କୋର୍‌ ସେକ୍ଟରରେ ସ୍ଥିତାବସ୍ଥା ଫେରୁଛି

ନୂଆଦିଲ୍ଲୀ: ଦେଶର ୮ କୋର୍‌ ସେକ୍ଟର ଗତ ୭ ମାସ ଧରି ପ୍ରଭାବିତ ସ୍ଥିତିରେ ରହିଛି। କରୋନା ମହାମାରୀ ଯୋଗୁ ଏଭଳି ସ୍ଥିତି ଉପୁଜିଛି। ମାତ୍ର ଅନ୍‌ଲକ ପରେ ଏଥିରେ ପ୍ରଭାବ କମୁଥିବା ନଜରକୁ ଆସିଛି। କୋର ସେକ୍ଟର କାର୍ଯ୍ୟକଳାପ ପୁଣି ଥରେ ଟ୍ରାକ୍‌କୁ ଫେରୁଥିବା ଜଣାପଡିଛି। ସେପ୍ଟେମ୍ବର ମାସରେ କୋର୍‌ ସେକ୍ଟର ମାତ୍ର ୦.୮% ଖସିଛି। ଏହା ଅଗଷ୍ଟରେ ୭.୩% ହ୍ରାସ ହୋଇଥିଲା। କୋର ସେକ୍ଟର ସୂଚୀରେ କୋଇଲା, ବିଦ୍ୟୁତ୍‌ ଶକ୍ତି ଏବଂ ଇସ୍ପାତର ଭଳି କ୍ଷେତ୍ରଗୁଡିକର ଭାଗ ପ୍ରାୟ ଅଧାରୁ ଅଧିକ। ସେପ୍ଟେମ୍ବରରେ ଏହି କ୍ଷେତ୍ରଗୁଡିକର କାର୍ଯ୍ୟକଳାପ ବେଶ୍‌ ଉନ୍ନତ ରହିଛି। ଲଗାତର ଦ୍ୱିତୀୟ ମାସ ଲାଗି କୋଇଲା କ୍ଷେତ୍ରରେ ଉତ୍ପାଦନ ବଢିଛି। ସେପ୍ଟେମ୍ବରରେ ଏହା ୨୧.୧କୁ ବଢିଥିବା ବେଳେ ଅଗଷ୍ଟରେ ଏହା ୩.୬% ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆସିଲା ହୋଣ୍ଡାର ନୂଆ ଆମେଜ୍‌ ଭିଏକ୍ସ ସିଭିଟି

ନୂଆଦିଲ୍ଲୀ,୨୪-୪:ପ୍ରମୁଖ ଅଟୋମୋବାଇଲ ମାନୁଫାକ୍‌ଚରର ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ(ଏଚ୍‌ସିଆଇଏଲ୍‌) ପକ୍ଷରୁ ନୂଆ ଆମେଜ୍‌ ଭିକ୍ସ ସିଭିଟି ବଜାରକୁ ଆସିଛି। ହୋଣ୍ଡା ଆମେଜ୍‌ ଫ୍ୟାମିଲି ସେଡାନ୍‌ ବର୍ଗରେ...

ଆର୍ସେଲରମିତ୍ତଲ ପକ୍ଷରୁ ସଚେତନତା ଶିବିର

ଭୁବନେଶ୍ୱର,୩୧।୧: ଦେଶର ପ୍ରମୁଖ ଘରୋଇ ବାଣିଜି୍ୟକ ସଂସ୍ଥା ଆର୍ସେଲରମିତ୍ତଲ ପକ୍ଷରୁ ଏକ ମେଗା ସ୍ବାସ୍ଥ୍ୟ ସଚେତନତା ଶିବିର ଆୟୋଜନ କରାଯାଇଥିଲା। ଏପରିକି କେନ୍ଦୁଝର ବ୍ଲଡ ବ୍ୟାଙ୍କ...

ବାଣିଜ୍ୟ ଲିଡରଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ମୁମ୍ବାଇ,୭-୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୨୦-୨୧ ସାଧାରଣ ବଜେଟର ଅବ୍ୟବହିତ ପୂର୍ବରୁ ଦେଶର ବାଣିଜ୍ୟ ଲିଡରଙ୍କୁ ଭେଟିଛନ୍ତି। ଅର୍ଥ ବ୍ୟବସ୍ଥା ସାମ୍ନାରେ ରହିଥିବା ବିଭିନ୍ନ ଚ୍ୟାଲେଞ୍ଜ,...

୩ ରାଷ୍ଟ୍ରାୟତ୍ତ କମ୍ପାନୀର ଅଂଶଧନ ବିକ୍ରି ପ୍ରକ୍ରିୟା ଆରମ୍ଭ

ନୂଆଦିଲ୍ଲୀ,୧୨-୧୦: ୩ ରାଷ୍ଟ୍ରାୟତ୍ତ କମ୍ପାନୀର ଅଂଶଧନ ବିକ୍ରି ଲାଗି ସରକାର ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି କମ୍ପାନୀଗୁଡିକ ମଧ୍ୟରେ କଣ୍ଟେନର କର୍ପୋରେଶନ ଅଫ୍‌ ଇଣ୍ଡିଆ(କନ୍‌କର), ନେପ୍‌କୋ...

ବିଗ୍‌ ବଜାର ପକ୍ଷରୁ ଡୋରଷ୍ଟେପ ଡେଲିଭରି ସେବା

ଭୁବନେଶ୍ୱର,୯।୫: ବର୍ତ୍ତମାନର ଚ୍ୟାଲେଞ୍ଜିଂ ସମୟରେ ବିଗ୍‌ ବଜାର ପକ୍ଷରୁ ଡୋର ଷ୍ଟେପ୍‌ ଡେଲିଭରି ସେବା ଯୋଗାଇ ଦିଆଯାଉଛି। ଲକ୍‌ଡାଉନ ସମୟରେ ଗ୍ରାହକଙ୍କ ଘର ଦୁଆରରେ ସେବା...

ଟ୍ରାକ୍‌କୁ ଫେରୁଛି ଅଟୋମୋବାଇଲ ବଜାର

ନୂଆଦିଲ୍ଲୀ,୨।୬: ଦୀର୍ଘ ଦିନ ଧରି ଲାଗି ରହିଥିବା ସମସ୍ୟାର ସମାଧାନ ସାଙ୍ଗକୁ ଧୀରେ ଧୀରେ ଟ୍ରାକ୍‌କୁ ଫେରୁଛି ଅଟୋମୋବାଇଲ ବଜାରର କାରବାର। ଗତ ଦୁଇବର୍ଷ ଧରି...

ଭାରତ ମସଲାର ବୃହତ୍‌ ଷ୍ଟଲ୍‌

କଟକ,୯।୧୧: ରାଜ୍ୟର ପ୍ରମୁଖ ମସଲା ଉଦ୍ୟୋଗ ‘ଭାରତ ମସଲା’ର ଏକ ଆକର୍ଷଣୀୟ ଷ୍ଟଲ୍‌ କଟକ ବାଲିଯାତ୍ରା ପରିସରରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ କଟକ ଜିଲାପାଳ...

୫ ଲକ୍ଷ କୋଟି ଡଲାର ଅର୍ଥନୀତି ପାଇଁ ବୁଝିବିଚାରି ରଣନୀତି ଆପଣାଇବାକୁ ହେବ: ମନମୋହନ

ଜୟପୁର,୮-୯: ମୋଦି ସରକାର ୨୦୨୪-୨୫ ସୁଦ୍ଧା ଦେଶକୁ ୫ ଲକ୍ଷ କୋଟି ଡଲାର ଅର୍ଥନୀତିରେ ପରିଣତ କରିବା ଲାଗି ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ଏହା ଉପରେ...

Advertisement
Archives

Model This Week