ଚାଲିଚାଲି ଯାଉଥିଲେ ନାବାଳିକା, ଉପରୁ ଖସିଲା ନିର୍ମାଣାଧୀନ ବ୍ରିଜ୍‌ ସ୍ଲାବ୍‌, ଆଉ ତା’ ପରେ…

ଭଦ୍ରକ,୫ା୧୦(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ଜିଲା ଧାମନଗର ଥାନା ବିଷ୍ଣୁପୁର ଛକ ନିକଟରେ ପ୍ରୋଟେକ୍ସନ ସ୍ଲାବ୍‌ ଖସି ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଛି l ଉତ୍ତ୍ୟକ୍ତ ଲୋକେ ସେଠାରେ କାର୍ଯ୍ୟରେ ନିୟୋଜିତ ଏକ ଜେସିବି ମେଶିନ ଜାଳିଦେବା ସହ ରାଜପଥ ଅବରୋଧ କରିଛନ୍ତି l ଘଟଣାସ୍ଥଳରେ ଧାମନଗର ପୋଲିସ ମୁତୟନ ରହିଛି l ସୂଚନା ମୁତାବକ ବହୁଦରଡ଼ା ପଞ୍ଚାୟତ ବେନ୍ତାଳିଆ ଗ୍ରାମର ଭଜଗୋବିନ୍ଦ ମଳିକଙ୍କ ୭ ବର୍ଷର ଝିଅ ରବିବାର ଅପରାହ୍ନରେ ସେହି ରାସ୍ତା ପାର୍ଶରେ ଚାଲି ଚାଲି ଆସୁଥିଲେ। ରାଜପଥ ଓଭର ବ୍ରିଜ ନିର୍ମାଣ କାର୍ଯ୍ୟ ଚାଲୁଥିବା ବେଳେ ସେହି ସମୟରେ ଏକ ପ୍ରୋଟେକ୍ସନ ସ୍ଲାବ୍‌ ତାଙ୍କ ଉପରେ ଖସି ପଡ଼ିଥିଲା। ଫଳରେ ସ୍ଲାବ୍‌ରେ ଚାପି ହୋଇ ନାବାଳିକାର ମୃତ୍ୟୁ ହୋଇଥିବା ସ୍ଥାନୀୟ ଲୋକେ ଅଭିଯୋଗ କରି କ୍ଷତିପୂରଣ ଦାବିରେ ରାଜପଥ ଅବରୋଧ କରିଛନ୍ତି l ଫଳରେ ଉଭୟ ପାର୍ଶ୍ୱରେ ବହୁ ସଂଖ୍ୟାରେ ଗାଡ଼ି ଅଟକି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ପ୍ରକାଶ ପାଇବ ମାଟ୍ରିକ ଫଳ: ଜାଣନ୍ତୁ କେମିତି ଚେକ୍‌ କରିବେ ଛାତ୍ରୀଛାତ୍ର

ଭୁବନେଶ୍ୱର,୨।୫: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଚଳିତବର୍ଷର ମାଟ୍ରିକ୍‌, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ଆଜି ପ୍ରକାଶ ପାଇବ। ବୋର୍ଡ ୱେବ୍‌ ସାଇଟ…

ପଶ୍ଚିମବଙ୍ଗର ୧୫ ବୁଥ୍‌ରେ ପୁନଃମତଦାନ ଆରମ୍ଭ: ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ପରେ ଚାଲିଛି ଭୋଟିଂ

କୋଲକାତା,୨।୫: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ନିର୍ବାଚନମଣ୍ଡଳୀର ୧୫ଟି ବୁଥରେ ପୁନଃ ମତଦାନ ହେଉଛି। ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ପରେ ଏହି ମତଦାନ କେନ୍ଦ୍ରଗୁଡ଼ିକରେ ମତଦାନ କରାଯାଉଛି। ଏହି…

Love You Darling…. ଚିତ୍କାର କରି ଧୋନୀଙ୍କୁ ଏମିତି କହିଦେଲେ ଏହି କ୍ରିକେଟର୍‌, ଦେଖନ୍ତୁ Video

ନୂଆଦିଲ୍ଲୀ,୨।୫: IPL 2026ରେ ଏମ୍‌ସ୍‌୍‌ ଧୋନୀଙ୍କୁ ପଡ଼ିଆରେ ଦେଖିବା ପାଇଁ ପ୍ରଶଂସକମାନେ ବହୁତ ଦିନରୁ ଅପେକ୍ଷା କରିଛନ୍ତି। ତାଙ୍କ ପ୍ରତି ସେମାନଙ୍କର ପ୍ରେମ ଅତୁଟ ରହିଛି। କେବଳ…

ବ୍ୟାଟ ଦେଖାଇଲେ ଜାଡେଜା, ଧକ୍କା ମାରିଲେ କୁଲଦୀପ ଯାଦବ: ଲାଇଭ ମ୍ୟାଚ ସମୟରେ ମଧ୍ୟରେ ଘଟିଲା ଏମିତି, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨।୫: IPL ୨୦୨୬ର ୪୩ତମ ମ୍ୟାଚ ରାଜସ୍ଥାନ ରୟାଲ୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ସୱାଇ ମାନସିଂହ ଷ୍ଟାଡିୟମରେ ଖେଳାଯାଇଥିଲା, ଯେଉଁଥିରେ ଡିସି RRକୁ ୭ ଉଇକେଟ୍‌ରେ…

ହର୍ମୁଜରେ ମହାଯୁଦ୍ଧର କାଉଣ୍ଟଡାଉନ୍‌! ଆମେରିକା ଆରମ୍ଭ କରିବାକୁ ଯାଉଛି ସବୁଠୁ ବଡ଼ ଅପରେଶନ…

ନୂଆଦିଲ୍ଲୀ/ତେହେରାନ,୧।୫: ମଧ୍ୟପ୍ରାଚ୍ୟରେ ଯେକୌଣସି ସମୟରେ ଏକ ବଡ଼ ଧରଣର ବିନାଶ ଦେଖିବାକୁ ମିଳିପାରେ । ଆମେରିକା ଇରାନ ଉପରେ ଏକ ବଡ଼ ଆକ୍ରମଣ ପାଇଁ ପ୍ରସ୍ତୁତ ହେଉଥିବା…

ଜନଗଣନା କାର୍ଯ୍ୟ ସାରି ଫେରିବା ପରେ ଚାଲିଗଲା ଶିକ୍ଷକଙ୍କ ଜୀବନ, ଅଞ୍ଚଳରେ ଶୋକର ଛାୟା

ବାସୁଦେବପୁର,୧।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧିନ ଆର ତୁଙ୍ଗ ଗ୍ରାମର ଶିକ୍ଷକ ବଳରାମ ବିନ୍ଧାଣୀଙ୍କର ଶୁକ୍ରବାର ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ପ୍ରଭାବରେ ମୃତ୍ୟୁ…

ଆଇଏମ୍‌ଡିର ବଡ଼ ଚେତାବନୀ, ମେ’ରେ ସ୍ବାଭାବିକଠାରୁ ହେବ ଅଧିକ ବର୍ଷା

ନୂଆଦିଲ୍ଲୀ,୧।୫: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ଏକ ଆଶ୍ୱସ୍ତିକର ଖବର ଆସିଛି। ଚଳିତ ବର୍ଷ ମେ ମାସରେ ଦେଶରେ ସ୍ବାଭାବିକଠାରୁ ଅଧିକ ବର୍ଷା ହେବ ବୋଲି ଭାରତୀୟ…

ଶର୍ଟ ସର୍କିଟରୁ ଲାଗିଲା ନିଆଁ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ

ମୋହନା,୧।୫(ମନ୍ମଥ ମିଶ୍ର ): କିଛି ଦିନ ହେଲା ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ଚାଲିଥିବା ବେଳେ ଶୁକ୍ରବାର ପୁଣି ଏକ ଅଘଟଣ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri