ଏନ୍‌ବିଏଫ୍‌ସିଗୁଡ଼ିକର ସ୍ଥିତିରେ ସୁଧାର ଆସିନି

ନୂଆଦିଲ୍ଲୀ,୧୨।୭: କୋଭିଡ୍‌ ଯୋଗୁ ଦେଶର ଅଣ ବ୍ୟାଙ୍କିଙ୍ଗ ବିତ୍ତ ପ୍ରତିଷ୍ଠାନ(ଏନ୍‌ବିଏଫ୍‌ସି)ଗୁଡିକରେ ସମସ୍ୟା ଲାଗିରହିଛି। ସ୍ଥିତିରେ ସୁଧାର ଆସି ନ ଥିବାରୁ ଏନ୍‌ବିଏଫ୍‌ସି ପରିଚାଳନା ପୁଞ୍ଜି ଆବଶ୍ୟକ କରୁଛନ୍ତି। ସରକାରଙ୍କ ପକ୍ଷରୁ ଗ୍ରହଣ କରାଯାଇଥିବା ସ୍ବତନ୍ତ୍ର ନଗଦ ଯୋଗାଣ ଯୋଜନାରେ ଏହି ସଂସ୍ଥାଗୁଡିକ ବର୍ତ୍ତମାନ ସୁଦ୍ଧା ୧୦ ହଜାର କୋଟି ଟଙ୍କା ଯୋଗାଇ ଦେବା ଲାଗି କହିଛନ୍ତି। ଏ ନେଇ ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ରବିବାର ସୂଚନା ଦିଆଯାଇଛି। ଏହି ଯୋଜନାରେ ୩୦ ହଜାର କୋଟି ଟଙ୍କା ଯୋଗାଣ ନେଇ ସରକାର ଲକ୍ଷ୍ୟ ରଖିଛନ୍ତି। କୋଭିଡ୍‌ ସାରା ଦେଶର ବଜାରକୁ କ୍ଷତିଗ୍ରସ୍ତ କରିଥିବା ବେଳେ ଏହାର ଚାପରୁ ଏନ୍‌ବିଏଫ୍‌ସି ମଧ୍ୟ ବର୍ତ୍ତି ନ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

୧ଟଙ୍କାରେ ଜମି ଦେବେ ସରକାର, ଏହି ତାରିଖ ସୁଦ୍ଧା କରିବାକୁ ପଡିବ ଆବେଦନ, କିନ୍ତୁ ରହିଛି ଏହି ସର୍ତ୍ତ

ପାଟନା,୬।୧୨: ପ୍ରାୟତଃ ଦେଖାଯାଏ ଯେ ଏକ ଭଲ ବ୍ୟବସାୟିକ ଧାରଣା ସତ୍ତ୍ୱେ, ଆକାଶଛୁଆଁ ଜମି ମୂଲ୍ୟ ଉଦ୍ୟୋଗୀମାନଙ୍କ ସ୍ୱପ୍ନକୁ ବାଧା ଦିଏ। ଯଦି ଆପଣ ମଧ୍ୟ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା ଦେଲେ ପୁଟିନ-ମୋଦି! ବିଶ୍ୱରେ ଚହଳ

ନୂଆଦିଲ୍‌ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ତାଙ୍କ ଆଗମନ ଭାରତ ପାଇଁ ଖୁସିର ଖବର ଆଣିଛି। ଗୁରୁବାର ଆମେରିକୀୟ...

ରେପୋ ରେଟ୍ ୫.୨୫% କୁ ହ୍ରାସ କଲା RBI, ସୁଧ ହାର କମିବା ସମ୍ଭାବନା

ମୁମ୍ବାଇ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଏହାର ମୁଦ୍ରା ନୀତି ସମୀକ୍ଷା ବୈଠକ ପରେ ରେପୋ ରେଟ୍କୁ ୨୫ ବେସିସ୍ ପଏଣ୍ଟ ହ୍ରାସ କରି ୫.୨୫...

ବଦଳିବ ବ୍ୟାଙ୍କିଂ ସମୟ! ଓ଼୍ବାର୍କିଂ ଡେ ରହିବ ଏତିକି, ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୪ା୧୨: ଆଜିକାଲି କାର୍ଯ୍ୟ-ଜୀବନ ସନ୍ତୁଳନ ଏକ ପ୍ରମୁଖ ସମସ୍ୟା। ବ୍ୟାଙ୍କ କର୍ମଚାରୀମାନେ ମଧ୍ୟ ଏହାର ବ୍ୟତିକ୍ରମ ନୁହଁନ୍ତି। ୟୁନିଅନଗୁଡ଼ିକ ବହୁ ଦିନ ଧରି ବ୍ୟାଙ୍କଗୁଡ଼ିକ ପାଇଁ...

ଡଲାର ତୁଳନାରେ ୯୦ ଟପିଲା ଟଙ୍କା, ସର୍ବକାଳୀନ ନିମ୍ନ ସ୍ତରକୁ ଖସିଲା

ମୁମ୍ବାଇ,୩ା୧୨: ଭାରତୀୟ ଟଙ୍କା ବୁଧବାର ଆମେରିକୀୟ ଡଲାର ତୁଳନାରେ ପ୍ରଥମ ଥର ପାଇଁ ୯୦ ଟଙ୍କା ସ୍ତର ଅତିକ୍ରମ କରିଛି। ଟଙ୍କାର ମୂଲ୍ୟ ଖସିଯାଇ ଡଲାର୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri