ପ୍ରବଳ ତୁଷାରପାତ: ଶୋଇଥିବା କୁମ୍ଭୀର ବି ପାଲଟିଲା ବରଫ

ନ୍ୟୁୟର୍କ,୩୦ା୧: ପୂର୍ବ ଯୁକ୍ତରାଷ୍ଟ୍ରରେ ପ୍ରବଳ ତୁଷାରପାତ ହେତୁ ଜନଜୀବନ ବ୍ୟାହତ ହୋଇପଡ଼ିଛି। ଏହି ଅଞ୍ଚଳର ପ୍ରାୟ ୭ କୋଟି ଲୋକ ପ୍ରଭାବିତ ହୋଇଛନ୍ତି। ତୁଷାରପାତ ଯୋଗୁ ଲୋକେ ବିଦ୍ୟୁତ୍‌କାଟ୍‌ର ସମ୍ମୁଖୀନ ହେଉଛନ୍ତି। ପରିବହନ ମଧ୍ୟ ପ୍ରଭାବିତ ହୋଇଛି। ଜାତୀୟ ପାଣିପାଗ ସେବା (NWS) ଏକ ସତର୍କ ସୂଚନା ଜାରି କରିଛି।
ଏତେ ଥଣ୍ଡା ଯେ, ନଦୀରେ ଶୋଇଥିବା କୁମ୍ଭୀର ବରଫ ପାଲଟିଯାଇଛି। ରାସ୍ତାରେ ଥିବା ଗାଡ଼ିମୋଟରରେ ମଧ୍ୟ ବରଫ ଜମିଯାଇଛି। ଏହି ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

ତୁଷାରପାତର ସର୍ବାଧିକ ପ୍ରଭାବ ନ୍ୟୁୟର୍କ ଏବଂ ବୋଷ୍ଟନ ଭଳି ସହରରେ ଦେଖିବାକୁ ମିଳିଛି। ଏହାକୁ ଦୃଷ୍ଟିରେ ରଖି ଜାତୀୟ ପାଣିପାଗ ସେବା ଏକ ‘ବମ୍‌ ସାଇକ୍ଲୋନ୍‌’ ନିଶ୍ଚିତ କରିଛି। ଏହି ସାଇକ୍ଲୋନନର ପ୍ରଭାବ ବହୁତ ଦ୍ରୁତ ଅଟେ। ପୃଥିବୀ ପୃଷ୍ଠରେ ବାୟୁ ଦ୍ରୁତ ଗତିରେ ଉଠିବା ପରେ ଏହି ଘୂର୍ଣ୍ଣିବଳୟ ସୃଷ୍ଟି ହୁଏ।
୧୦ ଇଞ୍ଚର ବରଫ ମ୍ୟାନହଟାନର ଉତ୍ତରରେ ପଡ଼ିଥିଲା। ରେଳ ଲାଇନଗୁଡ଼ିକ ଆଂଶିକ ବନ୍ଦ ରହିଥିଲା। ନ୍ୟୁୟର୍କ ଏବଂ ନ୍ୟୁ ଜର୍ସିର ଲୋକଙ୍କୁ ଅନାବଶ୍ୟକ ଭ୍ରମଣରୁ ଦୂରେଇ ରହିବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉଡ଼ିବ ପାକିସ୍ତାନର ନିଦ, ଆଉ ୧୧୪ ରାଫାଲ୍‌ କିଣିବାକୁ ପ୍ରସ୍ତାବ

ନୂଆଦିଲ୍ଲୀ,୧୦।୨: ଭାରତୀୟ ବାୟୁସେନା ଆଉ ୧୧୪ ରାଫାଲ୍‌ ଯୁଦ୍ଧବିମାନ କିଣିବ। ଏଥିପାଇଁ ବାୟୁସେନା ପକ୍ଷରୁ ଡିଫେନ୍ସ ଆକ୍ୱିଜେଶନ କାଉନ୍‌ସିଲ୍‌(ଡିଏସି)କୁ ପ୍ରସ୍ତାବ ଦିଆଯିବ। ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ ମାକରଁଙ୍କ…

ଦୁଃଖ ବଖାଣିଲେ ରାଜପାଲ: କାନ୍ଦି କାନ୍ଦି କହିଲେ…

ବଲିଉଡ ଅଭିନେତା ରାଜପାଲ ଯାଦବ ଆଜିକାଲି ଚେକ ବାଉନ୍ସ ମାମଲାକୁ ନେଇ ଚର୍ଚ୍ଚାରେ ଅଛନ୍ତି। କୋର୍ଟଙ୍କ ନିର୍ଦ୍ଦେଶ ପରେ ଅଭିନେତା ର ଦିଲ୍ଲୀର ତିହାର ଜେଲରେ ଆତ୍ମସମର୍ପଣ…

ନାବାଳିକା ଭଉଣୀକୁ ବ୍ଲାକମେଲ କରି ବଳାତ୍କାର କରିବା ପରେ କରିଥିଲେ ମିଛ ବିବାହ, ଏବେ କୋର୍ଟ ଦେଲେ ଏମିତି ରାୟ

ଅମରାବତୀ,୧୦।୨: ଆନ୍ଧ୍ରପ୍ରଦେଶର କୃଷ୍ଣା ଜିଲାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଜଣେ ଯୁବକ ପ୍ରତାରଣା ଏବଂ ବ୍ଲାକମେଲ ମାଧ୍ୟମରେ ତାଙ୍କ ନିଜ ନାବାଳିକା ଭଉଣୀକୁ ବାରମ୍ବାର ବଳାତ୍କାର…

ବର୍ଷସାରା ମାଗଣା ପିଜ୍ଜା: ଡୋମିନୋଜ୍‌ ଆଣିଲା ଜବରଦସ୍ତ ଅଫର୍‌

ନୂଆଦିଲ୍ଲୀ,୧୦।୨: ପିଜ୍ଜା ପ୍ରେମୀଙ୍କ ପାଇଁ ଖୁସିଖବର। ଡୋମିନୋଜ୍‌ ଗ୍ରାହକଙ୍କ ପାଇଁ ବଡ଼ ଅଫର୍‌ ଆଣିଛି। ଜାତୀୟ ପିଜ୍ଜା ଦିବସ ଅବସରରେ ଡୋମିନୋଜ ଇଣ୍ଡିଆ ଏକ ଅନନ୍ୟ ପ୍ରତିଯୋଗିତା…

ଥୁଆମୂଳ ରାମପୁରରେ ନୀଳଗିରି ଚାଷର ଜାଲ: କମ୍ପାନୀ ଲାଭରେ, ବିପଦରେ ପରିବେଶ!

ଥୁଆମୂଳ ରାମପୁର, ୧୦।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ଅଞ୍ଚଳରେ ଦିନକୁ ଦିନ ନୀଳଗିରି (Eucalyptus) ଚାଷ ବୃଦ୍ଧି ପାଇବାରେ ଲାଗିଛି । ଏହି ଚାଷକୁ…

ଓଡିଶାର କଶ୍ମୀର ବୁଲିଲେ ଉପମୁଖ୍ୟମନ୍ତ୍ରୀ: ବଡ଼ଧରଣର ଘୋଷଣାକୁ ଅପେକ୍ଷା

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡା ଗସ୍ତ କରିଛନ୍ତି। ସେ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ରାତି ଅଧରେ ପଡ଼ୋଶୀ ଘରେ ନିଆଁ ଲଗାଇ…

ଖଇରା,୧୦।୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ମୁଣିଦା ଗାଁର ନିରଞ୍ଜନ ପାଢୀଙ୍କର ୩ ବଖରା ଘର ପୋଡି ନଷ୍ଟ ହୋଇ ଯାଇଛି । ତେବେ…

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ କାହିଁକି ଧନ୍ୟବାଦ ଦେଲେ ଶ୍ରୀଲଙ୍କା ରାଷ୍ଟ୍ରପତି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୦।୨: ICC ପୁରୁଷ T20 ବିଶ୍ୱକପ 2026 ର ସବୁଠାରୁ ବଡ଼ ମ୍ୟାଚ, ଭାରତ ବନାମ ପାକିସ୍ତାନ, ନେଇ ସୃଷ୍ଟି ହୋଇଥିବା ବିବାଦର ଏବେ ଅନ୍ତ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri