ଏନ୍‌ବିଏଫ୍‌ସିଗୁଡ଼ିକର ସ୍ଥିତିରେ ସୁଧାର ଆସିନି

ନୂଆଦିଲ୍ଲୀ,୧୨।୭: କୋଭିଡ୍‌ ଯୋଗୁ ଦେଶର ଅଣ ବ୍ୟାଙ୍କିଙ୍ଗ ବିତ୍ତ ପ୍ରତିଷ୍ଠାନ(ଏନ୍‌ବିଏଫ୍‌ସି)ଗୁଡିକରେ ସମସ୍ୟା ଲାଗିରହିଛି। ସ୍ଥିତିରେ ସୁଧାର ଆସି ନ ଥିବାରୁ ଏନ୍‌ବିଏଫ୍‌ସି ପରିଚାଳନା ପୁଞ୍ଜି ଆବଶ୍ୟକ କରୁଛନ୍ତି। ସରକାରଙ୍କ ପକ୍ଷରୁ ଗ୍ରହଣ କରାଯାଇଥିବା ସ୍ବତନ୍ତ୍ର ନଗଦ ଯୋଗାଣ ଯୋଜନାରେ ଏହି ସଂସ୍ଥାଗୁଡିକ ବର୍ତ୍ତମାନ ସୁଦ୍ଧା ୧୦ ହଜାର କୋଟି ଟଙ୍କା ଯୋଗାଇ ଦେବା ଲାଗି କହିଛନ୍ତି। ଏ ନେଇ ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ରବିବାର ସୂଚନା ଦିଆଯାଇଛି। ଏହି ଯୋଜନାରେ ୩୦ ହଜାର କୋଟି ଟଙ୍କା ଯୋଗାଣ ନେଇ ସରକାର ଲକ୍ଷ୍ୟ ରଖିଛନ୍ତି। କୋଭିଡ୍‌ ସାରା ଦେଶର ବଜାରକୁ କ୍ଷତିଗ୍ରସ୍ତ କରିଥିବା ବେଳେ ଏହାର ଚାପରୁ ଏନ୍‌ବିଏଫ୍‌ସି ମଧ୍ୟ ବର୍ତ୍ତି ନ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଗକୁ ପେଟ୍ରୋଲରେ ମିଶିବ କି ୨୦% ରୁ ଅଧିକ ଇଥାନଲ୍? ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୧।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ ବା ଇ-୨୦ ପେଟ୍ରୋଲକୁ ନେଇ ଚର୍ଚ୍ଚା ଆଲୋଚନା ଲାଗି ରହିଛି । ଏହାଦ୍ୱାରା ଗାଡି଼ର ଇଞ୍ଜିନ ଖରାପ ହେଉଥିବା ନେଇ କହୁଛନ୍ତି…

ଏଣିକି ବିନା ଇଣ୍ଟରନେଟ୍‌ରେ ହେବ UPI ପେମେଣ୍ଟ! ଦ୍ରୁତ ଗତିରେ ଚାଲିଛି…

ନୂଆଦିଲ୍ଲୀ,୨୧।୭: UPI ଭାରତରେ ଡିଜିଟାଲ ପେମେଣ୍ଟର ଦୃଶ୍ୟପଟକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିଛି। ଏବେ ଇଣ୍ଟରନେଟ ସଂଯୋଗ ବିନା ମଧ୍ୟ UPI ପେମେଣ୍ଟ କରିବାର ଏକ ଉପାୟ ଖୋଲିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri