‘କାଶୀପୁରରେ ସୁଧୁରୁଛି ସ୍ଥିତି’

ଭୁବନେଶ୍ୱର,୨୦।୭(ବ୍ୟୁରୋ): ରାୟଗଡ଼ାଜିଲା କାଶୀପୁରରେ ପାଣି ଉତ୍ସରୁ ସଂକ୍ରମଣ ହୋଇଛି । ସେଠାରେ ଭିବ୍ରିଓ କଲେରା ବ୍ୟାକ୍ଟେରିଆର ସଂକ୍ରମଣ ଥିବା ଜଣାପଡିଛି । ଯେହେତୁ ସାଧାରଣ ପାଣି ସୋର୍ସ ଥିଲା, ପାଖପାଖି ସ୍ଥାନକୁ ଏହା ଆକ୍ରାନ୍ତ କରିଛି । ପ୍ରଥମେ ଅବସ୍ଥା ଖରାପ ଥିଲା । ଏବେ ନିୟନ୍ତ୍ରଣରେ ରହିଛି ବୋଲି ବୁଧବାର ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି ।
ସେ ଆହୁରୀ କହିଛନ୍ତି ଯେ, ରାୟଗଡ଼ା, କୋରାପୁଟର ସ୍ବାସ୍ଥ୍ୟ ବିଭାଗ ଟିମ ସେ ସ୍ଥାନରେ ନିୟୋଜିତ ହୋଇ ସ୍ଥିତି ମନିଟରିଂ କରୁଛନ୍ତି । ବିଶୋଧନ କାର୍ଯ୍ୟକ୍ରମ ଚାଲିଛି। କିଭଳି ଭଲ ପାଣି ଯୋଗାଇ ଦିଆଯାଇପାରିବ ସେନେଇ ବ୍ୟବସ୍ଥା କରାଯାଉଛି। ଏଠାରୁ ସ୍ବାସ୍ଥ୍ୟ ବିଭାଗର ଟିମ୍‌ ଯାଇଥିଲେ । ବୁଧବାର ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ରାୟଗଡ଼ା ଓ କୋରାପୁଟ ଯାଇଛନ୍ତି । ବେ ସ୍ଥିତି ଉଦବେଗଜନକ ନାହିଁ । ଏହାକୁ ମହାମାରୀ କୁହାଯାଇପାରିବ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍‌ ୨୦୨୬: ଜାଣନ୍ତୁ କ୍ରିକେଟ ଇତିହାସରେ କେବେ ଖେଳା ଯାଇଥିଲା ପ୍ରଥମ ସୁପର ଓଭର

ନୂଆଦିଲ୍ଲୀ,୧୧ା୨: ଆଜି ଅର୍ଥାତ୍‌ ବୁଧବାର ଦକ୍ଷିଣ ଆଫ୍ରିକା ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଏକ ରୋମାଞ୍ଚକର ଡବଲ ସୁପର ଓଭରରେ ଆଫଗାନିସ୍ତାନକୁ ପରାସ୍ତ କରିଛି। କ୍ରିକେଟ ପ୍ରେମୀମାନେ ପୁଣି…

IAS ସ୍ତରରେ ଅଦଳବଦଳ କଲେ ସରକାର, MSME ସଚିବ ହେଲେ ରଶ୍ମିତା ପଣ୍ଡା

ଭୁବନେଶ୍ବର,୧୧।୨: ସଚିବ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଅନେକ ଅଧିକାରୀଙ୍କୁ ଗୁରୁତ୍ବପୂର୍ଣ୍ଣ ବିଭାଗର ଦାୟିତ୍ବ ଦିଆଯାଇଛି । ଭୂପେନ୍ଦ୍ର ସିଂ ପୁନିଆ କ୍ରୀଡ଼ା ଓ…

୨ ନଦୀର ସଙ୍ଗମସ୍ଥଳରେ ହେବ ଆନିକଟ୍‌, ନିର୍ମାଣ ସ୍ଥଳ ପରିଦର୍ଶନ କରି ବିଧାୟକ କହିଲେ…

ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗ୍ରୀଣ୍ଡୋଲା ନିକଟରେ ପ୍ରବାହିତ ଜୀରାନଦୀ ଏବଂ ରାଞ୍ଜ ନଦୀର ସଂଯୋଗସ୍ଥଳୀ ଦୋ ମୁହାଣିରେ ନଦୀସ୍ଥ ଜଳ ସଂରକ୍ଷଣ…

ମାଓବାଦୀ ମୁକ୍ତ ହେବ ଗନ୍ଧମାର୍ଦ୍ଦନ: ଚାଲିଛି ରଣକୌଶଳ, ମାର୍ଚ୍ଚ ଶେଷ ଶୁଦ୍ଧା…

ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ପଦ୍ମପୁର ଉପଖଣ୍ଡ ପାଇକମାଳ ଥାନା ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ଜଙ୍ଗଲରୁ ପ୍ରଥମେ ଜିଲାରେ ମାଓବାଦୀ ସଂଗଠନ କାୟା ବିସ୍ତାର କରିଥିଲା। ଏହାପରେ ମାଓବାଦୀ…

ଜୀବନର ଶେଷ ଦୌଡ଼… ପୋଲିସ ନିଯୁକ୍ତି ପାଇଁ ଦୌଡୃୁଥିଲେ ପ୍ରାର୍ଥୀ, ତଳେ ପଡ଼ି ଚାଲିଗଲା ଜୀବନ

ମୁମ୍ବାଇ,୧୧।୨: ମହାରାଷ୍ଟ୍ରର ବିଡ ଜିଲ୍ଲାରେ ପୋଲିସ ନିଯୁକ୍ତି ପ୍ରକ୍ରିୟା ସମୟରେ ଏକ ଦୁଃଖଦ ଘଟଣା ଘଟିଛି । ଶାରୀରିକ ପରୀକ୍ଷା ପାଇଁ ଏକ ଦୌଡ଼ରେ ଅଂଶଗ୍ରହଣ କରୁଥିବା…

ମହିଳାଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତ…

ଦିଗପହଣ୍ଡି,୧୧ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ମଙ୍ଗରାଜପୁର ଗ୍ରାମର ଏମ.ସସ୍ମିତା ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଦିଗପହଣ୍ଡି ପୋଲିସ ବୁଧବାର ଗ୍ରାମର…

ସମ୍ପର୍କରେ କଳଙ୍କ; ବୋହୂଙ୍କୁ ଯୌନ ନିର୍ଯାତନା ଦେଉଥିଲେ ଶ୍ବଶୁର, ଲିଫ୍ଟରେ କରୁଥିଲେ…

ବେଙ୍ଗାଲୁରୁ,୧୧ା୨: ଉତ୍ତର ବେଙ୍ଗାଲୁରୁରୁ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଏକ ଘରୋଇ ସ୍କୁଲରେ ପ୍ରିନ୍ସିପାଲ୍ ଭାବରେ କାର୍ଯ୍ୟ କରୁଥିବା ଜଣେ ମହିଳା ତାଙ୍କ ଶ୍ୱଶୁରଙ୍କ…

କନ୍ଧମାଳରୁ ଭୁବନେଶ୍ୱରକୁ ଚାଲାଣ ହେଉଥିଲା ଗଞ୍ଜେଇ, ରାସ୍ତା ମଝିରେ ଧରିଲା ପୋଲିସ

ଭଞ୍ଜନଗର,୧୧ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସ୍‌ଆଇ ଏଲ୍‌. ବିଶ୍ୱାଳଙ୍କ ନେତୃତ୍ୱରେ ନିଧିଆପଲ୍ଲୀ ଛକରେ ଯାନବାହନ ଯାଞ୍ଚ ଚାଲିଥିଲା। ଏହି ସମୟରେ ପୋଲିସ ଏକ ବିଶ୍ୱସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri