ସାପକାମୁଡ଼ାରେ ଚାଲିଗଲା ଅବସରପ୍ରାପ୍ତ କର୍ମଚାରୀଙ୍କ ଜୀବନ

ଗଞ୍ଜାମ,୧୬ା୭(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ଅନ୍ତର୍ଗତ ସୁବଳୟା ପଞ୍ଚାୟତର ଗବୁଡ଼ି ମର୍ଦ୍ଧରାଜପୁର ବାସିନ୍ଦା ତଥା ଅବସରରପ୍ରାପ୍ତ ମୁଖ୍ୟ କିରାଣି ଶଶୀଭୂଷଣ ପଲାଇ (୭୫)ଙ୍କ ସାପ କାମୁଡ଼ାରେ ମୃତ୍ୟୁ ଘଟିଛି। ଶଶୀଭୁଷଣ ବିଲରେ ଚାଷ କାମ ଦେଖିବାକୁ ଯାଇଥିବା ବେଳେ ଏକ ସାପ କାମୁଡ଼ି ଦେଇଥିଲା। ପ୍ରଥମେ ବ୍ରହ୍ମପୁର ମେଡିକାଲ ନିଆଯାଇଥିଲା। ଅବସ୍ଥା ସଙ୍କଟାପନ୍ନ ହେବାରୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା। ସ୍ବର୍ଗତ ପଲେଇ ଜଣେ ମିଷ୍ଟଭାଷୀ ଓ ଧର୍ମପରାୟଣ ବ୍ୟକ୍ତିତ୍ୱ ହୋଇଥିବାରୁ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପରେ ଗ୍ରାମ ମଶାଣିରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯାଇଛି। ପୁଅ ଇଂ.ନିରଜ କୁମାର ପଲେଇ, ବୁଲୁ ପଲେଇ, ଜ୍ୱାଇଁ ଅଧ୍ୟାପକ ବିଷ୍ଣୁ ବାବୁ, ଭାଇ ବାନାମ୍ବର ପଲେଇଙ୍କ ସମେତ ଗ୍ରାମବାସୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗମନାଗମନରେ ଦାଉ ସାଧୁଛେ କାଦୋ ରାସ୍‌ତା: ଅଂଚଲବାସୀକଁର ଦାବି ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ

କଲମପୁର,୧।୮(ଡି.ଏନ୍‌.ଏ.): କେନ୍ଦ୍ର ଆର ରାଏଜ୍‌ ସରକାର ଗାଁଗଁଲିନୁ ସହର ତକ୍‌ ଗମନାଗମନ ସୁବିଧା ଲାଗି କୋଟି କୋଟି ଟଁକା ଖରଚ୍‌ କରୁଛନ୍‌। ହେଲେ ଆଏଜ୍‌ ବି...

ଦେବଗଡ଼ ପୌର ନିର୍ବାହୀ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଝାରସୁଗୁଡ଼ା ଅଫିସ,୭।୭: ଦେବଗଡ଼ ପୌର ନିର୍ବାହୀ ଅଧିକାରୀଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ଚଢ଼ାଉ କରିଛି। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଦେବଗଡ଼ ପୌର ନିର୍ବାହୀ ଅଧିକାରୀ...

ଫୁଲଚାଷ କରି ସ୍ବାବଲମ୍ବୀ ହେଉଛନ୍ତି ଗଞ୍ଜାମ ମହିଳା

ସନ୍ତୋଷ ପାଢୀ ଛତ୍ରପୁର,୨୦ା୩(ଡି.ଏନ୍‌.ଏ.) – ମହିଳା ସବୁ କ୍ଷେତ୍ରରେ ଆଗକୁ ଯାଇ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବାରେ ଲାଗିଛନ୍ତି।  ଏପରିକି ପୁରୁଷଙ୍କୁ ମଧ୍ୟ କେତେକ...

ଭତାରୁ ବଁଚିତ୍‌ ବୁରୁଧ୍‌ ଅର୍ଜୁନ

କୋମନା, ୨୧ା୮ (ଡି.ଏନ୍‌.ଏ.): ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ କାଣ୍ଡେତରା ଗଁାର ବୁରୁଧ୍‌ ଅର୍ଜୁନ ରଣା(୭୦)। ଆଏଜ୍‌କେ ପାଖାପାଖି ୧୦ ବଛର ହେଲା ସେ...

ଆନ୍ଧ୍ରରୁ ଗାଁମୁହାଁ ଶ୍ରମିକ

ବରଗଡ଼ ଅଫିସ୍‌,୨୭ା୪: କରୋନା (କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣକୁ ପ୍ରତିହତ ପାଇଁ ଦେଶବ୍ୟାପୀ ଲକ୍‌ ଡାଉନ୍‌ କଟକଣାକୁ ମାସାଧିକ କାଳ ବିତିଯାଇଛି। ଏଥିପାଇଁ ମୁଖ୍ୟତଃ ଗରିବ, ଅସହାୟଙ୍କଠାରୁ...

ନିର୍ମାଣ ସ୍ଥଳ ଦେଖିଲେ ବିଧାୟକ

କଣିହାଁ,୧୭ା୨(ଡି.ଏନ.ଏ.) ଅନୁଗୋଳ ଜିଲା କଣିହାଁ ବ୍ଲକ କରଡେଇ-ବୁରୁବାହାଳ ଗ୍ରାମ ଏରିଆରେ ଟିକିରା ନଦୀରେ ପୋଲ ନିର୍ମାଣ କାର୍ଯ୍ୟରେ ବିଳମ୍ବ ହେଉଥିବା ନେଇ ଅଭିଯୋଗ ହୋଇଛି। ଧାର୍ଯ୍ୟ ସମୟ...

ଜାଲ ସାର୍ଟିଫିକେଟ ଦେଇ ଚାକିରି, ନିଲମ୍ବିତ ଶିକ୍ଷକଙ୍କ ନାମରେ ମାମଲା

ପାଟଣା,୩୦।୫(ଡି.ଏନ.ଏ.): କେନ୍ଦୁଝର ଜିଲା ସାହରପଡ଼ା ବ୍ଲକ ବିଲ୍ଲାରାମଚନ୍ଦ୍ରପୁର ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ସୁଶୀଲ କୁମାର ବେହେରା ଜାଲ ବିଇଡି ସାର୍ଟିଫିକେଟ ଦେଇ ଶିକ୍ଷକତା କରୁଥିବା ନେଇ...

ବିଭିନ୍ନ ସମସ୍ୟା ନେଇ ଡଙ୍ଗରିଆ ଆଦିବାସୀଙ୍କ ଗଣ ବିକ୍ଷୋଭ: ବିଡିଓଙ୍କୁ ଦାବିପତ୍ର ପ୍ରଦାନ

ମୁନିଗୁଡ଼ା,୮।୧୧(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ନିୟମଗିରି ସୁରକ୍ଷା ସମିତି ପକ୍ଷରୁ ଶୁକ୍ରବାର କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନବିରୋଧୀ ନୀତି ବିରୋଧରେ ଲୋକଙ୍କ ମୌଳିକ ଅଧିକାର...

Advertisement
Archives

Model This Week