ସାପ ଓକାଳିଲା ସାପ

ଉଦଳା,୨୧ା୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଉଦଳା ଏନ୍‌ଏସି ଅଧୀନ ୧୦ନଂ. ୱାର୍ଡର କୃପାସିନ୍ଧୁ ବେହେରାଙ୍କ ଘର ବାଡ଼ିରେ ଏକ ବିଷାକ୍ତ ରଣା ସାପ ଖାଦ୍ୟ ଅନ୍ବେଷଣରେ ଆସି ଅନ୍ୟ ଏକ ସାପକୁ ଗିଳି ଦେଇଥିଲା। ସ୍ନେକ୍‌ ଲାଇଫ୍‌ ଲାଇନ୍‌ ସଦସ୍ୟ ଅଭିଜିତ୍‌ ବେହେରା ଓ ଅଭିନନ୍ଦନ ଦଣ୍ଡପାଟ ଘଟଣାସ୍ଥଳରେ ପହଞ୍ଚି ରଣା ସାପଟିକୁ ଉଦ୍ଧାର କରିଥିଲେ। ରଣା ସାପଟି ଗିଳି ଦେଇଥିବା ଅନ୍ୟସାପକୁ ଓକାଳିଥିଲା। ପରେ ତାକୁ ଶିମିଳିପାଳ ଜଙ୍ଗଲରେ ଛାଡ଼ି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମ୍ୟାଚ୍‌

ବାରିପଦା ଅଫିସ,୮।୧୦: ମୟୂରଭଞ୍ଜ ଜିଲାରେ ଫୁଟବଲ ଏକାଡେମୀ ପ୍ରତିଷ୍ଠା ଦାବିରେ ଭଞ୍ଜସେନା ପକ୍ଷରୁ ଅଭିନବ ପ୍ରତିବାଦ ପ୍ରଦର୍ଶନ କରାଯାଇଛି। ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଖେଳାଳିମାନେ...

ସେଲ୍‌ଫି ନେଲା ବେଳେ ଯୁବକଙ୍କୁ କଚାଡ଼ିଲା ଦନ୍ତା

କୁଆମରା,୨୮ା୧୨(ଡି.ଏନ୍‌.ଏ.)- ହାତୀ ଦେଖିବାକୁ ଯାଇ ଜଣେ ଯୁବକ ମୋବାଇଲରେ ସେଲ୍‌ଫି ନେବା ବେଳେ ମାଡ଼ି ଆସିଲା ବିପଦ। ୫୦୦ ମିଟର ପର୍ଯ୍ୟନ୍ତ ଗୋଡାଇଲା ଦନ୍ତାହାତୀ। ଶୁଣ୍ଢରେ...

ହାତୀ ଭୟରେ ବନ୍ଦ ହେଲା ସ୍କୁଲ, ଜଣେ ଆହତ

ବାଙ୍ଗିରିପୋଷି,୭ା୧୨(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅଧୀନ ବିଭିନ୍ନ ଗ୍ରାମରେ ହାତୀ ଉପଦ୍ରବ ଜାରି ରହିଛି। ଶୁକ୍ରବାର ଝିଙ୍କପାହାଡି ଗ୍ରାମରେ ହାତୀ ପଶି ବ୍ୟାପକ ଫସଲ...

‘ବୁଲ୍‌ବୁଲ୍‌’ ଛାଡ଼ିଗଲା ଦୁଃଖ: ପାଣିରେ ବୁଡ଼ିରହିଛି ପାଚିଲା ଧାନକ୍ଷେତ

ଉଦଳା,୧୧ା୧୧(ଡି.ଏନ୍‌.ଏ.)- ସାମୁଦ୍ରିକ ଝଡ଼ ବୁଲ୍‌ବୁଲ୍‌ ଚାଲିଯାଇଛି, ହେଲେ ଛାଡ଼ି ଯାଇଛି ଅସରନ୍ତି ଦୁଃଖ ା ବିଶେଷକରି ଚାଷୀଙ୍କ ଅଣ୍ଟାକୁ ଭାଙ୍ଗି ଦେଇଛି ଏହି ସର୍ବଗ୍ରାସୀ ବାତ୍ୟା।...

ଦନ୍ତା ପାଇଁ ବନ ବିଭାଗ ନାକେଦମ୍‌

ଗୋପବନ୍ଧୁ ନଗର,୯।୧ (ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜରୁ ବଡ଼ସାହି ବ୍ଲକ ଭୀମଦା ଅଞ୍ଚଳ ଦେଇ ଏକ ଗୋଠଛଡ଼ା ଦନ୍ତା ରବିବାର ଗୋପବନ୍ଧୁନଗର ବ୍ଲକ ଧାଉଁଡିଆ...

ଗଛମୂଳରେ ଆଶ୍ରୟ ନେଇଥିବା ସମୟରେ ହେଲା ବଜ୍ରପାତ: ଚାଲିଗଲା ଯୁବକଙ୍କ ଜୀବନ

ଠାକୁରମୁଣ୍ଡା,୬।୫(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ଅନ୍ତର୍ଗତ ତରଡ଼ିଆ ଡ୍ୟାମ ନିକଟରେ ବଜ୍ରପାତରେ ଜଣେ ଯୁବକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଆନନ୍ଦପୁର...

ବାଘ ଚମଡ଼ା ଜବତ, ହାତୀ ମୃତ୍ୟୁ ମାମଲା: ସିସିଏଫ୍‌ର ତଦନ୍ତ ଆରମ୍ଭ

ବାରିପଦା ଅଫିସ,୨୩ା୧୨: ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରୁ ଶିକାର ହୋଇଥିବା ମହାବଳ ବାଘ ଚମଡ଼ା ଜବତ ଘଟଣାରେ ପ୍ରମୁଖ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ...

ସାହିତ୍ୟ ଆସରରେ ୪ ସାରସ୍ବତ ସାଧକ ସମ୍ବର୍ଦ୍ଧିତ

ବାରିପଦା ଅଫିସ,୩୧।୭: ବାରିପଦା ପୌର ପରିଷଦ ସମ୍ମିଳନୀ କକ୍ଷରେ ସାରଳା ସାହିତ୍ୟ ସଂସଦ ପକ୍ଷରୁ ଏକ ଆସର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଉତ୍ତର ଓଡ଼ିଶା...

Advertisement
Archives

Model This Week