ଶୋଇଥିବା ବେଳେ ମହିଳାଙ୍କୁ କାମୁଡ଼ିଲା ସାପ, ଚାଲିଗଲା ଜୀବନ

ଦାରିଙ୍ଗବାଡ଼ି,୧୭ା୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତ କୁମ୍ଭାରମୁଣ୍ଡା ଗ୍ରାମ କଲୋନୀ ସାହିରେ ବିଷଧର ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ କସ୍ମିତା ଦିଗାଲ (୩୮) ବୋଲି ତଦନ୍ତକାରୀ ଅଧିକାରିଣୀ ଲକ୍ଷ୍ମୀ ମାଝି କହିଛନ୍ତି। ଘଟଣା ସମ୍ପର୍କରେ ମୃତ କସ୍ମିତାଙ୍କ ସ୍ବାମୀ ରାଜେଶ ଦିଗାଲ ଦାରିଙ୍ଗବାଡ଼ି ଥାନାରେ ଲିଖିତ ଭାବେ ଜଣାଇଛନ୍ତି।

ପ୍ରକାଶ ଯେ, ଶୁକ୍ରବାର ରାତିରେ କସ୍ମିତା ପରିବାର ସହ ଘରେ ଶୋଇଥିବା ବେଳେ ତାଙ୍କୁ ବିଳମ୍ବିତ ରାତିରେ ସାପ କାମୁଡ଼ିଥିଲା। ଶନିବାର ସକାଳୁ ଚିକିତ୍ସା ପାଇଁ ସ୍ବାସ୍ଥ୍ୟକେନ୍ଦ୍ର ନିଆଯାଇଥିଲା। ତେବେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ଦାରିଙ୍ଗବାଡ଼ି ଥାନାର ମହିଳା ସବ୍‌ଇନ୍ସପେକ୍ଟର ଲକ୍ଷ୍ମୀ ମାଝି ସଦଳବଳ ପହଞ୍ଚି ମୃତଦେହ ଜବତ କରିବା ସହ ଏକ ଅପମୃତ୍ୟୁ ମାମଲା ରୁଜୁ କରି ବ୍ୟବଚ୍ଛେଦ କରାଇଛନ୍ତି। ଘଟଣାର ଅଧିକ ତଦନ୍ତ କରାଯାଉଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଶା ଖାଇ ହଇରାଣ କରୁଥିଲେ, ମାରିକି ପୋତିଦେଲେ ବାପା

ଫୁଲବାଣୀ ଅଫିସ,/ବାଲିଗୁଡ଼ା(ଡି.ଏନ୍‌.ଏ.)୧୭।୯: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଞ୍ଚଳରେ ୨ଟି ହତ୍ୟାକାଣ୍ଡ ଘଟିଛି। ଗୁରୁବାର ରେବିଙ୍ଗିଆ ଗ୍ରାମର ବ୍ୟବସାୟୀ ନବଘନ ସାହୁଙ୍କୁ ଗୁଳି କରି ହତ୍ୟା...

ବଳାତ୍କାରୀଙ୍କୁ ୧୦ ବର୍ଷ କାରାଦଣ୍ଡ

ଫୁଲବାଣୀ ଅଫିସ, ୨୧ା୧: ଫୁଲବାଣୀ ଫାଷ୍ଟଟ୍ରାକ ସ୍ବତନ୍ତ୍ର କୋର୍ଟ ଅତିରିକ୍ତ ଜିଲା ଦୌରାଜଜ୍‌ ଭାସ୍କର ଚନ୍ଦ୍ର ସାହୁ ଶୁକ୍ରବାର ଏକ ନାବାଳିକା ବଳାତ୍କାର ମାମଲାର ରାୟ...

ମହିଳାଙ୍କ କାନରୁ ସୁନାଫୁଲ ଝାମ୍ପିନେଲେ ଦୁର୍ବୃତ୍ତ

ଦାରିଙ୍ଗବାଡ଼ି,୨୫।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡିରେ ଜଣେ ମହିଳାଙ୍କଠାରୁ ବୁଧବାର ଲୁଟ୍‌ ହୋଇଛି। ଦୁର୍ବୃତ୍ତ ଜଣେ ମହିଳାଙ୍କୁ ମାଡ଼ ମାରିବା ସହ ତାଙ୍କ କାନରୁ...

ବଜାରରୁ ସିରିଜ୍‌ ଚୋରି: ବାଳସୁଧାର ଗୃହ ଗଲେ ୩ ଅନ୍ତେବାସୀ ନାବାଳକ

ଶଙ୍କରାଖୋଲ,୨୬ା୧୧(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ଚକାପାଦ ବ୍ଲକ କୁସୁମେଣ୍ଡି ପଞ୍ଚାୟତ ମଲିକ ଗଁା ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଥିବା ଏସ୍‌ସି ଏସ୍‌ଟି ଛାତ୍ରାବାସର ୩ ନାବାଳକଙ୍କୁ ପୋଲିସ ରବିବାର...

ଜଙ୍ଗଲରେ ଲଜ୍‌, ଘେରିଲେ ଗ୍ରାମବାସୀ

ଫୁଲବାଣୀ ଅଫିସ,୧।୮: କନ୍ଧମାଳ ଜିଲା ଦାରିଙ୍ଗିବାଡି ବ୍ଲକ ଡଗାପାଙ୍ଗା ଗ୍ରାମ ନିକଟବର୍ତ୍ତୀ ସାଡ୍ରାପ୍ଲିଉ ସରଂକ୍ଷିତ ଜଙ୍ଗଲରେ ଜଣେ ବ୍ୟକ୍ତି ବେଆଇନ ନିର୍ମାଣ କାର୍ଯ୍ୟ କରୁଛନ୍ତି। ଏହାକୁ...

୪୦୪ ସ୍କୁଲରେ ନାହିଁ ରୋଷେଇ ଘର

ଫୁଲବାଣୀ ଅଫିସ, ୧୭ା୧- ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନଭୋଜନ ଦେବାପାଇଁ ବିଦ୍ୟାଳୟ ପରିସରରେ ରୋଷେଇ ଗୃହ ନିର୍ମାଣ ପାଇଁ ନିର୍ଦ୍ଦେଶ ରହିଛି। ହେଲେ କନ୍ଧମାଳ ଜିଲାରେ ଚାଲିଛି...

ପଞ୍ଜୀକରଣ ପରେ ବି ପ୍ରବାସୀଙ୍କ ଫେରିବା ବାଟ ଫିଟୁନି: ଭୋକ ଉପାସରେ ପଡ଼ିରହିଛନ୍ତି ଆନ୍ଧ୍ରରେ

ବାଲିଗୁଡ଼ା,୨୧ା୫(ଡି.ଏନ୍‌.ଏ.): ସମଗ୍ର ବିଶ୍ୱରେ ମହାମାରୀ କରୋନା କାୟା ବିସ୍ତାର କରୁଥିବା ବେଳେ ଦିନକୁ ଦିନ ମୃତ ଓ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି...

ଦାରିଙ୍ଗବାଡ଼ିରେ ଶୀତ ଅବ୍ୟାହତ: ସର୍ବନିମ୍ନ ତାପମାତ୍ରା ୮.୫ ଡିଗ୍ରୀ

ଦାରିଙ୍ଗବାଡ଼ି,୨୫।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଶୀତ ଅବ୍ୟାହତ ରହିଛି। ପାଗ ଶୁଖିଲା ରହିବା ସହ ବୁଧବାର ସର୍ବନିମ୍ନ ତାପମାତ୍ରା ୮.୫ ଡିଗ୍ରୀ ତଳକୁ ଖସିଆସିଥିବା ବ୍ଲକ...

Advertisement
Archives

Model This Week