ଅସୁସ୍ଥ ମାଈହାତୀକୁ ଚିକିତ୍ସା ପାଇଁ ପଠାଗଲା କପିଳାସ ପ୍ରାଣୀ ଉଦ୍ୟାନ

ଢେଙ୍କାନାଳ,୧୭।୬(ରତନ ନାୟାର): ଢେଙ୍କାନାଳ ସଦର ରେଞ୍ଜ ତଥା ଢେଙ୍କାନାଳ କପିଳାସ ରାସ୍ତାର ମେଘା ସଂରକ୍ଷିତ ଜଙ୍ଗଲରେ ଗତ ୯ ତାରିଖରୁ ଗୋଠଛଡ଼ା ହୋଇ ରହିଥିବା ୩ ବର୍ଷର ମାଈହାତୀ ହଠାତ୍‌ ଅସୁସ୍ଥ ହୋଇ ପଡ଼ିଥିଲା । ପାଟ୍ରୋଲିଂ କରୁଥିବା ବନ କର୍ମଚାରୀ ଏହା ଦେଖିବା ପରେ ଜିଲା ବନଖଣ୍ଡ ଅଧିକାରୀଙ୍କୁ ଜଣାଇଥିଲେ । ଏହା ପରେ ବନ ବିଭାଗ ପୋଲିସ ସହାୟତାରେ କପିଳାସ ପ୍ରାଣୀ ଉଦ୍ୟାନର ଚିକିତ୍ସକଙ୍କ ସହାୟତାରେ ଟ୍ରାଙ୍କୁଲାଇଜର କରି ହାତୀମୁଣ୍ଡରେ ପ୍ରବଳ ପାଣି ଢାଳିଥିଲେ । ଏହା ପରେ ହାତୀଛୁଆକୁ ଏକ ପିକ୍‌ଅପ୍‌ ଭ୍ୟାନରେ କପିଳାସ ପ୍ରାଣୀ ଉଦ୍ୟାନ ପରିସରରେ ଥିବା ହାତୀ ଉଦ୍ଧାର କେନ୍ଦ୍ରକୁ ଅଧିକ ଚିକିତ୍ସା ପାଇଁ ନିଆଯାଇଥିଲା। ହାତୀଛୁଆକୁ ଦେଖିବାକୁ ବ୍ୟାପକ ଜନସମାଗମ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri