Advertisement

ଭାଇବୋହୂ ଆଣିଲେ ଦେଡ଼ଶୁରଙ୍କ ନାମରେ ଅଭିଯୋଗ

ବୁଗୁଡା,୩ା୧(ଡି.ଏନ.ଏ.)-ବୁଗୁଡ଼ା ଏନ୍‌ଏସି ଅନ୍ତର୍ଗତ ମୋଚିସାହିରେ ପାରିବାରିକ କଳହକୁ କେନ୍ଦ୍ରକରି ଭାଇବୋହୂ ରଶ୍ମିତା ବେହେରା ଦେଡ଼ଶୁର କାମ ବେହେରାଙ୍କ ବିରୋଧରେ ଥାନାରେ ଅଭିଯୋଗ କରିଥିବା ଜଣାପଡ଼ିଛି। ଏ ନେଇ ବୁଗୁଡା ଥାନାରେ କେସ୍‌ ନଂ ୧/୨୩ରେ ମାମଲା ରୁଜୁ ହୋଇଥିବା ଆଇଆଇସି ଚିତ୍ତରଞ୍ଜନ ବେହେରା କହିଛନ୍ତି। ପ୍ରକାଶ ଯେ, ନୂଆବର୍ଷର ପ୍ରଥମ ଦିନରେ କାମ ଓ ତାଙ୍କର ସାନ ଭାଇ ଲିଚୁଙ୍କ ମଧ୍ୟରେ ପାରିବାରିକ କଳହକୁ ନେଇ ଗଣ୍ଡଗୋଳ ଘଟିଥିଲା। ଏହି ଅବସରରେ ଲିଚୁଙ୍କ ପତ୍ନୀ ରଶ୍ମିତାଙ୍କୁ କାମ ଅଶ୍ରାବ୍ୟ ଭାଷାରେ ଗାଳିଗୁଲଜ କରିଥିବା ନେଇ ଥାନାରେ ରଶ୍ମିତା ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୃସିଂହନାଥରେ ଲାଗିହେଲା ପଖାଳ ଭୋଗ

ପାଇକମାଳ, ୨୬।୪ (ଡି.ଏନ.ଏ.): ଅକ୍ଷୟ ତୃତୀୟାଠାରୁ ନୃସିଂହନାଥରେ ପଖାଳ ଭୋଗ ଲାଗି ହେଲା । କରୋନା ଯୋଗୁ ସାରା ଦେଶ ଲକ୍‌ଡାଉନରେ ଥିବାରୁ ଭକ୍ତମାନେ ଆସୁନାହାନ୍ତି।...

କଟକରୁ ଆଜି ୨୧୭ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୨୬।୯-କଟକ ସହରରୁ ଆଜି ଆଉ ୨୧୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୨୯ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍‌ ୯୮...

ସ୍ବାମୀଙ୍କ ଛୁରାମାଡ଼ରେ ସ୍ତ୍ରୀ ମୃତ

ଖଲ୍ଲିକୋଟ,୨୦ା୧(ଡି.ଏନ.ଏ.)-ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ପଥରା ପଞ୍ଚାୟତର କଣ୍ଡରାପଡ଼ା ଗ୍ରାମରେ ରବିବାର ସ୍ବାମୀଙ୍କ ଛୁରାମାଡ଼ରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କଣ୍ଡରାପଡ଼ା ଗ୍ରାମର...

ମହାପ୍ରଭୁଙ୍କ ସରିଲା ଝୁଲଣ ଯାତ୍ରା

ପୁରୀ ଅଫିସ,୧୪ ।୮: ଶ୍ରାବଣ ଶୁକ୍ଳ ଦଶମୀ ତିଥିରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଥିବା ଝୁଲଣଯାତ୍ରା ଭାଦ୍ରବ ମାସ କୃଷ୍ଣ ପ୍ରତିପଦା ତିଥି ଶନିବାର ଶେଷ ହୋଇଛି।...

ଫର୍ମ ପୂରଣ ପାଇଁ ବୋର୍ଡ ଅଫିସରେ ଭିଡ଼

କଟକ ଅଫିସ, ୧୮ା୧: କଟକସ୍ଥିତ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ପ୍ରବଳ ଭିଡ ଦେଖିବାକୁ ମିଳିଥିଲା। ଆସନ୍ତା ୩୧ରେ ପୁଣି ସ୍ବତନ୍ତ୍ର ଓଡ଼ିଶା...

ବିଭିନ୍ନ ଦାବି ନେଇ ଶ୍ରମିକଙ୍କ ପକ୍ଷରୁ ବିଶାଳ ସମାବେଶ: କାର୍ଯ୍ୟ ପାଇଁ ଆବେଦନ କଲେ ୪ ଶହ ଶ୍ରମିକ

କର୍ଲାମୁଣ୍ଡା,୬।୬(ଡି.ଏନ.ଏ.): ଶ୍ରମିକମାନଙ୍କ ବିଭିନ୍ନ ସମସ୍ୟା ନେଇ ଓଡିଶା ଇନଫ୍ରାଷ୍ଟ୍ରକଚର୍‌ ୱାର୍କର କଳାହାଣ୍ଡି ଶାଖା ଓ ଅନ୍ୟାନ୍ୟ ଅନୁଷ୍ଠାନ ପକ୍ଷରୁ ୧୪ ଦଫା ଦାବି ସମ୍ବଳିତ ଏକ...

ଗେମ୍‌ ଖେଳିବାକୁ ମନା କରିବାରୁ ଏଭଳି ନିଷ୍ପତ୍ତି ନେଲେ ସ୍କୁଲ ଛାତ୍ର

ବାହାନଗା,୧୯ା୬: ମୋବାଇଲରେ ଗେମ୍‌ ଖେଳିବାକୁ ପରିବାର ଲୋକେ ବିରୋଧ କରିବାରୁ ଜଣେ ନାବାଳକ ଛାତ୍ର ଆତ୍ମହତ୍ୟା କରିବା ଘଟଣା ବାଲେଶ୍ୱର ଜିଲା ବାହାନଗା ବ୍ଲକ କୁରୁଡା...

ଦୋଳାରେ ବୁହା ହୋଇ ଗର୍ଭବତୀ ଗଲେ ହସ୍ପିଟାଲ୍‌

ପାତ୍ରପୁର,୧୨ା୧୦(ଡି.ଏନ.ଏ.): ପାତ୍ରପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ଆଙ୍କୁଲି ପଞ୍ଚାୟତ ସାନଗାଁର ଜଣେ ଗର୍ଭବତୀଙ୍କୁ ମଙ୍ଗଳବାର ଦୋଳାରେ ଡାକ୍ତରଖାନା ନିଆଯାଇଛି। ସାନଗାଁ ଗ୍ରାମର କୃଷ୍ଣଚନ୍ଦ୍ର ଦଳେଇଙ୍କ ସ୍ତ୍ରୀ...

Advertisement
Archives

Model This Week