କୋର୍‌ ସେକ୍ଟରରେ ସ୍ଥିତାବସ୍ଥା ଫେରୁଛି

ନୂଆଦିଲ୍ଲୀ: ଦେଶର ୮ କୋର୍‌ ସେକ୍ଟର ଗତ ୭ ମାସ ଧରି ପ୍ରଭାବିତ ସ୍ଥିତିରେ ରହିଛି। କରୋନା ମହାମାରୀ ଯୋଗୁ ଏଭଳି ସ୍ଥିତି ଉପୁଜିଛି। ମାତ୍ର ଅନ୍‌ଲକ ପରେ ଏଥିରେ ପ୍ରଭାବ କମୁଥିବା ନଜରକୁ ଆସିଛି। କୋର ସେକ୍ଟର କାର୍ଯ୍ୟକଳାପ ପୁଣି ଥରେ ଟ୍ରାକ୍‌କୁ ଫେରୁଥିବା ଜଣାପଡିଛି। ସେପ୍ଟେମ୍ବର ମାସରେ କୋର୍‌ ସେକ୍ଟର ମାତ୍ର ୦.୮% ଖସିଛି। ଏହା ଅଗଷ୍ଟରେ ୭.୩% ହ୍ରାସ ହୋଇଥିଲା। କୋର ସେକ୍ଟର ସୂଚୀରେ କୋଇଲା, ବିଦ୍ୟୁତ୍‌ ଶକ୍ତି ଏବଂ ଇସ୍ପାତର ଭଳି କ୍ଷେତ୍ରଗୁଡିକର ଭାଗ ପ୍ରାୟ ଅଧାରୁ ଅଧିକ। ସେପ୍ଟେମ୍ବରରେ ଏହି କ୍ଷେତ୍ରଗୁଡିକର କାର୍ଯ୍ୟକଳାପ ବେଶ୍‌ ଉନ୍ନତ ରହିଛି। ଲଗାତର ଦ୍ୱିତୀୟ ମାସ ଲାଗି କୋଇଲା କ୍ଷେତ୍ରରେ ଉତ୍ପାଦନ ବଢିଛି। ସେପ୍ଟେମ୍ବରରେ ଏହା ୨୧.୧କୁ ବଢିଥିବା ବେଳେ ଅଗଷ୍ଟରେ ଏହା ୩.୬% ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ଟଙ୍କା ଖୁସି କିଣି ପାରିବ ନାହିଁ…’ କୋଟି କୋଟି ଆୟ ପରେ ଏଲୋନ ମସ୍କ ଏକ ଆଶ୍ଚର୍ଯ୍ୟଜନକ ପୋଷ୍ଟ

ନୂଆଦିଲ୍ଲୀ,୬।୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଏଲନ ମସ୍କ ବର୍ତ୍ତମାନ ଏକ ନୂଆ ଇତିହାସ ରଚିଛନ୍ତି। ସେ ଦୁନିଆର ପ୍ରଥମ ବ୍ୟକ୍ତି ଭାବେ ୮୦୦ ବିଲିୟନ ଡଲାର…

ବଦଳିଲା ଜମି-ଘର କିଣିବା ନିୟମ, ଏହି କାଗଜ ନ ଥିଲେ କରିପାରିବେନି ରେଜିଷ୍ଟ୍ରେଶନ

ନୂଆଦିଲ୍ଲୀ,୬।୨: ଯଦି ଆପଣ ଉତ୍ତର ପ୍ରଦେଶରେ ରହୁଛନ୍ତି ଏବଂ ଜମି କିଣିବା ବିଷୟରେ ଚିନ୍ତା କରୁଛନ୍ତି, ତେବେ ଆପଣଙ୍କୁ ଉତ୍ତର ପ୍ରଦେଶର ଏହି ଗୁରୁତ୍ୱପୂର୍ଣ୍ଣ ନିୟମଗୁଡ଼ିକ ବିଷୟରେ…

ରେପୋ ରେଟ୍‌ ଅପରିବର୍ତ୍ତିତ ରଖିଲା RBI: ସୁଧ ହାରରେ ମିଳିଲାନି ଆଶ୍ୱସ୍ତି

ମୁମ୍ବାଇ,୬।୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଚଳିତ ଆର୍ଥିକ ବର୍ଷର ଶେଷ ମୁଦ୍ରାନୀତି ଘୋଷଣା କରିଛି। ଆର୍‌ବିଆଇ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସୁଧ…

ୟୁରୋପ, ଆମେରିକା ପରେ ଭାରତ ଟାର୍ଗେଟରେ ଏସବୁ ଧନୀ ଦେଶ; ଖୁବଶୀଘ୍ର ହେବ ବାଣିଜ୍ୟ ଚୁକ୍ତି

ନୂଆଦିଲ୍ଲୀ,୫।୨: ଅନେକ ଆଲୋଚନା ପରେ ଭାରତ ୟୁରୋପ, ଆମେରିକା ସହିତ ବାଣିଜ୍ୟ ଚୁକ୍ତି କରିବାରେ ସଫଳ ହୋଇଛି। ଏହି ଚୁକ୍ତି ଭାରତ ଅର୍ଥନୀତି ପାଇଁ ଖୁବ ସୁଯୋଗ…

Baba Venga: ଡରାଉଛି ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ; ୨୦୨୬ରେ ବଢିବ ନା ଶସ୍ତା ହେବ ସୁନା?

ପ୍ରସିଦ୍ଧ ବୁଲଗେରିଆନ୍ ଭବିଷ୍ୟବ୍ୟକ୍ତା ବାବା ଭେଙ୍ଗା, ଚଳିତ ବର୍ଷ ପାଇଁ ଅନେକ ଭୟଙ୍କର ଚେତାବନୀ ଦେଇଥିଲେ। ସେ ଭବିଷ୍ୟବାଣୀ କରିଥିଲେ ଯେ ବିଶ୍ୱ ଏକ ଗମ୍ଭୀର ଆର୍ଥିକ…

ହୋଲି-ଦୀପାବଳିରେ ମାଗଣା ଗ୍ୟାସ ସିଲିଣ୍ଡର; ଜାଣନ୍ତୁ ଆପଣଙ୍କୁ କିପରି ମିଳିବ ଲାଭ…

ନୂଆଦିଲ୍ଲୀ,୫।୨: ଯଦି ଆପଣ ଦିଲ୍ଲୀରେ ରହୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର। ଦିଲ୍ଲୀର ରେଖା ଗୁପ୍ତା ସରକାର ନିଜର ନିର୍ୱାଚନୀ ପ୍ରତିଶ୍ରୁତି ପୂରଣ କରି…

UPI New Rules: ବଦଳିଲା UPI ଟ୍ରାଞ୍ଜାକ୍ସନ ପଦ୍ଧତି, ଜାଣନ୍ତୁ କେଉଁମାନେ ହେବେ ପ୍ରଭାବିତ

ନୂଆଦିଲ୍ଲୀ,୫।୨: ଭାରତରେ ଡିଜିଟାଲ ପେମେଣ୍ଟ ଆମ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। ପନିପରିବା କିଣିବା ଠାରୁ ଆରମ୍ଭ କରି ଅନଲାଇନ ସପିଂ, ବିଦ୍ୟୁତ୍‌ ବିଲ…

ଏବେ ବି ଆପଣଙ୍କ ପାଖରେ ଅଛି କି ୨୦୦୦ ଟଙ୍କିଆ ନୋଟ: ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ ଅଛି, ତେବେ ଭବିଷ୍ୟତରେ ଏହାକୁ ବ୍ୟବହାର କରିବା କଷ୍ଟକର ହୋଇଯିବ। ନଭେମ୍ବର ୨୦୧୬ରେ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri