୟା କରିଥିବା ସିଆର୍‌ପିଏଫ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଖବର ପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଆରେ କଂଗ୍ରେସକୁ ଲାଗିପାରେ ବଡ଼ ଝଟ୍‌କା

ପାଣାଜୀ,୧୦।୭: ମହାରାଷ୍ଟ୍ର ସଙ୍କଟ ପରେ ଏବେ ଗୋଆ କଂଗ୍ରେସର ମଧ୍ୟ ଫାଟ ସୃଷ୍ଟି ହୋଇଛି। ଦଳର ୯ ବିଧାୟକ ଭାଜପାରେ ସାମିଲ ହେବେ ବୋଲି ଚର୍ଚ୍ଚା...

କୃଷି ବିଧେୟକକୁ ସାରା ଦେଶରେ ବିରୋଧ

ମୋହାଲି/ପଟିଆଲା,୨୦ ।୯:କୃଷି ବିଧେୟକକୁ ନେଇ ଜୋର ଧରିଲାଣି ବିରୋଧ ପ୍ରଦର୍ଶନ । ପଞାବରେ କୃଷକଙ୍କ ପ୍ରଦର୍ଶନ ସବୁଠାରୁ ଅଧିକ ଦେଖିବାକୁ ମିଳିଛି । ସେଠାରେ ବିରୋଧୀ...

ଟିକା ଯୋଗୁ ଝିଅଙ୍କ ମୃତ୍ୟୁ, ପିତା ଦାଖଲ କଲେ ୧,୦୦୦ କୋଟିର କ୍ଷତିପୂରଣ ପିଟିଶନ୍‌…

ମୁମ୍ବାଇ, ୨।୨ : ଜଣେ ଡାକ୍ତରୀ ଛାତ୍ରୀଙ୍କ ମୃତ୍ୟୁ ନେଇ ତାଙ୍କ ପିତା ବମ୍ବେ ହାଇକୋର୍ଟରେ ଏକ ପିଟିଶନ୍‌ ଦାଖଲ କରିଛନ୍ତି। କରୋନା ଟିକାର ପାର୍ଶ୍ୱ...

କୋର୍ଟରେ ଦୋଷୀ ସାବ୍ୟସ୍ତ ହେବା ପରେ ଏମିତି ଟୁଇଟ୍‌ କଲେ ଗମ୍ଭୀର

ନୂଆଦିଲ୍ଲୀ, ୩।୬: ଭାଜପା ଏମ୍‌ପି ଗୌତମ ଗମ୍ଭୀରଙ୍କ ଫାଉଣ୍ଡେଶନ ବେଆଇନ ଭାବେ କୋଭିଡ୍‌-୧୯ ଔଷଧ କିଣିଥିଲା। ଆଉ ତାହାକୁ ବିନା ଅନୁମତିରେ ବାଣ୍ଟି ଥିଲେ ବୋଲି...

ସିବିଆଇ ତଦନ୍ତ ଅଟକାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୧୪ା୩: ଭାରତର ରାଷ୍ଟ୍ର ସମିତି (ବିଆର୍‌ଏସ୍‌)ର କେତେଜଣ ବିଧାୟକଙ୍କୁ କିଣିବା ପାଇଁ ଉଦ୍ୟମ ପଛରେ ଆପରାଧିକ ଷଡ଼ଯନ୍ତ୍ର ଥିବା ଭାଜପାର ଅଭିଯୋଗ ଉପରେ ତଦନ୍ତକୁ...

କାଉଡିଆ ଯାତ୍ରା ପାଇଁ କଡା ସୁରକ୍ଷା ବ୍ୟବସ୍ଥା, ୪୦୦ ସିସିଟିଭି କ୍ୟାମେରା, ୧୦ ହଜାର ପୋଲିସ, ୧୧ ଏସପି, ୩୮ ଡିଏସପିଙ୍କୁ ଦାୟିତ୍ୱ

ହରିଦ୍ୱାର,୧୪ ।୭: ଗୁରୁବାରଠାରୁ ଆରମ୍ଭ ହୋଇଛି ଶ୍ରାବଣ ମାସ । ଏବେ ଆରମ୍ଭ ହୋଇଯାଇଛି କାଉଡିଆ ଯାତ୍ରା । ହରିଦ୍ୱାରରେ ଏଥିପାଇଁ କଡା ସୁରକ୍ଷା ବ୍ୟବସ୍ଥା...

ଦୁଇତୃତୀୟାଂଶ ପ୍ରବାସୀ ଶ୍ରମିକ ସହରମୁହାଁ

ନୂଆଦିଲ୍ଲୀ ୪ା୮(ପି.ଟି.): କରୋନା ମହାମାରୀ ଜନିତ ଲକ୍‌ଡାଉନ ଯୋଗୁ କାମଧନ୍ଦା ହରାଇ ଭିଟାମାଟିକୁ ଫେରିଆସିଥିବା ପ୍ରବାସୀ ଶ୍ରମିକମାନେ ପୁଣି କାମ ଅନ୍ବେଷଣରେ ସହରକୁ ଫେରିବା ଆରମ୍ଭ...

ଷ୍ଟେଶନ୍‌ରେ ଛିଡ଼ାହୋଇଥିବା ଟ୍ରେନ୍‌ରେ ଅଗ୍ନିକାଣ୍ଡ

ପାଟନା,୭।୯: ବିହାର ଦରଭଙ୍ଗା ଷ୍ଟେଶନରେ ଛିଡ଼ା ହୋଇଥିବା ଏକ ଟ୍ରେନ୍‌ରେ ଅଚାନକ ନିଆଁ ଲାଗିଛି। ଶନିବାର ସକାଳେ ଷ୍ଟେଶନରେ ଛିଡ଼ା ହୋଇଥିବା ଦରଭଙ୍ଗା-ଅହମ୍ମଦାବାଦ୍‌ ଏକ୍ସପ୍ରେସ୍‌ରେ ନିଆ...

Advertisement
Archives

Model This Week