ଚକ୍‌ରେ କ୍ଷୁଦ୍ରତମ ଐତିହ୍ୟ କଳାକୃତି

ବ୍ରହ୍ମପୁର ଅଫିସ୍‌,୨।୬: ରାଜ୍ୟ ସମେତ ଭାରତବର୍ଷରେ ଥିବା ବିଭିନ୍ନ ଐତିହ୍ୟ ସ୍ଥଳୀଗୁଡିକୁ ଚକ୍‌ ମାଧ୍ୟମରେ କ୍ଷୁଦ୍ର କଳାକୃତି ନିର୍ମାଣକରି ବାଲୁକା ଶିଳ୍ପୀ ସତ୍ୟ ନାରାୟଣ ମହାରଣା ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡ ହାସଲ କରିଛନ୍ତି। ସତ୍ୟ ଗତ ଜାନୟାରୀରେ ଚକ୍‌ରେ ୦.୫ ଓ ୧ ମିଲିମିଟର ବିଶିଷ୍ଟ କ୍ଷୁଦ୍ରତମ କୋଣାର୍କ, ଲାଲକିଲା, ତାଜମହଲ, ଇଣ୍ଡିଆ ଗେଟ୍‌, ଧଉଳି, ଗେଟ୍‌ ଅଫ୍‌ ଇଣ୍ଡିଆ, ଖଣ୍ଡଗିରି, ରତ୍ନଗିରି, ଲଳିତଗିରି ଭଳି ୫୧ଟି ଐତିହ୍ୟ ସ୍ଥଳୀ ନିର୍ମାଣ କରିଥିଲେ। ଏହାକୁ ସେ ୩ ଦିନ ମଧ୍ୟରେ ନିର୍ମାଣ କରିଥିବା ବେଳେ ବିଶ୍ୱର ସବୁଠାରୁ ଛୋଟ କଳାକୃତି ବୋଲି ଦୃଢୋକ୍ତି ପ୍ରକାଶ କରିଥିଲେ। ଯାହାକୁ ନେଇ ସତ୍ୟ ଗତ ମାର୍ଚ୍ଚରେ ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡ ନିମନ୍ତେ ଆବେଦନ କରିଥିଲେ। ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡ ସତ୍ୟଙ୍କୁ ମନୋନୀତ କରିବା ପରେ ସେ ରେକର୍ଡ ହାସଲ କରିବାରେ ସଫଳ ହୋଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ୟ ରାଜ୍ୟରେ ପ୍ରେମକରି ବିବାହ ପଡ଼ିଲା ମହଙ୍ଗା: ସ୍ତ୍ରୀ ଦୁଇ ଛୁଆଙ୍କୁ ନେଇ ପଳାଇଲେ, ଅନ୍ତିମ ସତ୍କାର ପାଇଁ ବି ଆସିଲେନି…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଗ୍ରାମର କାହ୍ନୁ ଡାକୁଆ (୪୦) ସୋମବାର ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ମତ୍ୟୁପରେ…

ଦିଲ୍ଲୀ କର୍ତ୍ତବ୍ୟ ପଥ ପରେଡରେ ଭାଗ ନେଇ ଫେରିଲେ ରାଜ୍ୟର ଗୌରବ ରାକେଶ

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଏନ୍‌ସିସି ଆର୍ମି ୱିଂଗର କ୍ୟାଡେଟ ରାକେଶ ଭୂୟାଁଙ୍କୁ ମଙ୍ଗଳବାର କଲେଜ ପକ୍ଷରୁ ସମ୍ବର୍ଦ୍ଧନା…

ଏମ୍‌କେସିଜିରେ ଭର୍ତ୍ତି ହେଲେ ବିକ୍ରମ: ହୋଇପାରେ ଅସ୍ତ୍ରୋପଚାର

ବ୍ରହ୍ମପୁର,୧୦ା୨(ସୁବାସ ଚନ୍ଦ୍ର ପାଢ଼ୀ): ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ମଙ୍ଗଳବାର ଏମ୍‌କେସିଜି ମେଡିକାଲରେ…

‘ଜଙ୍ଗଲ ନିଆଁକୁ ରୋକିବାକୁ ହେଲେ ସମସ୍ତଙ୍କ ସହଯୋଗ ଲୋଡ଼ା’, ସଭାରେ ଯୋଗ ଦେଇ ଉପଜିଲାପାଳ କହିଲେ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ପକ୍ଷରୁ ମଙ୍ଗଳବାର ବନଖଣ୍ଡସ୍ତରୀୟ ବନାଗ୍ନି ପ୍ରଶମନ ଓ ପରିଚାଳନା ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି ।…

ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କଲା ସିପିଆଇ, ଏହି ସବୁ ଦାବି ପୂରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୧୦।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ମଙ୍ଗଳବାର ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ପୂରଣ ପାଇଁ ବିକ୍ଷୋଭ ପ୍ରଦର୍ଶନ…

ହାତୀ ପାଇଁ ବିକଳ୍ପ ଚାଷ କରାଯାଉ: ଘୋଡା ନାଚ ମାଧ୍ୟମରେ ହାତୀ ସୁରକ୍ଷା ସଚେତନତା

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ, ଟାଟା ପାୱାର ଏବଂ ସ୍ନେହା ସ୍ବେଚ୍ଛାସେବୀ ଅନୁଷ୍ଠାନର ମିଳିତ ସହଯୋଗରେ ଚାଲିଥିବା ହାତୀ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ…

ବିଶ୍ୱଶାନ୍ତି ମହାଯଜ୍ଞ ଆରମ୍ଭ: କଳସ ଯାତ୍ରାରେ ସାମିଲ ହେଲେ ବିଧାୟକ, ଆସନ୍ତା ୨୦ରେ ହେବ…

ଗଞ୍ଜାମ,୯।୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଳକ ହୁମା ପଞ୍ଚାୟତ ଅନ୍ତର୍ଗତ ବୋରିଗାଁସ୍ଥିତ ରାଣୀବର ପାହାଡ଼ଠାରେ ଅବସ୍ଥିତ ବାବା ଝାଡେଶ୍ୱର ମନ୍ଦିର ଠାରେ ଦୀର୍ଘ ୧୧ ଦିନ ବ୍ୟାପି…

ଏବେଠୁ ଘାରିଲାଣି ଜଙ୍ଗଲ ନିଆଁ ନିୟନ୍ତ୍ରଣ ଚିନ୍ତା: ଘୁମୁସର ଉତ୍ତର ବନଖଣ୍ଡରେ…

ଭଞ୍ଜନଗର,୯।୨(ବାବୁଲା ପ୍ରଧାନ )-ରାଜ୍ୟର କେତେକ ବନଖଣ୍ଡରେ ବର୍ତ୍ତମାନ ଜଙ୍ଗଲ ନିଆଁ ଲାଗିଲାଣି। ଆଗକୁ ଅନ୍ୟ ବନଖଣ୍ଡ ଗୁଡ଼ିକରେ ମଧ୍ୟ ନିଆଁ ଲାଗିବା ସମ୍ଭାବନା ରହିଛି। ଏହାପୂର୍ବରୁ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri