ଗାଜାର ସ୍ଥିତି ବହୁତ ଖରାପ, ଯୁଦ୍ଧ ବନ୍ଦ ପାଇଁ ନିବେଦନ କଲେ ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ

ଓ୍ବାଶିଂଟନ,୨୮ା୧୦: ଗାଜାରେ ଅବସ୍ଥା ଅତ୍ୟନ୍ତ ଖରାପ। ଆମେ ଆମର କର୍ମଚାରୀଙ୍କ ବିଷୟରେ ଚିନ୍ତିତ। ଯୋଗାଯୋଗ ମଧ୍ୟ ସମ୍ଭବ ନୁହେଁ। ତେଣୁ ଖୁବ୍‌ଶୀଘ୍ର ଯୁଦ୍ଧ ବନ୍ଦ କରିବାକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ମୁଖ୍ୟ ଶକ୍ତିଶାଳୀ ଦେଶମାନଙ୍କୁ ନିବେଦନ କରିଛନ୍ତି।

ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ ଟେଡ୍ରୋସ ଅଧନୋମ ଘେବ୍ରେୟେସସ୍‌ ତାଙ୍କ ପୋଷ୍ଟରେ କହିଛନ୍ତି, ‘ଗାଜାରେ ଭୟଙ୍କର ବୋମା ବିସ୍ଫୋରଣର ଖବର ଅତ୍ୟନ୍ତ ଦୁଖଦାୟକ। ଏଭଳି ପରିସ୍ଥିତିରେ ରୋଗୀଙ୍କୁ ସ୍ଥାନାନ୍ତର କରିବା କିମ୍ବା ସୁରକ୍ଷିତ ଆଶ୍ରୟ ନେବା ସମ୍ଭବ ନୁହେଁ। ବ୍ଲାକ୍‌ଆଉଟ୍‌ ଯୋଗୁ ଆମ୍ବୁଲାନ୍ସଗୁଡ଼ିକ ଆହତଙ୍କ ନିକଟରେ ପହଞ୍ଚିବା ଅସମ୍ଭବ ହୋଇପଡ଼ିଛି। ଆମେ ଏପର୍ଯ୍ୟନ୍ତ ଆମର କର୍ମଚାରୀ ଏବଂ ସ୍ବାସ୍ଥ୍ୟ ସୁବିଧା ସହିତ ସମ୍ପର୍କରେ ନାହୁଁ। ମୁଁ ସେମାନଙ୍କ ସୁରକ୍ଷା ପାଇଁ ଚିନ୍ତିତ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ସମସ୍ତଙ୍କୁ ନିବେଦନ କରୁଛି କି, ଶକ୍ତିଶାଳୀ ଦେଶମାନେ ଯୁଦ୍ଧ ବନ୍ଦ କରନ୍ତୁ।

ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ କହିଛନ୍ତି, ଏହି ପ୍ରସ୍ତାବ ବାଧ୍ୟତାମୂଳକ ନୁହେଁ। ଆରବ ଦେଶଗୁଡିକ ଦ୍ୱାରା ଉପସ୍ଥାପିତ ହୋଇଥିବା ଏହି ପ୍ରସ୍ତାବକୁ ୧୯୩ ସଦସ୍ୟ ବିଶିଷ୍ଟ ବିଶ୍ୱ ସଂଗଠନ ୧୪ ବିରୋଧରେ ୧୨୦ ଭୋଟ ଦେଇଥିବା ବେଳେ ୪୫ଟି ଦେଶ ଏଥିରେ ଭୋଟ ଦେବାକୁ ମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri