ବସ୍ତିରେ ପଶିଲା ବର୍ଷାଜଳ, ଭୁଶୁଡ଼ିଲା କଲେଜ ପାଚେରି

ପିପିଲି, ୧୫ା୭: ପିପିଲି ଅଞ୍ଚଳରେ ଗୁରୁବାର ମୂଷଳ ଧାରାରେ ବର୍ଷା ହୋଇଛି। ଫଳରେ ଏନ୍‌ଏସି ଅନ୍ତର୍ଗତ ୨ ନମ୍ବର୍‌ ୱାର୍ଡର କିଛି ବସ୍ତି ଜଳମଗ୍ନ ହୋଇଥିଲା। ଖବର ପାଇ ଏନ୍‌ଏସି ଅଧ୍ୟକ୍ଷ ସେକ୍‌ ବାବୁ ଓ କାଉନସିଲର୍‌ ଚନ୍ଦନ ସେଠୀ ପହଞ୍ଚତ୍ ଜଳ ନିଷ୍କାସନର ବ୍ୟବସ୍ଥା କରିଥିଲେ। ସେହିପରି ପିପିଲି ମହାବିଦ୍ୟାଳୟର ରାସ୍ତା ପଟ ମୁଖ୍ୟ ଗେଟ୍‌ ପାଖରେ ଥିବା ପଥର ପାଚେରି ଭୁଶୁଡ଼ି ପଡ଼ିଛି। ଏହି ପାଚେରି ନିକଟସ୍ଥ ବିଦ୍ୟାମନ୍ଦିରକୁ ଲାଗିଥିଲା। ଉଭୟ ମହାବିଦ୍ୟାଳୟ ଏବଂ ଶିଶୁ ମନ୍ଦିରର ଛାତ୍ରୀଛାତ୍ର ଶ୍ରେଣୀଗୃହରେ ଉପସ୍ଥିତ ଥିବାରୁ କାହାରି କିଛି କ୍ଷତି ହୋଇନାହିଁ। ମହାବିଦ୍ୟାଳୟର ଅଧ୍ୟକ୍ଷ ଶିବ ପ୍ରସାଦ ମିଶ୍ର ସେଠାରେ ପହଞ୍ଚି ପଡ଼ିଥିବା ପଥର ସବୁ ହଟାଇବା ବ୍ୟବସ୍ଥା କରିବା ପରେ ଯାତାୟାତ ସୁବିଧା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା-ଗୁଲୁଆଙ୍କୁ ନେଇ ମୁହଁ ଖୋଲିଲେ ସାଙ୍ଗ, କହୁକହୁ କହିଦେଲେ ଭିତିରି କଥା…

ଭୁବନେଶ୍ୱର,୨୭ା୧୨: ଥମୁନି ୟୁଟ୍ୟୁବର ଦମ୍ପତି ତଥା କମେଡିଆନ ଗୁଲୁଆ-ବର୍ଷାଙ୍କ ବିବାଦ। ତାଙ୍କ ସହ ଅତି ନିକଟତର ଥିବା ଜଣଙ୍କ ପରେ ଜଣେ ବ୍ୟକ୍ତି ମିଡିଆ ସାମ୍ନାକୁ...

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

World Richest Indian-Origin: ବିଶ୍ୱର ସବଠାରୁ ଧନୀ ଭାରତୀୟ ମୂଳ ବାସିନ୍ଦା CEO ହେଲେ ଜୟଶ୍ରୀ ଉଲ୍ଲାଲ,ପଛରେ ରହିଗଲେ…

ନୂଆଦିଲ୍ଲୀ,୨୭।୧୨: ବହୁ ବର୍ଷ ଧରି, ଯେତେବେଳେ ବି ବିଶ୍ୱ ଟେକ ଇଣ୍ଡଷ୍ଟ୍ରି ବା ଶିଳ୍ପ ସବୁଠାରୁ ଧନୀ ଭାରତୀୟ ବଂଶୋଦ୍ଭବ ସିଇଓଙ୍କ ବିଷୟରେ ଆଲୋଚନା କରୁଥିଲା,...

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

୨୦୨୬ରେ ବନ୍ଦ ହୋଇଯିବ ଏସବୁ ସରକାରୀ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୭।୧୨: କେନ୍ଦ୍ର ସରକାର ଏବେ ସାର୍ୱଜନୀନ କ୍ଷେତ୍ର ବ୍ୟାଙ୍କ (PSU ବ୍ୟାଙ୍କ)ର ପ୍ରତିଛବି ଏବଂ ଭାଗ୍ୟ ଉଭୟକୁ ପରିବର୍ତ୍ତନ କରିବାକୁ ପ୍ରସ୍ତୁତ ହେଉଛନ୍ତି। ରିପୋର୍ଟ ଅନୁଯାୟୀ,...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri