Posted inଫୁରସତ

ସବୁଠୁ ଛୋଟ ଭାକ୍ୟୁମ କ୍ଲିନର

ପାଟନା: ଏନ୍‌ଆଇଟି ପାଟନାର ୨୦୨୪ ବ୍ୟାଚ୍‌ ଛାତ୍ର ତପଲା ନାଦ୍‌ମୁନି ଏକ ବଲ୍‌ପଏଣ୍ଟ କଲମର କିଛି ଅଂଶକୁ ବ୍ୟବହାର କରି ବିଶ୍ବର ସବୁଠାରୁ ଛୋଟ ଭାକ୍ୟୁମ କ୍ଲିନର ନିର୍ମାଣ କରିଛନ୍ତି। ୦.୬୫ ସେମି ଲମ୍ବ ବିଶିଷ୍ଟ ଏହି ଉପକରଣ ଭାକ୍ୟୁମ ସୃଷ୍ଟି କରିବା ପାଇଁ ଏକ ୪ ଭୋଲ୍ଟ ବିଶିଷ୍ଟ କମ୍ପନ ମୋଟର ଏବଂ ଗୋଟିଏ ଘୂର୍ଣ୍ଣନ ପଙ୍ଖାର ବ୍ୟବହାରରେ ନିର୍ମିତ ହୋଇଛି। ଏପରି କରି ନାଦ୍‌ମୁନି ଗିନିଜ୍‌ ୱାଲର୍‌ଡ ରେକଡର୍‌ସରେ ନିଜ ନାମକୁ ସ୍ଥାନିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପର୍ଯ୍ୟଟକଙ୍କୁ ଟାଣି ଆଣେ କଣ୍ଟିଲୋ ନୀଳମାଧବ

ପର୍ଯ୍ୟଟକଙ୍କୁ ଟାଣି ଆଣିବା ପାଇଁ ନୟାଗଡ଼ ଜିଲାର କଣ୍ଟିଲୋରେ ରହିଛି ମନଲୋଭା ପର୍ଯ୍ୟଟନ ସ୍ଥଳ। ମହାନଦୀର ଦକ୍ଷିଣ ପାର୍ଶ୍ୱରେ ଜଗନ୍ନାଥ ସଂସ୍କୃତିର ଆଦି ପୀଠ କଣ୍ଟିଲୋ...

କୃଷ୍ଣଚୂଡାର ରଙ୍ଗ ଆଜି ଫିକା…ମନେ ପଡନ୍ତି ଖୋକା ଭାଇ

ଓଡ଼ିଆ ସଙ୍ଗୀତ ଦୁନିଆର ବେତାଜ୍‌ ବାଦଶାହା। ହେଲେ ଥିଲେ ମୁକୁଟ ବିହୀନ ସମ୍ରାଟ। କାଳଜୟୀ ତଥା ଲୋକପ୍ରିୟ ସଙ୍ଗୀତଜ୍ଞ ଚିର ସବୁଜ ଅକ୍ଷୟ ମହାନ୍ତିଙ୍କର ଆଜି...

ପ୍ରକୃତିର ଅନନ୍ୟ ଉପହାର ପ୍ରଧାନପାଟ ଜଳପ୍ରପାତ

ପ୍ରକୃତିର ଅନନ୍ୟ ଉପହାର ହେଉଛି ଦେବଗଡ଼ ଜିଲାର ପ୍ରଧାନପାଟ ଜଳପ୍ରପାତ। ଦେବଗଡ଼ ସହରରୁ ମାତ୍ର ଦେଢ଼ କିଲୋମିଟର ଦୂରରେ ଅବସ୍ଥିତ ଏହି ପର୍ଯ୍ୟଟନସ୍ଥଳକୁ ବର୍ଷ ସାରା...

ପର୍ଯ୍ୟଟକଙ୍କ ପ୍ରମୁଖ ଆକର୍ଷଣ ତାମ୍ପରା ହ୍ରଦ

ଗଞ୍ଜାମ ଜିଲା ଛତ୍ରପୁର ନିକଟ ହୁମୁରୀ ତାମ୍ପରା ହ୍ରଦ ପର୍ଯ୍ୟଟକଙ୍କ ପ୍ରମୁଖ ଆକର୍ଷଣର କେନ୍ଦ୍ର ପାଲଟିଛି। ଲେକ୍‌ ଭ୍ୟୁ ପାର୍କ ଓ ବୋଟିଂ ପାଇଁ ଏହି...

ସଚେତନତାକୁ ଗୁରୁତ୍ୱ ଦେବା ଆବଶ୍ୟକ

ପ୍ରତିବର୍ଷ ଅକ୍ଟୋବର ୧୨ ତାରିଖକୁ ‘ବିଶ୍ୱ ଗଣ୍ଠିବାତ ରୋଗ ଦିବସ’ (ଓ୍ବାଲର୍‌ଡ ଆର୍ଥ୍ରାଇଟିସ୍‌ ଡେ) ଭାବରେ ପାଳନ କରାଯାଇଥାଏ। ଏହି ଦିବସ ଅବସରରେ ଚଳିତବର୍ଷର ସ୍ଲୋଗାନ...

କିଏ ସେ ଶାନ୍ତନୁ ନାଇଡୁ? ମାତ୍ର ୩୧ ବର୍ଷରେ ପାଲଟିଥିଲେ ରତନ ଟାଟାଙ୍କ ବନ୍ଧୁ, ଅନ୍ତିମ ଯାତ୍ରାରେ ଆଗରେ ରହି ଦେଲେ ବିଦାୟ…

ନୂଆଦିଲ୍ଲୀ,୧୧।୧୦: ପ୍ରତ୍ୟେକଙ୍କ ଜୀବନରେ ଏକ ଅଦେଖା ଖାଲିପଣ ଥାଏ, ଯାହାକୁ ବନ୍ଧୁଟିଏ ପୂର୍ଣ୍ଣ କରିଥାଏ। ସେଥିଲାଗି କୁହାଯାଏ ବନ୍ଧୁ ହେବା ପାଇଁ କୌଣସି ବୟସ ନ...

ପ୍ଲେଜର ମ୍ୟାରେଜ କ’ଣ, ମୁସଲିମ ଦେଶରେ କାହିଁକି ବଢୁଛି ଏହାର ଚଳଣି?

ଜାକର୍ତ୍ତା: ଇଣ୍ଡୋନେସିଆ ହେଉଛି ଦକ୍ଷିଣ ପୂର୍ବ ଏସିଆରେ ଅବସ୍ଥିତ ଏକ ମୁସଲମାନ ବହୁଳ ଦେଶ। ଏବେ ଏଠାରେ ଏକ ସ୍ବତନ୍ତ୍ର ବିବାହକୁ ନେଇ ଆଲୋଚନା ହେଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri