ଏସଆଇଟିର ମୁଖ୍ୟ ହେଲେ ଅରୁଣ ବୋଥ୍ରା

ଭୁବନେଶ୍ୱର,୨୮।୧୧।(ବ୍ୟୁରୋ)-ନୟାଗଡ ’ପରୀ’ ହତ୍ୟା ମାମଲାର ତଦନ୍ତ ପାଇଁ ଏସଆଇଟି ଟିମ ଗଠନ କରିଛନ୍ତି ରାଜ୍ୟ ସରକାର । ଏସଆଇଟି ମୁଖ୍ୟ ଭାବେ ଆଇଜି ଅରୁଣ ବୋଥ୍ରାଙ୍କୁ ଦାୟିତ୍ୱ ଦିଆଯାଇଛି। ଅରୁଣଙ୍କ ନେତୃତ୍ୱରେ ଗଠିତ ଏସଆଇଟି ଟିମରେ କ୍ରାଇମବ୍ରାଞ୍ଚ ଏସପି ଆର. କେ ଦୋରା, ଏଏସପି ଆର ସି ଥମ୍ବ, ଇନ୍ସପେକ୍ଟର ନରେନ୍ଦ୍ର ବେହେରା, କ୍ରାଇମବ୍ରାଞ୍ଚ ଇନ୍ସପେକ୍ଟର ମମତାରାଣୀ ପଣ୍ଡା ବି ସାମିଲ ଅଛନ୍ତି। ଏସଆଇଟି ଗଠନ ନେଇ ଗୃହ ବିଭାଗ ସ୍ବତନ୍ତ୍ର ସଚିବ ହାଇକୋର୍ଟଙ୍କୁ ଜଣାଇଛନ୍ତି । ଏ ନେଇ ହାଇକୋର୍ଟ ରେଜିଷ୍ଟ୍ରାର ଜେନେରାଲଙ୍କୁ ସ୍ବତନ୍ତ୍ର ସଚିବ ଚିଠି ଲେଖିଛନ୍ତି । ଚିଠିରେ ତଦନ୍ତ ତତ୍ତ୍ୱାବଧାନ ପାଇଁ ଜଣେ ସିଟିଂ ଜଜଙ୍କୁ ଦାୟିତ୍ୱ ଦେବାକୁ ନିବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଷ୍ଟୁରାଣ୍ଟ ବ୍ୟବସାୟକୁ କରୋନା ମାଡ଼

ଭୁବନେଶ୍ୱର,୧୯।୩ (ବ୍ୟୁରୋ): ମହାମାରୀ କରୋନା ଏବେ ବିଶ୍ୱ ଅର୍ଥନୀତିକୁ ଦୋହଲାଇ ଦେଇଥିବାବେଳେ ଓଡ଼ିଶାରେ ମଧ୍ୟ ଏହାର ଗୁରୁତର ପ୍ରଭାବ ପଡ଼ିଛି। କରୋନା ପାଇଁ ଶିଳ୍ପ ଓ...

ପିପିଲି ଉପନିର୍ବାଚନ ସମୀକରଣ ବଦଳିବା ଚର୍ଚ୍ଚା

ଭୁବନେଶ୍ୱର, ୧୯ା୪(ବ୍ୟୁରୋ):କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ ପରେ ପିପିଲି ଉପନିର୍ବାଚନ ସ୍ଥଗିତ ରହିଥିଲା। ନିର୍ବାଚନ କମିଶନ ଆସନ୍ତା ମେ ୧୩ରେ ପିପିଲିରେ ଭୋଟ ହେବା...

‘କଲେଜ ଭିତ୍ତିଭୂମି ସୁଦୃଢ଼ କର’

ଢେଙ୍କାନାଳ ଅଫିସ, ୧୮।୧୨ ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ କଲେଜଗୁଡ଼ିକର ସର୍ବାଙ୍ଗୀନ ଉନ୍ନତି ଲାଗି ଏକ ବୈଠକ ଜିଲାପାଳ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ...

ଫେକ୍‌ ଆପ୍‌, ଫ୍ରି ଓ୍ବାଇଫାଇ ପ୍ରତି ସାବଧାନ: ଅପରାଧୀଙ୍କ ଟାର୍ଗେଟରେ ମହିଳା, ଛାତ୍ର ଓ ବୟସ୍କ

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ଆପଣ ସ୍ପାର୍ଟ ଫୋନ୍‌ ବ୍ୟବହାର କରୁଛନ୍ତି କି? ସତର୍କ ନ ହେଲେ ନିମିଷକରେ ସାଇବର ଅପରାଧୀମାନେ ଆପଣଙ୍କ ମୋବାଇଲ୍‌ରୁ ତଥ୍ୟ ଚୋରିକରି ଟଙ୍କା ଲୁଟିନେବେ।...

ମତ ବଦଳାଇଲେ ସଞ୍ଜୟ

ପୁରୀ ଅଫିସ,୮ା୬: ପୁରୀ ପୋଲିସ ଏବଂ ଅବକାରୀ ବିଭାଗ ଅଧୀକ୍ଷକଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିବା ଅବକାରୀ ଇନ୍ସପେକ୍ଟର ସଞ୍ଜୟ କୁମାର...

ଶରତ ପଟ୍ଟନାୟକ ହେଲେ ପିସିସି ସଭାପତି

ଭୁବନେଶ୍ୱର,୨୩।୫(ବ୍ୟୁରୋ): ବହୁ ଅପେକ୍ଷାର ଅନ୍ତ ଘଟିଛି। କଂଗ୍ରେସ ନେତା ଶରତ ପଟ୍ଟନାୟକଙ୍କୁ ଓଡ଼ିଶା ପିସିସି ସଭାପତି ଭାବେ ସୋମବାର ନିଯୁକ୍ତ କରାଯାଇଛି। ଏ ନେଇ ଏଆଇସିସି...

ମୌଳିକ ସୁବିଧା ଦାବିରେ ଅନଶନ

ସାରସକଣା,୬ା୨- ମୟୂରଭଞ୍ଜ ଜିଲା ଝାରପୋଖରିଆ ସ୍ଥିତ ବସ୍‌ଷ୍ଟାଣ୍ଡଠାରେ ଜନସାଧାରଣଙ୍କୁ ମୌଳିକ ସୁବିଧା ଯୋଗାଇ ଦେବା ଦାବିରେ ସ୍ଥାନୀୟ ଅଞ୍ଚଳର କ୍ଷୀରୋଦ ଚନ୍ଦ୍ର ଦାସ ଆମରଣ ଅନଶନରେ...

ଅଫ୍‌ଲାଇନ୍‌ରେ ହେବ ମାଟ୍ରିକ, +୨ ପରୀକ୍ଷା: ମନ୍ତ୍ରୀ

ଭୁବନେଶ୍ୱର,୩।୧୨(ବ୍ୟୁରୋ): ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା ଅଫଲାଇନ୍‌ରେ ହେବ। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଗୁରୁବାର ଏ ନେଇ ସୂଚନା ଦେଇଛନ୍ତି।...

Advertisement
Archives

Model This Week