Posted inରାଜ୍ୟ

କାଲି ୪ଟାରେ ଓଡ଼ିଶାର ଏସବୁ ସ୍ଥାନରେ ବାଜିବ ସାଇରନ୍‌, ଜାଣନ୍ତୁ  କ’ଣ କହିଲେ ଅଗ୍ନିଶମ ଡିଜି?

ଭୁବନେଶ୍ୱର,୬।୫: ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବାଆତଙ୍କବାଦୀ ଆକ୍ରମଣ ପରଠାରୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ଭାରତ ସରକାର ସ୍ପଷ୍ଟ କରିଛନ୍ତି ଯେ ପହଲଗାମ ଆକ୍ରମଣର ପ୍ରତିଶୋଧ ନିଶ୍ଚିତ ଭାବରେ ନିଆଯିବ। ଏହି ପରିପ୍ରେକ୍ଷୀରେ ମେ’ ୭ରେ ଦେଶର ୨୪୪ଟି ଜିଲାରେ ଏକ ମକ ଡ୍ରିଲ ଅନୁଷ୍ଠିତ ହେବାକୁ ଯାଉଛି। ମଙ୍ଗଳବାର ଅର୍ଥାତ ଆଜିଠାରୁ ଏହି ଜିଲାଗୁଡ଼ିକରେ ପୂର୍ଣ୍ଣ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି।
ବୁଧବାରଠାରୁ ମକ୍‌ ଡ୍ରିଲ ହେବାକୁ ଥିବା ବେଳେ ଓଡ଼ିଶାରେ କେଉଁ ସ୍ଥାନରେ ଏବଂ କିଭଳି ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ସେନେଇ ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ,କାଲିଠୁ ପର୍ଯ୍ୟାୟ କ୍ରମେ ସପ୍ତାହେ ଧରି ମକ୍‌ ଡ୍ରିଲ କାର୍ଯ୍ୟକ୍ରମ ଚାଲିବ। ଉପକୂଳବର୍ତ୍ତୀ ଜିଲା, ସହରାଞ୍ଚଳରେ ହେବ ମକ ଡ୍ରିଲ ହେବ। ଅପରାହ୍ନ ୪ଟାରେ ମକ ଡ୍ରିଲ ପାଇଁ ସାଇରନ ବାଜିବ। ଶତ୍ରୁ ପକ୍ଷ ବିମାନ ଆକ୍ରମଣ କଲେ କ’ଣ କରାଯିବ ଜଣାଇ ଦିଆଯିବ। ପ୍ରାୟ ୫ ମିନିଟ ଧରି ସାଇରନ ବାଜିବ, ମକ ଡ୍ରିଲ ଆରମ୍ଭ ହେବ। ପୁଣି ସାଇରନ ବାଜିଲେ ମକ ଡ୍ରିଲ ସରିଲା ବୋଲି ଜଣାଇ ଦିଆଯିବ। ସାଧାରଣତଃ କଂକ୍ରିଟ ଛାତ ତଳେ ରହିବାକୁ ପରାମର୍ଶ ଦିଆଯିବ ବୋଲି ସେ କହିଛନ୍ତି।
ଓଡ଼ିଶାର କେଉଁ ସ୍ଥାନରେ ହେବ ମକ୍‌ ଡ୍ରିଲ?
ତାଳଚେର
ବାଲେଶ୍ୱର
କୋରାପୁଟ
ଭୁବନେଶ୍ୱର
ଗୋପାଳପୁର
ହୀରାକୁଦ
ପାରାଦୀପ
ରାଉରକେଲା
ଭଦ୍ରକ
ଢେଙ୍କାନାଳ
ଜଗତସିଂପୁର
କେନ୍ଦ୍ରାପଡ଼ା
ଭଦ୍ରକ
ଢେଙ୍କାନାଳ
ଜଗତସିଂପୁର

Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri