ପକେଟରେ ଥିବା ସ୍ମାର୍ଟଫୋନ ହଠାତ୍‌ ଫାଟିଗଲା, ଯୁବକ ଗୁରୁତ଼ର

କେନ୍ଦୁଝର,୧୭ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା କାଶିପୁର ଗ୍ରାମରେ ଏକ ଅଘଟଣ ଘଟିଛି। ଗ୍ରାମର ଜଣେ ଯୁବକ ପକେଟରେ ସ୍ମାର୍ଟଫୋନ ରଖିଥିବା ବେଳେ ତାହା ହଠାତ୍‌ ଫାଟିଯାଇଛି। ଫଳରେ ସେ ଗୁରୁତ଼ର ହୋଇଛନ୍ତି। ଚିକିତ୍ସା ପାଇଁ ତ଼ାଙ୍କୁ କେନ୍ଦୁଝର ଜିଲା ମୁଖ୍ୟ ଚ଼ିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେ ହେଲେ ଟାଉନ ଥାନା କାଶିପୁର ଗ୍ରାମର ଅଭିଜିତ୍‌ ରାୟ(୨୨)।
ପ୍ରକାଶ ଯେ, ମଙ୍ଗଳବାର ସାଙ୍ଗମାନଙ୍କ ସହ ଅଭିଜିତ୍‌ ବସିଥିବା ବେଳେ ପକେଟରେ ରଖିଥିବା ମୋବାଇଲ ଫୋନ୍‌ ହଠାତ୍‌ ଫାଟିଯାଇଥିଲା। ଫଳରେ ତ଼ାଙ୍କର ଜଙ୍ଘ ପୋଡ଼ି ଯାଇଥିଲା। ଗୁରୁତ଼ର ଅବସ୍ଥାରେ ମେଡ଼ିକାଲ ନିଆଯାଇଥିଲା। ସେଠାରେ ତ଼ାଙ୍କର ଚ଼ିକିତ୍ସା ଚ଼ାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୫୯ ଦୋକାନ ଉପରେ ଚଢାଉ: ୨୮୪ କେଜି ପଲିଥିନ ଜବତ, ୫୪ ହଜାର ଟଙ୍କା ଜରିମାନା ଆଦାୟ

ଜୟପୁର,୧ା୭ (ନି.ପ୍ର)- ଜୟପୁର ସହରରେ ବେଆଇନ ଭାବେ ପଲିଥିନ କାରବାର ଜୋରସୋରରେ ଚାଲିଛି ା ଏହାକୁ ରୋକିବା ଲାଗି ଏକ ଟିମ୍‌ ୫ ଦିନ ହେବ...

ସୁରଟରୁ ୫୦ପ୍ରବାସୀଙ୍କୁ ଗଞ୍ଜାମ ଆଣି ଆସୁଥିବା ବସ୍‌ ନାଗପୁରରେ ଓଲଟିଲା: ୨ ଆହତ

ଛତ୍ରପୁର/ପୁରୁଷୋତ୍ତମପୁର,୩ା୫(ଡି.ଏନ୍‌.ଏ.): ସୁରଟରୁ ୫୦ ଜଣ ପ୍ରବାସୀ ଓଡ଼ିଆଙ୍କୁ ନେଇ ଗଞ୍ଜାମ ଆସୁଥିବା ବସ୍‌ ରବିବାର ସକାଳେ ମହାରାଷ୍ଟ୍ରର ନାଗପୁରଠାରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଏଥିରେ...

ବରିଷ୍ଠ ଅଭିନେତା ମିହିର ଦାସଙ୍କ ପରଲୋକ

କଟକ ଅଫିସ,୧୧।୧: ବରିଷ୍ଠ କଳାକାର ତଥା ଅଭିନେତା ମିହିର ଦାଶଙ୍କ ମଙ୍ଗଳବାର ଅପରାହ୍ନରେ ପରଲୋକ ହୋଇଯାଇଛି।  ସେ ଦୀର୍ଘ ଦିନ ହେଲା ଯକୃତ ରୋଗରେ ଆକ୍ରାନ୍ତ...

ଅଚାନକ ହସ୍ପିଟାଲ ପରିଦର୍ଶନ କଲେ ଏସ୍‌ପି, ପଚାରି ବୁଝିଲେ ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା

ଛତ୍ରପୁର,୧୪।୧୧(ଡି.ଏନ୍‌.ଏ.): ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରୟ ଗୁରୁବାର ଅଚାନକ ଛତ୍ରପୁର ହସ୍ପିଟାଲ ପରିଦର୍ଶନ କରିବା ସହ ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ରୋଗୀଙ୍କୁ ଉତ୍ତମ...

ଜଗା ଦର୍ଶନରେ ବାହାରିଥିଲେ, ରାସ୍ତାରେ ଘଟିଲା ଦୁର୍ଘଟଣା

ପାଟଣା,୧୯।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଦେଇ ଯାଇଥିବା ୨୨୦ ନଂ. ଜାତୀୟ ରାଜପଥର ଖୁଞ୍ଚିବେଡା ନିକଟରେ ରବିବାର ସକାଳୁ ଭାରସାମ୍ୟ ହରାଇ ଏକ ସ୍କର୍ପିଓ ଦୁର୍ଘଟଣା...

ଗାଁକୁ ଛାଡିଲେ ନାହିଁ, ପୋଲ ତଳକୁ ଖସି ପଡିଲେ

ଲୋଇସିଂହା,୨୨ା୪(ଡି. ଏନ .ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ କୁଟରାପାଲି-ଝାରମୁଣ୍ଡା ରାସ୍ତାର କୁଟରାପାଲି ପୋଲତଳୁ ମଙ୍ଗଳବାର ରାତିରେ ଜଣେ ବ୍ୟକ୍ତିଙ୍କୁ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର କରାଯାଇଥିଲା।...

ହୋଟେଲରେ ଦେହ ବ୍ୟବସାୟ: ୩ ଗିରଫ, ୫ ବଙ୍ଗୀୟ ଯୁବତୀ ଅଟକ

ପୁରୀ ଅଫିସ,୭ା୧୧- ହୋଟେଲରେ ଦେହ ବ୍ୟବସାୟ ଚାଲୁଥିବାବେଳେ ବଳିଆପଣ୍ଡା ପୋଲିସ ଚଢାଉ କରି ୫ ବଙ୍ଗୀୟ ଯୁବତୀଙ୍କୁ ଅଟକ ରଖିଥିବାବେଳେ ୩ ଜଣ ଯୁବକଙ୍କୁ ଗିରଫ...

ଜିଲାପାଳଙ୍କ ଦ୍ବାରସ୍ଥ ହେଲେ ପଡ଼ାବାସୀ

ବରଗଡ଼ ଅଫିସ,୨୨।୧୨: ବରଗଡ଼ ମ୍ୟୁନିସିପାଲିଟି ଅନ୍ତର୍ଗତ ନମ୍ବର ୧୩ ସ୍ମୃତି ନଗର ଅଞ୍ଚଳରେ ଡ୍ରେନ ନ ଥିବାରୁ ପଡାବାସୀ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।...

Advertisement


Archives

Model This Week